Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 32:21 - ପବିତ୍ର ବାଇବଲ

21 ତେଣୁ ଯାକୁବ ଉପହାରଗୁଡ଼ିକ ଏଷୌ ନିକଟକୁ ପଠାଇ ଦେଲେ। କିନ୍ତୁ ଯାକୁବ ରାତ୍ରିରେ ସେହି ଛାଉଣିରେ ରହିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଏହିରୂପେ ତାହା ଆଗରେ ଭେଟୀ ଦ୍ରବ୍ୟଗଲା; ମାତ୍ର ସେ ଆପେ ସେହି ରାତ୍ରି ନିଜ ଦଳ ମଧ୍ୟରେ ରହିଲା।

Gade chapit la Kopi

ଓଡିଆ ବାଇବେଲ

21 ଏହିରୂପେ ତାହା ଆଗରେ ଭେଟି ଦ୍ରବ୍ୟ ଗଲା; ମାତ୍ର ସେ ଆପେ ସେହି ରାତ୍ରି ନିଜ ଦଳ ମଧ୍ୟରେ ରହିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଏହିରୂପେ ତାହା ଆଗରେ ଭେଟି ଦ୍ରବ୍ୟ ଗଲା; ମାତ୍ର ସେ ଆପେ ସେହି ରାତ୍ରି ନିଜ ଦଳ ମଧ୍ୟରେ ରହିଲା।

Gade chapit la Kopi




ଆଦି ପୁସ୍ତକ 32:21
7 Referans Kwoze  

ତୁମ୍ଭେମାନେ କହିବ, ‘ଏହିସବୁ ତୁମ୍ଭ ପାଇଁ ଉପହାର ଅଟେ। ଏବଂ ତୁମ୍ଭର ଦାସ ଯାକୁବ ତୁମ୍ଭ ପଛରେ ଆସୁଛନ୍ତି।’” ଯାକୁବ ଭାବିଲେ, “ଯଦି ମୁଁ ଏହି ଲୋକମାନଙ୍କୁ ଉପହାର ଦେଇ ଆଗରେ ପଠାଇ ଦିଏ, ହୋଇପାରେ ଏଷୌ ମୋତେ କ୍ଷମା ଦେଇପାରେ ଏବଂ ମୋତେ ଗ୍ରହଣ କରିପାରେ।”


ସେହି ରାତ୍ରିରେ ଯାକୁବ ଉଠି ସେହି ସ୍ଥାନ ଛାଡ଼ିଲେ। ଯାକୁବ ତାଙ୍କର ଦୁଇ ସ୍ତ୍ରୀ, ଏଗାର ଜଣ ପିଲାମାନଙ୍କୁ ଏବଂ ତାଙ୍କର ଦାସୀକୁ ନେଇ ଗଲେ। ଯାକୁବ ଯ‌ବ୍‌ବୋକ ପାର କରାଇବା ପାଇଁ ସଙ୍ଗରେ ନେଲେ।


ତେଣୁ ମୁଁ ବିନତି କରୁଛି ତୁମ୍ଭେ ମୋର ଉପହାର ଗ୍ରହଣ କର। ପରମେଶ୍ୱର ମୋ’ ପ୍ରତି ସଦୟ ହୋଇଛନ୍ତି। ମୋର ଆବଶ୍ୟକତାଠାରୁ ଅଧିକ ପାଇଛି।” ଯାକୁବ ଏଷୌକୁ ଉପହାରଗୁଡ଼ିକ ଗ୍ରହଣ କରିବା ପାଇଁ ପ୍ରବର୍ତ୍ତାଇଲେ। ତେଣୁ ସେ ସେଗୁଡ଼ିକୁ ଗ୍ରହଣ କଲେ।


ଏହା ପରେ ତାଙ୍କର ପିତା ଇସ୍ରାଏଲ କହିଲେ, “ଯଦି ଏହା ସତ୍ୟ ତେବେ ବିନ୍ୟାମୀନକୁ ତୁମ୍ଭ ସହିତ ନେଇଯାଅ। କିନ୍ତୁ ତାଙ୍କର କର୍ତ୍ତାଙ୍କ ପାଇଁ କିଛି ଉପହାର ନେଇଯାଅ। ତାଙ୍କ ନିକଟକୁ କିଛି ମହୁ, ପେସ୍ତାବାଦାମ, ଗୁ‌‌ଗ୍‌‌ଗୁଳ ଓ ଗନ୍ଧରସ ନେଇ ଯାଅ।


ଏହା ପରେ ଯିହୋଶୂୟ ସୈନ୍ୟମାନଙ୍କୁ ସେମାନଙ୍କର ଲୁଚି ରହିବା ସ୍ଥାନକୁ ପଠାଇ ଦେଲେ। ସେମାନେ ବୈଥେଲ୍ ଏବଂ ଅୟର ମଧ୍ୟସ୍ଥାନରେ ଲୁଚି ରହିଲେ। ଏହି ସ୍ଥାନଟି ଥିଲା ଅୟର ପଶ୍ଚିମ ପଟରେ। ଏବଂ ଯିହୋଶୂୟ ସୈନ୍ୟମାନଙ୍କ ସହିତ ସେଠାରେ ରାତ୍ରିଯାପନ କଲେ।


ତା'ପରେ ଅବୀଗଲ ତା'ର ଦାସମାନଙ୍କୁ କହିଲା, “ମୋ’ ଆଗେ ଆଗେ ଗ୍ଭଲ, ଦେଖ, ମୁଁ ତୁମ୍ଭ ପଛେ ପଛେ ଯାଉଛି।” କିନ୍ତୁ ସେ ତା'ର ସ୍ୱାମୀକୁ ଏ କଥା ଜଣାଇଲା ନାହିଁ।


ଗୋଟିଏ ଉତ୍କୋଚ ଗୋଟିଏ ଯାଦୁ ପଥର ପରି, ଏହା ଜଣେ ଦେଇଥିବାର ଆଖିରେ ଅଟେ, ସେ ଯେଉଁ ଦିଗରେ ଘୂରେ, ସେ କୃପାଲାଭ କରେ।


Swiv nou:

Piblisite


Piblisite