ଆଦି ପୁସ୍ତକ 3:19 - ପବିତ୍ର ବାଇବଲ19 ତୁମ୍ଭେ ମରିବା ପର୍ଯ୍ୟନ୍ତ ମୂଖର ଝାଳରେ ଆହାର କରିବ, ତୁମ୍ଭେ ଖାଦ୍ୟ ପାଇବା ପାଇଁ କଠିନ ପରିଶ୍ରମ କରିବ। ତୁମ୍ଭେ ଧୂଳିରୁ ନିଆଯାଇଛ, ଏଣୁ ଧୂଳିକୁ ଫେରିଯିବ।” Gade chapit laପବିତ୍ର ବାଇବଲ (Re-edited) - (BSI)19 ତୁମ୍ଭେ ଯେଉଁ ମୃତ୍ତିକାରୁ ଗୃହୀତ ହେଲ, ତହିଁରେ ନ ମିଶିବା ପର୍ଯ୍ୟନ୍ତ ମୁଖର ଝାଳରେ ଆହାର କରିବ; ଯେହେତୁ ତୁମ୍ଭେ ଧୂଳି ଓ ଧୂଳିରେ ପୁନର୍ବାର ମିଶିଯିବ। Gade chapit laଓଡିଆ ବାଇବେଲ19 ତୁମ୍ଭେ ଯେଉଁ ମୃତ୍ତିକାରୁ ଗୃହୀତ ହେଲ, ତହିଁରେ ନ ମିଶିବା ପର୍ଯ୍ୟନ୍ତ ମୁଖର ଝାଳରେ ଆହାର କରିବ; ଯେହେତୁ ତୁମ୍ଭେ ଧୂଳି ଓ ଧୂଳିରେ ପୁନର୍ବାର ମିଶିଯିବ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ତୁମ୍ଭେ ଯେଉଁ ମୃତ୍ତିକାରୁ ଗୃହୀତ ହେଲ, ତହିଁରେ ନ ମିଶିବା ପର୍ଯ୍ୟନ୍ତ ମୁଖର ଝାଳରେ ଆହାର କରିବ; ଯେହେତୁ ତୁମ୍ଭେ ଧୂଳି ଓ ଧୂଳିରେ ପୁନର୍ବାର ମିଶିଯିବ।” Gade chapit la |
ସେ ପ୍ରାର୍ଥନା କରି କହିଲା, “ମୁଁ ଯେତେବେଳେ ଏହି ପୃଥିବୀରେ ଜନ୍ମ ଲାଭ କଲି ସେତେବେଳେ ମୁଁ ଲଙ୍ଗଳା ଥିଲି ଓ ମୋ’ ପାଖରେ କିଛି ନ ଥିଲା। ଠିକ୍ ସେହିପରି ମୁଁ ଯେତେବେଳେ ମୃତ୍ୟୁବରଣ କରିବି ଓ ଏ ପୃଥିବୀକୁ ତ୍ୟାଗ କରିବି ସେତେବେଳେ ମଧ୍ୟ ଲଙ୍ଗଳା ଓ ଖାଲି ହାତରେ ଯିବି। ସଦାପ୍ରଭୁ ସବୁକିଛି ଦିଅନ୍ତି ଏବଂ ସବୁକିଛି ନେଇ ଯାଆନ୍ତି। ତେଣୁ ସଦାପ୍ରଭୁଙ୍କ ନାମ ହିଁ ପ୍ରଶଂସା ଯୋଗ୍ୟ।”