ଆଦି ପୁସ୍ତକ 30:2 - ପବିତ୍ର ବାଇବଲ2 ଯାକୁବ ରାହେଲ ଉପରେ କ୍ରୋଧ କଲେ। ସେ କହିଲେ, “ମୁଁ ପରମେଶ୍ୱର ନୁହେଁ। କେବଳ ପରମେଶ୍ୱର ହିଁ ତୁମ୍ଭକୁ ସନ୍ତାନ ଦେଇ ପାରିବେ।” Gade chapit laପବିତ୍ର ବାଇବଲ (Re-edited) - (BSI)2 ତହିଁରେ ରାହେଲ ପ୍ରତି ଯାକୁବର କ୍ରୋଧ ପ୍ରଜ୍ଵଳିତ ହେଲା; ପୁଣି ସେ କହିଲା, ମୁଁ କʼଣ ପରମେଶ୍ଵରଙ୍କର ପ୍ରତିନିଧି? ସେ ସିନା ତୁମ୍ଭକୁ ଗର୍ଭଫଳ ଦେଇନାହାନ୍ତି। Gade chapit laଓଡିଆ ବାଇବେଲ2 ତହିଁରେ ରାହେଲ ପ୍ରତି ଯାକୁବର କ୍ରୋଧ ପ୍ରଜ୍ଜ୍ୱଳିତ ହେଲା; ପୁଣି, ସେ କହିଲା, “ମୁଁ କ’ଣ ପରମେଶ୍ୱରଙ୍କର ପ୍ରତିନିଧି ? ସେ ସିନା ତୁମ୍ଭକୁ ଗର୍ଭଫଳ ଦେଇ ନାହାନ୍ତି।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହିଁରେ ରାହେଲ ପ୍ରତି ଯାକୁବର କ୍ରୋଧ ପ୍ରଜ୍ୱଳିତ ହେଲା; ପୁଣି, ସେ କହିଲା, “ମୁଁ କʼଣ ପରମେଶ୍ୱରଙ୍କର ପ୍ରତିନିଧି? ସେ ସିନା ତୁମ୍ଭକୁ ଗର୍ଭଫଳ ଦେଇ ନାହାନ୍ତି।” Gade chapit la |
ଇସ୍ରାଏଲର ରାଜା ଯେତେବେଳେ ଚିଠିଟି ପାଠ କଲେ ସେ ଦୁଃଖରେ ନିଜର ବସ୍ତ୍ରକୁ ଚିରି କହିଲେ, “ମୁଁ ସଦାପ୍ରଭୁ ଯିଏ ମୃତ ଓ ଜନ୍ମ ଦେବା ମୋର ଅଧୀନରେ ଅଟେ କି? କାହିଁକି ଚର୍ମ ରୋଗରୁ ଆରୋଗ୍ୟ ହେବ ବୋଲି ଅରାମ୍ ରାଜା ମୋ’ ପାଖକୁ ଜଣେ ଲୋକ ପଠାଇଛି? ତେଣୁ ମୁଁ ବିନୟ କରୁଛି, ତୁମ୍ଭେମାନେ ବିଗ୍ଭର କର। ସେ କିପରି ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଗୋଟିଏ ତୃଟି ପାଇବାକୁ ଚେଷ୍ଟା କରୁଅଛି।”
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ତୁମ୍ଭେମାନେ ଅନ୍ୟଉପରେ ରାଗ ନାହିଁ, କାରଣ ପ୍ରତ୍ୟେକ ଲୋକ ତୁମ୍ଭର ଭାଇ ପରି ଅଟେ। ତେଣୁ ଯଦି ତୁମ୍ଭେ ଅନ୍ୟ ଉପରେ ରାଗିବ, ତେବେ ତୁମ୍ଭେ ମଧ୍ୟ ବିଗ୍ଭରାଳୟରେ ବିଗ୍ଭରିତ ହେବ। ତୁମ୍ଭେମାନେ ଯଦି ଅନ୍ୟକୁ ଅପମାନ ଦେଇ ଖରାପ କଥା କୁହ, ତେବେ ତୁମ୍ଭକୁ ଯିହୂଦୀୟ ସର୍ବୋଚ୍ଚ ବିଗ୍ଭରାଳୟରେ ବିଗ୍ଭରିତ ହେବାକୁ ହେବ। ଯଦି ଅନ୍ୟକୁ ମୂର୍ଖ ବୋଲି କୁହ, ତେବେ ତୁମ୍ଭକୁ ନର୍କର ନିଆଁ ଭିତରେ ପକାଇ ଦିଆଯିବ।