Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 33:11 - ପବିତ୍ର ବାଇବଲ

11 ତେଣୁ ମୁଁ ବିନତି କରୁଛି ତୁମ୍ଭେ ମୋର ଉପହାର ଗ୍ରହଣ କର। ପରମେଶ୍ୱର ମୋ’ ପ୍ରତି ସଦୟ ହୋଇଛନ୍ତି। ମୋର ଆବଶ୍ୟକତାଠାରୁ ଅଧିକ ପାଇଛି।” ଯାକୁବ ଏଷୌକୁ ଉପହାରଗୁଡ଼ିକ ଗ୍ରହଣ କରିବା ପାଇଁ ପ୍ରବର୍ତ୍ତାଇଲେ। ତେଣୁ ସେ ସେଗୁଡ଼ିକୁ ଗ୍ରହଣ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଏଣୁ ନିବେଦନ କରୁଅଛି, ଆପଣଙ୍କ ନିକଟକୁ ଆନୀତ ଏହି ଆଶୀର୍ବାଦ ଗ୍ରହଣ କରନ୍ତୁ; କାରଣ ପରମେଶ୍ଵର ମୋତେ ଅନୁଗ୍ରହ କରିଅଛନ୍ତି, ପୁଣି ମୋହର ସବୁ ଅଛି। ଏହି ରୂପେ ଅତ୍ୟ; ଆଗ୍ରହ ସହିତ ପ୍ରାର୍ଥନା କରନ୍ତେ, ଏଷୌ ତାହା ଗ୍ରହଣ କଲା।

Gade chapit la Kopi

ଓଡିଆ ବାଇବେଲ

11 ଏଣୁ ନିବେଦନ କରୁଅଛି, ଆପଣଙ୍କ ନିକଟକୁ ଆନୀତ ଏହି ଆଶୀର୍ବାଦ ଗ୍ରହଣ କରନ୍ତୁ; କାରଣ ପରମେଶ୍ୱର ମୋତେ ଅନୁଗ୍ରହ କରିଅଛନ୍ତି, ପୁଣି, ମୋହର ସବୁ ଅଛି।” ଏହିରୂପେ ଅତ୍ୟନ୍ତ ଆଗ୍ରହ ସହିତ ପ୍ରାର୍ଥନା କରନ୍ତେ, ଏଷୌ ତାହା ଗ୍ରହଣ କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏଣୁ ନିବେଦନ କରୁଅଛି, ଆପଣଙ୍କ ନିକଟକୁ ଆନୀତ ଏହି ଆଶୀର୍ବାଦ ଗ୍ରହଣ କରନ୍ତୁ; କାରଣ ପରମେଶ୍ୱର ମୋତେ ଅନୁଗ୍ରହ କରିଅଛନ୍ତି, ପୁଣି, ମୋହର ସବୁ ଅଛି।” ଏହିରୂପେ ଅତ୍ୟନ୍ତ ଆଗ୍ରହ ସହିତ ପ୍ରାର୍ଥନା କରନ୍ତେ, ଏଷୌ ତାହା ଗ୍ରହଣ କଲା।

Gade chapit la Kopi




ଆଦି ପୁସ୍ତକ 33:11
21 Referans Kwoze  

ମୋରସମସ୍ତ ଆବଶ୍ୟକୀୟ ଜିନିଷ ମୋ’ ପାଖରେ ଅଛି। ଏପାଫ୍ରାଦିତଙ୍କ ଦ୍ୱାରା ତୁମ୍ଭେମାନେ ଉପହାରମାନ ପଠାଇଥିବାରୁ ମୋ’ ପାଖରେ ମୋର ଆବଶ୍ୟକତାଠାରୁ ଅଧିକ ରହିଛି। ତୁମ୍ଭର ଉପହାରଗୁଡ଼ିକ ସୁଗନ୍ଧି ବଳି ରୂପେ ପରମେଶ୍ୱରଙ୍କୁ ଅର୍ପଣ କରାଯାଇଛି।


ବର୍ତ୍ତମାନ ମୁଁ ଆଣିଥିବା ଭେଟି, ଦୟାକରି ତୁମ୍ଭର ଲୋକମାନଙ୍କୁ ଦିଅ।


ଏଥିରେ ନାମାନ୍ କହିଲେ, “ଅନୁଗ୍ରହପୂର୍ବକ ଦୁଇ ତାଳନ୍ତ ରୂପା ନିଅ।” ଆଉ ସେ ଗିହେଜୀକୁ ବହୁ ଅନୁରୋଧ କଲେ ରୂପା ନେବାକୁ। ସେ ଦୁଇ ତଳାନ୍ତ ରୂପା ରହିଥିବା ଦୁଇଟି ଥଳୀ ନେଲା ଏବଂ ଦୁଇ ଶହ ସାଜ ପୋଷାକ ନେଲା। ନାମାନ ଏସବୁ ଜିନିଷଗୁଡ଼ିକୁ ଗିହେଜୀର ଦୁଇ ଯୁବକ ସାହାଯ୍ୟକାରୀଗଣଙ୍କୁ ଦେଲା ଏବଂ ସେମାନେ ଏହିସବୁ ଗିହେଜୀ ଆଗରେ ବହନ କରି ନେଲେ।


କିନ୍ତୁ ଏଷୌ କହିଲେ, “ତୁମ୍ଭର ମୋତେ କିଛି ଉପହାର ଦେବା ଦରକାର ନାହିଁ, ଭାଇ ମୋ’ ପାଇଁ ବହୁତ ଅଛି।”


ଏହିପରି ଯାକୁବ ଅତିଶୟ ଧନୀ ହେଲେ। ଏବଂ ତାଙ୍କର ପଶୁ, ଦାସଦାସୀ, ଓଟ ଓ ଗର୍ଦ୍ଦଭ ଯଥେଷ୍ଟ ହେଲେ।


ନିଜ ଶରୀର ସାଧନା ଅନେକାଂଶରେ ତୁମ୍ଭକୁ ସାହାଯ୍ୟ କରେ। କିନ୍ତୁ ପରମେଶ୍ୱରଙ୍କ ଉପାସନା କରିବା ଦ୍ୱାରା ତାହା ସମସ୍ତ ବିଷୟରେ ତୁମ୍ଭକୁ ସାହାଯ୍ୟ କରେ। ଏହା ବର୍ତ୍ତମାନର ଜୀବନରେ ଓ ଭବିଷ୍ୟତରେ ଜୀବନରେ ମଧ୍ୟ ତୁମ୍ଭ ପାଇଁ ଆଶୀର୍ବାଦ ଆଣେ।


ଆମ୍ଭର ବହୁତ ଦୁଃଖ ଅଛି କିନ୍ତୁ ଆମ୍ଭେ ସର୍ବଦା ପ୍ରସନ୍ନ ରହୁ। ଆମ୍ଭେ ଗରିବ, କିନ୍ତୁ ଅନେକଙ୍କୁ ଧନୀ କରୁ। ଆମ୍ଭର କିଛି ନାହିଁ, କିନ୍ତୁ ଆମ୍ଭର ସବୁକିଛି ଅଛି।


ସେଥିପାଇଁ ମନୁଷ୍ୟମାନଙ୍କ ପାଇଁ ତୁମ୍ଭେମାନେ ଗର୍ବ କରିବା ଉଚିତ୍ ନୁହେଁ, କାରଣ ସମସ୍ତ ବିଷୟ ତୁମ୍ଭମାନଙ୍କର।


ମାଲିକ ଗ୍ଭକରକୁ କହିଲେ, ‘ରାଜପଥ ଓ ଗ୍ରାମପଥକୁ ଗ୍ଭଲିଯାଅ। ସେଠାରେ ଥିବା ଲୋକଙ୍କୁ ଆସିବାକୁ କୁହ। ମୁଁ ଗ୍ଭହେଁ, ମୋ’ ଘର ପୁରାପୁରି ଭରିଯାଉ।’


ତା'ପରେ ସେ ବିହ୍ୱଳ ହେବା ପର୍ଯ୍ୟନ୍ତ ତାଙ୍କୁ ସେମାନେ ପ୍ରବର୍ତ୍ତାନ୍ତେ, ସେ କହିଲେ, “ଭଲ କଥା, ଏଲିୟଙ୍କୁ ଖୋଜିବାକୁ ଲୋକ ପଠାଅ।” ସେମାନେ ଦଳେ ଭବିଷ୍ୟ‌ଦ୍‌ବକ୍ତାମାନେ ପଗ୍ଭଶ୍ ଜଣ ଲୋକଙ୍କୁ ପଠାଇଲେ। ସେମାନେ ତିନି ଦିନ ଖୋଜିଲେ, ମାତ୍ର ଏଲିୟଙ୍କୁ ପାଇଲେ ନାହିଁ।


ଦାଉଦ ସିକ୍ଳଗରେ ଉପସ୍ଥିତ ହେଲେ। ତା'ପରେ ସେ ଆଣିଥିବା ଦ୍ରବ୍ୟ ତାଙ୍କର ବନ୍ଧୁମାନଙ୍କ ନିକଟକୁ ପଠାଇଲେ ଯିହୁଦାର ନେତାଙ୍କ ନିକଟକୁ। ଦାଉଦ କହିଲେ, “ଏହିଠାରେ କିଛି ଉପହାର ଅଛି ଯାହା ସଦାପ୍ରଭୁଙ୍କ ଶତ୍ରୁମାନଙ୍କ ନିକଟରୁ ଅଣା ଯାଇଅଛି।”


ଅ‌କ୍‌ଷାର ‌‌‌କାଲେ‌ବଙ୍କୁ କହିଲେ, “ମୋତେ ଆଶୀର୍ବାଦ କର। ଆପଣ ମୋତେ ଦକ୍ଷିଣରେ ଭୂମି ଦେଇଛନ୍ତି, ଯାହାକି ଶୁଷ୍କ, ମୋତେ କିଛି ଜଳ ନିର୍ଝର ଭୂମି ଦିଅନ୍ତୁ।” ଏହା ପରେ କାଲେବ୍ ଭୂମିର ଉପରିସ୍ଥ ଓ ତଳସ୍ଥ ନିର୍ଝର ସେହି ଭୂମି ତାଙ୍କୁ ଦେଲେ।


ଅ‌କ୍‌ଷା ଉତ୍ତର ଦେଲେ, “ଆପଣ ମୋତେ ଆଶୀର୍ବାଦ କରନ୍ତୁ। କାରଣ ଆପଣ ମୋତେ ନେଗେଭର ଟାଙ୍ଗରା ଭୂମି ଦେଇଛନ୍ତି। ଦୟାକରି ଜଳ ନିର୍ଝର ମୋତେ ଦିଅନ୍ତୁ।” ତେଣୁ କାଲେବ୍ ସେ ଯାହା ଗ୍ଭହିଁଲେ ତାଙ୍କୁ ଦେଲେ। ସେ ତହିଁରେ ଉପରିସ୍ଥ ଓ ଜଳସ୍ଥ ନିର୍ଝର ଦେଲେ।


ଯାକୁବ କହିଲେ, “ନା ଭାଇ ମୁଁ ତୁମ୍ଭକୁ ଅନୁରୋଧ କରୁଛି। ଯଦି ତୁମ୍ଭେ ମୋତେ ବାସ୍ତବରେ ଗ୍ରହଣ କରୁଛ ତେବେ ମୋର ଉପହାରଗୁଡ଼ିକ ଗ୍ରହଣ କର, ଯାହା ମୁଁ ତୁମ୍ଭକୁ ଦେଇଅଛି। ମୁଁ ତୁମ୍ଭକୁ ପାଇ ବହୁତ ଖୁସୀ। ମୋତେ ପରମେଶ୍ୱରଙ୍କର ଦର୍ଶନ ପରି ଲାଗୁଛି। ଆଗ୍ରହର ସହକାରେ ତୁମ୍ଭେ ମୋତେ ଗ୍ରହଣ କରିଥିବାରୁ, ମୁଁ ଖୁସୀ।


ଏହା ପରେ ଏଷୌ କହିଲେ, “ତୁମ୍ଭେ ତୁମ୍ଭର ଯାତ୍ରା ଗ୍ଭଲୁ ରଖ। ମୁଁ ମଧ୍ୟ ତୁମ୍ଭ ସହିତ ଯିବି।”


ତେଣୁ ଯାକୁବ ଉପହାରଗୁଡ଼ିକ ଏଷୌ ନିକଟକୁ ପଠାଇ ଦେଲେ। କିନ୍ତୁ ଯାକୁବ ରାତ୍ରିରେ ସେହି ଛାଉଣିରେ ରହିଲେ।


Swiv nou:

Piblisite


Piblisite