Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 33:1 - ପବିତ୍ର ବାଇବଲ

1 ଅନନ୍ତର ଯାକୁବ ଏଷୌ ଆସୁଥିବାର ଦେଖିଲେ। ଏଷୌ ତାଙ୍କ ସହିତ ଗ୍ଭରିଶହ ଲୋକଙ୍କୁ ଧରି ଆସୁଥିଲେ। ଯାକୁବ ତାଙ୍କର ପରିବାରକୁ ଗ୍ଭରି ଭାଗରେ ବିଭକ୍ତ କଲେ। ଲେୟା ଏବଂ ତା'ର ପିଲାମାନେ ଗୋଟିଏ ଦଳରେ ରହିଲେ। ରାହେଲ ଓ ଯୋଷେଫ ଗୋଟିଏ ଦଳରେ ରହିଲେ। ଦୁଇଦାସୀ ଏବଂ ତାଙ୍କର ପିଲାମାନେ ଦୁଇ ଗୋଟି ଦଳରେ ରହିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ଯାକୁବ ଅନାଇ ଦେଖିଲା, ଆଉ ଦେଖ, ଏଷୌ ଉପସ୍ଥିତ, ପୁଣି ତାହା ସଙ୍ଗେ ଚାରିଶହ ଲୋକ। ତହିଁରେ ସେ ଆପଣା ସନ୍ତାନମାନଙ୍କୁ ବିଭାଗ କରି ଲେୟା ଓ ରାହେଲ ଓ ଦୁଇ ଦାସୀଙ୍କ ନିକଟରେ ସମର୍ପଣ କଲା,

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ଯାକୁବ ଅନାଇ ଦେଖିଲା, ଆଉ ଦେଖ, ଏଷୌ ଉପସ୍ଥିତ, ପୁଣି, ତାହା ସଙ୍ଗେ ଚାରିଶହ ପୁରୁଷ। ତହିଁରେ ସେ ଆପଣା ସନ୍ତାନମାନଙ୍କୁ ବିଭାଗ କରି ଲେୟା ଓ ରାହେଲ ଓ ଦୁଇ ଦାସୀଙ୍କ ନିକଟରେ ସମର୍ପଣ କଲା,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଯାକୁବ ଅନାଇ ଦେଖିଲା, ଆଉ ଦେଖ, ଏଷୌ ଉପସ୍ଥିତ, ପୁଣି, ତାହା ସଙ୍ଗେ ଚାରି ଶହ ପୁରୁଷ। ତହିଁରେ ସେ ଆପଣା ସନ୍ତାନମାନଙ୍କୁ ବିଭାଗ କରି ଲେୟା ଓ ରାହେଲ ଓ ଦୁଇ ଦାସୀଙ୍କ ନିକଟରେ ସମର୍ପଣ କଲା,

Gade chapit la Kopi




ଆଦି ପୁସ୍ତକ 33:1
5 Referans Kwoze  

ଯାକୁବ ପଲସବୁ ପୃଥକ କରି ଆପଣା ଦାସମାନଙ୍କ ହସ୍ତରେ ଏକ ପଲ ସମର୍ପଣ କରି ସେମାନଙ୍କୁ ଆଜ୍ଞା ଦେଲେ, “ତୁମ୍ଭେମାନେ ମୋର ଆଗେ ଆଗେ ଯାଅ। ପୁଣି ମଝିରେ ମଝିରେ ସ୍ଥାନ ରଖି ପ୍ରତ୍ୟେକ ପଲକୁ ପୃଥକ କର।”


ତେଣୁ ଆଜି ପର୍ଯ୍ୟନ୍ତ ଇସ୍ରାଏଲର ସନ୍ତାନମାନେ ଉପରିସ୍ଥ ସନ୍ଧିଶିରା ବା ଏ ସନ୍ଧିଶିରାର ମାଂସ ଭୋଜନ କରନ୍ତି ନାହିଁ। କାରଣ ସନ୍ଧିଶିରାରେ ଯାକୁବଙ୍କୁ ଆଘାତ ଲାଗିଥିଲା।


ଯାକୁବ, ଆଗେ ଦୁଇ ଦାସୀ ଓ ସେମାନଙ୍କର ସନ୍ତାନଗଣଙ୍କୁ ତା’ ପଛେ ଲେୟା ଓ ତା'ର ସନ୍ତାନଗଣ, ସବା ଶେଷରେ ରାହେଲ ଓ ଯୋଷେଫକୁ ରଖିଲେ।


Swiv nou:

Piblisite


Piblisite