ଆଦି ପୁସ୍ତକ 32:11 - ପବିତ୍ର ବାଇବଲ11 ମୁଁ ବିନତି କରୁଅଛି କୃପାକରି ମୋତେ ମୋର ଭାଇଠାରୁ ରକ୍ଷା କର। ମୋତେ ଏଷୌଠାରୁ ରକ୍ଷା କର। ମୁଁ ତାଙ୍କୁ ଭୟ କରୁଛି। ମୁଁ ଭୟ କରୁଛି ଯେ ସେ ଆମ୍ଭ ସମସ୍ତଙ୍କୁ ହତ୍ୟା କରିବ। ଏପରିକି ମା’ ଓ ତାଙ୍କ ପିଲାମାନଙ୍କୁ ମଧ୍ୟ। Gade chapit laପବିତ୍ର ବାଇବଲ (Re-edited) - (BSI)11 ବିନୟ କରୁଅଛି, ମୋʼ ଭ୍ରାତାର ହସ୍ତରୁ, ଏଷୌର ହସ୍ତରୁ ମୋତେ ରକ୍ଷା କର; କାରଣ ମୁଁ ତାହାକୁ ଭୟ କରୁଅଛି, କେଜାଣି ସେ ଆସି ମୋତେ ଓ ମାତା ଓ ବାଳକମାନଙ୍କୁ ବଧ କରିବ। Gade chapit laଓଡିଆ ବାଇବେଲ11 ବିନୟ କରୁଅଛି, ମୋ’ ଭ୍ରାତାର ହସ୍ତରୁ, ଏଷୌର ହସ୍ତରୁ ମୋତେ ରକ୍ଷା କର; କାରଣ ମୁଁ ତାହାକୁ ଭୟ କରୁଅଛି, କେଜାଣି ସେ ଆସି ମୋତେ ଓ ମାତା ଓ ବାଳକମାନଙ୍କୁ ବଧ କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ବିନୟ କରୁଅଛି, ମୋʼ ଭ୍ରାତାର ହସ୍ତରୁ, ଏଷୌର ହସ୍ତରୁ ମୋତେ ରକ୍ଷା କର; କାରଣ ମୁଁ ତାହାକୁ ଭୟ କରୁଅଛି, କେଜାଣି ସେ ଆସି ମୋତେ ଓ ମାତା ଓ ବାଳକମାନଙ୍କୁ ବଧ କରିବ। Gade chapit la |