Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 32:16 - ପବିତ୍ର ବାଇବଲ

16 ଯାକୁବ ପଲସବୁ ପୃଥକ କରି ଆପଣା ଦାସମାନଙ୍କ ହସ୍ତରେ ଏକ ପଲ ସମର୍ପଣ କରି ସେମାନଙ୍କୁ ଆଜ୍ଞା ଦେଲେ, “ତୁମ୍ଭେମାନେ ମୋର ଆଗେ ଆଗେ ଯାଅ। ପୁଣି ମଝିରେ ମଝିରେ ସ୍ଥାନ ରଖି ପ୍ରତ୍ୟେକ ପଲକୁ ପୃଥକ କର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଅନନ୍ତର ପଲ ସବୁ ପୃଥକ ପୃଥକ କରି ଆପଣା ଦାସମାନଙ୍କ ହସ୍ତରେ ଏକ ପଲ ସମର୍ପଣ କରି ସେମାନଙ୍କୁ ଆଜ୍ଞା ଦେଲା, ତୁମ୍ଭେମାନେ ମୋʼ ଆଗେ ଆଗେ ଯାଅ, ପୁଣି ମଧ୍ୟେ ମଧ୍ୟେ ସ୍ଥାନ ରଖି ପ୍ରତ୍ୟେକ ପଲକୁ ପୃଥକ କର।

Gade chapit la Kopi

ଓଡିଆ ବାଇବେଲ

16 ଏଥିଉତ୍ତାରେ ପଲ ସବୁ ପୃଥକ ପୃଥକ କରି ଆପଣା ଦାସମାନଙ୍କ ହସ୍ତରେ ଏକ ପଲ ସମପର୍ଣ କରି ସେମାନଙ୍କୁ ଆଜ୍ଞା ଦେଲା, “ତୁମ୍ଭେମାନେ ମୋ’ ଆଗେ ଆଗେ ଯାଅ, ପୁଣି, ମଧ୍ୟେ ମଧ୍ୟେ ସ୍ଥାନ ରଖି ପ୍ରତ୍ୟେକ ପଲକୁ ପୃଥକ କର।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଏଥିଉତ୍ତାରେ ପଲସବୁ ପୃଥକ ପୃଥକ କରି ଆପଣା ଦାସମାନଙ୍କ ହସ୍ତରେ ଏକ ପଲ ସମର୍ପଣ କରି ସେମାନଙ୍କୁ ଆଜ୍ଞା ଦେଲା, “ତୁମ୍ଭେମାନେ ମୋʼ ଆଗେ ଆଗେ ଯାଅ, ପୁଣି, ମଧ୍ୟେ ମଧ୍ୟେ ସ୍ଥାନ ରଖି ପ୍ରତ୍ୟେକ ପଲକୁ ପୃଥକ କର।”

Gade chapit la Kopi




ଆଦି ପୁସ୍ତକ 32:16
9 Referans Kwoze  

“ସାବଧାନ, ଗଧିଆମାନଙ୍କ ଭିତରେ ମେଷମାନଙ୍କୁ ଛାଡ଼ିବା ଭଳି ମୁଁ ତୁମ୍ଭମାନଙ୍କୁ ବାହାରକୁ ପଠାଉଛି। ତୁମ୍ଭେ ସାପ ଭଳି ଚତୁର ହୁଅ, କପୋତ ଭଳି ନିରୀହ ହୁଅ।


ଆମ୍ଭର ପ୍ରଭୁ ପରମେଶ୍ୱର ତୁମ୍ଭମାନଙ୍କୁ ଶିକ୍ଷା ଦେବାକୁ ଏପରି କରୁଛନ୍ତି। ସେ ଆମ୍ଭମାନଙ୍କୁ ଏହି ଦୃଷ୍ଟାନ୍ତ ଦେଖାଇ ଯଥାର୍ଥ ଭାବରେ ଲୋକମାନଙ୍କୁ ଶିକ୍ଷା ଦିଅନ୍ତି।


ଜ୍ଞାନ ତୁମ୍ଭକୁ ରକ୍ଷା କରିବ, ପରିଣାମଦର୍ଶୀତା ତୁମ୍ଭର ପ୍ରହରୀ ହେବ।


ଦରକାର ବେଳେ ଋଣ ଦେବା ଏବଂ ଉଧାର ହେବା, ଏହା ଗୋଟିଏ ଲୋକର ଭଲ ଗୁଣ। କୌଣସି ବ୍ୟକ୍ତି ନିଜର ବ୍ୟାପାରରେ ଧାର୍ମିକତା ଅବଲମ୍ବନ କରିବା ମଙ୍ଗଳ ଅଟେ।


ତୁମ୍ଭେମାନେ କହିବ, ‘ଏହିସବୁ ତୁମ୍ଭ ପାଇଁ ଉପହାର ଅଟେ। ଏବଂ ତୁମ୍ଭର ଦାସ ଯାକୁବ ତୁମ୍ଭ ପଛରେ ଆସୁଛନ୍ତି।’” ଯାକୁବ ଭାବିଲେ, “ଯଦି ମୁଁ ଏହି ଲୋକମାନଙ୍କୁ ଉପହାର ଦେଇ ଆଗରେ ପଠାଇ ଦିଏ, ହୋଇପାରେ ଏଷୌ ମୋତେ କ୍ଷମା ଦେଇପାରେ ଏବଂ ମୋତେ ଗ୍ରହଣ କରିପାରେ।”


ଯାକୁବ ସବତ୍ସା ଦୁ‌ଗ୍‌ଧବତୀ ତିରିଶ୍ ମାଈଓଟ, ଗ୍ଭଳିଶ୍ ଗାଈ, ଦଶ ବୃଷ, କୋଡ଼ିଏ ଗଧ ଓ ଦଶ ଗୋଟି ବାଛୁରି ପ୍ରସ୍ତୁତ କଲେ।


ଯାକୁବ ଏହି ଆଦେଶ ତାଙ୍କର ଦାସମାନଙ୍କୁ ଦେଲେ। ପ୍ରଥମ ଦଳର ଦାସକୁ ଯାକୁବ କହିଲେ, “ଯେତେବେଳେ ଏଷୌ, ମୋର ଭାଇ ତୁମ୍ଭ ପାଖକୁ ଆସି ପଗ୍ଭରେ, ‘ତୁମ୍ଭେ କାହାର ଦାସ? ତୁମ୍ଭେ କେଉଁଠାକୁ ଯାଉଛ? ଏହି ପଶୁଗୁଡ଼ିକ କାହାର?’


ତା'ପରେ ଅବୀଗଲ ତା'ର ଦାସମାନଙ୍କୁ କହିଲା, “ମୋ’ ଆଗେ ଆଗେ ଗ୍ଭଲ, ଦେଖ, ମୁଁ ତୁମ୍ଭ ପଛେ ପଛେ ଯାଉଛି।” କିନ୍ତୁ ସେ ତା'ର ସ୍ୱାମୀକୁ ଏ କଥା ଜଣାଇଲା ନାହିଁ।


Swiv nou:

Piblisite


Piblisite