Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 30:8 - ପବିତ୍ର ବାଇବଲ

8 ରାହେଲ କହିଲେ, “ମୁଁ ମୋର ଭଉଣୀ ସହିତ ସଂଘର୍ଷ କରି ଜୟ କଲି।” ଏଣୁ କରି ସେ ତାଙ୍କର ନାମ ନପ୍ତାଲି ରଖିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ସେତେବେଳେ ରାହେଲ କହିଲା, ମୁଁ ଭଗିନୀ ସହିତ ପରମେଶ୍ଵର ସମ୍ଵନ୍ଧୀୟ ମଲ୍ଲଯୁଦ୍ଧ କରି ଜୟ କଲି; ଏଣୁକରି ସେ ତାହାର ନାମ ନପ୍ତାଲି (ମଲ୍ଲଯୁଦ୍ଧ) ରଖିଲା।

Gade chapit la Kopi

ଓଡିଆ ବାଇବେଲ

8 ସେତେବେଳେ ରାହେଲ କହିଲା, “ମୁଁ ଭଗିନୀ ସହିତ ପରମେଶ୍ୱର ସମ୍ବନ୍ଧୀୟ ମଲ୍ଲଯୁଦ୍ଧ କରି ଜୟ କଲି,” ଏଥିପାଇଁ ସେ ତାହାର ନାମ ନପ୍ତାଲି (ମଲ୍ଲଯୁଦ୍ଧ) ରଖିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସେତେବେଳେ ରାହେଲ କହିଲା, “ମୁଁ ଭଗିନୀ ସହିତ ପରମେଶ୍ୱର ସମ୍ବନ୍ଧୀୟ ମଲ୍ଲଯୁଦ୍ଧ କରି ଜୟ କଲି,” ଏଥିପାଇଁ ସେ ତାହାର ନାମ ନପ୍ତାଲି (ମଲ୍ଲଯୁଦ୍ଧ) ରଖିଲା।

Gade chapit la Kopi




ଆଦି ପୁସ୍ତକ 30:8
12 Referans Kwoze  

ଯୀଶୁ କିନ୍ତୁ ନାଜରିତରେ ରହିଲେ ନାହିଁ। ସେ ଗାଲିଲୀ ହ୍ରଦ କୂଳରେ କଫର୍ନାହୂମ ସହରରେ ବାସ କଲେ, କଫର୍ନାହୂମ ସବୂଲୂନ ଓ ନପ୍ତାଲିର ପାଖ ଅଞ୍ଚଳରେ ଅବସ୍ଥିତ।


“ନପ୍ତାଲି ଏକ ମନୋହର ହରିଣୀ ସ୍ୱରୂପ, ସେ ଆନନ୍ଦଦାୟକ ବାକ୍ୟ କହିବ।


ସମସ୍ତ ପଲେଷ୍ଟୀୟ ସୈନ୍ୟମାନେ ଯେଉଁମାନେ ସେହି କ୍ଷେତ୍ରରେ ଥିଲେ, ଯେଉଁମାନେ ଛାଉଁଣିରେ ଥିଲେ, ଯେଉଁମାନେ ଦୁର୍ଗରେ ଥିଲେ, ଭୟଭୀତ ହେଲେ। ଏପରିକି ସବୁଠାରୁ ସାହସୀ ସୈନ୍ୟମାନେ ମଧ୍ୟ ଭୟ କଲେ। ଯେପରି ସେଠାରେ ଭୂମିକମ୍ପ ହେଲା ଏହି ବିଭୀଷିକା ପରମେଶ୍ୱର ପଠାଇଥିଲେ।


ମୋଶା ନପ୍ତାଲିଙ୍କ ବିଷୟରେ ଏହିକଥା କହିଲେ, “ନପ୍ତାଲି, ତୁମ୍ଭେ ଅମାପ ଧନର ଅଧିକାରୀ ହେବ। ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରିବେ। ତୁମ୍ଭେ ଗାଲିଲୀ ହ୍ରଦର ଦକ୍ଷିଣାଞ୍ଚଳ ସମସ୍ତ ଭୂମି ଅଧିକାର କରିବ।”


ଏହି ଶିଳାବୃଷ୍ଟି ଯଥେଷ୍ଟ ହେଲା! ସଦାପ୍ରଭୁଙ୍କୁ କୁହ ଏହି ବୃଷ୍ଟି ବନ୍ଦ କରିବା ପାଇଁ ଏବଂ ମୁଁ ତୁମ୍ଭର ଲୋକମାନଙ୍କୁ ଛାଡ଼ି ଦେବି। ତୁମ୍ଭମାନଙ୍କର ଆଉ ଏଠାରେ ରହିବା ଦରକାର ନାହିଁ।”


ନପ୍ତାଲିର ପୁତ୍ର ଯହସିୟେଲ, ଗୂନି, ୟେତ୍ସର ଓ ଶିଲେମ ଥିଲେ।


ଦାନ ଓ ନପ୍ତାଲି ରାହେଲର ଦାସୀ ବିଲହାର ସନ୍ତାନ।


“ହେ ପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କ ମଧ୍ୟରେ ପରମେଶ୍ୱରଙ୍କର ଏକମାତ୍ର ପରାକ୍ରାନ୍ତ। ତୁମ୍ଭେ ଆମ୍ଭମାନଙ୍କ କବର ସ୍ଥାନରେ ଯେକୌଣସି ସ୍ଥାନରେ କବର ଦେଇ ପାରିବ। ତୁମ୍ଭର ସ୍ତ୍ରୀଙ୍କ କବର ପାଇଁ ଆମ୍ଭେ କେହି ଅଟକାଇବୁ ନାହିଁ।”


ରାହେଲର ଦାସୀ ବିଲହା ଆଉଥରେ ଗର୍ଭବତୀ ହେଲା ଏବଂ ସେ ଯାକୁବଙ୍କ ପାଇଁ ଦ୍ୱିତୀୟ ପୁତ୍ର ଜନ୍ମ କଲା।


ଲେୟା ଦେଖିଲେ ସେ ଆଉ ପିଲା ଜନ୍ମ କରି ପାରିବ ନାହିଁ। ତେଣୁ ସେ ଆପଣା ଦାସୀ ସିଳ୍ପାକୁ ଆଣି ଯାକୁବଙ୍କୁ ଦେଲେ।


“ନପ୍ତାଲି ଗୋଷ୍ଠୀର ଛାଉଣି ଦାନ ଗୋଷ୍ଠୀ ପରେ ରହିବ। ଐନନର ପୁତ୍ର ଅହୀର ନପ୍ତାଲିର ଲୋକମାନଙ୍କର ଅଧିପତି ହେବ।


Swiv nou:

Piblisite


Piblisite