Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 33:5 - ପବିତ୍ର ବାଇବଲ

5 ଏଷୌ, ସ୍ତ୍ରୀ ଓ ପିଲାମାନଙ୍କୁ ଦେଖିଲେ, ସେ ପଗ୍ଭରିଲେ, “ତୁମ୍ଭ ସହିତ ଏହି ଲୋକମାନେ କିଏ?” ଯାକୁବ ଉତ୍ତର ଦେଲେ, “ପରମେଶ୍ୱର ମୋତେ ଦୟା କରି ଏ ସମସ୍ତ ସନ୍ତାନ ଦେଇଛନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଏଉତ୍ତାରେ ସେ ଅନାଇ ସ୍ତ୍ରୀଗଣକୁ ଓ ବାଳକଗଣକୁ ଦେଖି ପଚାରିଲା, ତୁମ୍ଭ ସଙ୍ଗେ ଏମାନେ କିଏ? ତହିଁରେ ସେ କହିଲା, ପରମେଶ୍ଵର କୃପା କରି ଆପଣଙ୍କ ଦାସକୁ ଏହି ସମସ୍ତ ସନ୍ତାନ ଦେଇଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

5 ଏଉତ୍ତାରେ ସେ ଅନାଇ ସ୍ତ୍ରୀଗଣକୁ ଓ ବାଳକଗଣକୁ ଦେଖି ପଚାରିଲା,” ତୁମ୍ଭ ସଙ୍ଗେ ଏମାନେ କିଏ ?” ତହିଁରେ ସେ କହିଲା, “ପରମେଶ୍ୱର କୃପା କରି ଆପଣଙ୍କ ଦାସକୁ ଏହି ସମସ୍ତ ସନ୍ତାନ ଦେଇଅଛନ୍ତି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏଉତ୍ତାରେ ସେ ଅନାଇ ସ୍ତ୍ରୀଗଣକୁ ଓ ବାଳକଗଣକୁ ଦେଖି ପଚାରିଲା, “ତୁମ୍ଭ ସଙ୍ଗେ ଏମାନେ କିଏ?” ତହିଁରେ ସେ କହିଲା, “ପରମେଶ୍ୱର କୃପା କରି ଆପଣଙ୍କ ଦାସକୁ ଏହି ସମସ୍ତ ସନ୍ତାନ ଦେଇଅଛନ୍ତି।”

Gade chapit la Kopi




ଆଦି ପୁସ୍ତକ 33:5
9 Referans Kwoze  

ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଉପହାର। ଗର୍ଭାଶୟରୁ ଶିଶୁମାନେ ସଦାପ୍ରଭୁଙ୍କର ପୁରସ୍କାର ଅଟନ୍ତି।


“ଇସ୍ରାଏଲର ଲୋକମାନଙ୍କ ପାଇଁ ମୁଁ ଓ ମୋର ପିଲାମାନେ ସଙ୍କେତ ଓ ପ୍ରମାଣ। କାରଣ ସିୟୋନ ପର୍ବତ ଉପରେ ବାସ କରୁଥିବା ସଦାପ୍ରଭୁ ସର୍ବଶକ୍ତିମାନଙ୍କ ଦ୍ୱାରା ଆମ୍ଭେମାନେ ପ୍ରେରିତ ହୋଇଅଛୁ।’


ଯୋଷେଫ ଆପଣା ପିତାଙ୍କୁ କହିଲେ, “ଏମାନେ ମୋହର ପୁତ୍ର, ପରମେଶ୍ୱର ଏମାନଙ୍କୁ ଏହି ଦେଶରେ ମୋତେ ଦେଇଅଛନ୍ତି।” ତେବେ ଇସ୍ରାଏଲ କହିଲେ, “ବିନୟ କରୁଅଛି, ଏମାନଙ୍କୁ ମୋ’ ନିକଟକୁ ଆଣ। ମୁଁ ଏମାନଙ୍କୁ ଆଶୀର୍ବାଦ କରିବି।”


ସେ ଆହୁରି କହନ୍ତି: “ମୁଁ ପରମେଶ୍ୱରଙ୍କୁ ବିଶ୍ୱାସ କରିବି।” ଓ ସେ କୁହନ୍ତି: “ମୁଁ ଏହିଠାରେ ଅଛି, ଓ ପରମେଶ୍ୱରଙ୍କ ଦତ୍ତ ସନ୍ତାନଗଣ ମଧ୍ୟ ମୋ’ ସହିତ ଅଛନ୍ତି।”


ସଦାପ୍ରଭୁ ମୋତେ ଅନେକ ପୁତ୍ର ଦେଇଅଛନ୍ତି। ଆଉ ଏହି ସମସ୍ତ ପୁତ୍ରଗଣଙ୍କ ମଧ୍ୟରୁ ସଦାପ୍ରଭୁ ଶଲୋମନକୁ ସଦାପ୍ରଭୁଙ୍କ ରାଜ୍ୟର ସିଂହାସନରେ ବସିବା ପାଇଁ ଏବଂ ଇସ୍ରାଏଲରେ ଶାସନ କରିବା ପାଇଁ ମନୋନୀତ କରିଅଛନ୍ତି।


ମୁଁ ଏହି ବାଳକ ନିମନ୍ତେ ପ୍ରାର୍ଥନା କରିଥିଲି, ଆଉ ସଦାପ୍ରଭୁ ମୋତେ ମଞ୍ଜୁର କରିଛନ୍ତି।


ଏହିପରି ଭାବରେ ବୋୟାଜ ଋତକୁ ବିବାହ କଲେ। ସଦାପ୍ରଭୁ ଋତକୁ ଆଶୀର୍ବାଦ କରନ୍ତେ ସେ ଗର୍ଭବତୀ ହେଲା, ଏବଂ ସେ ଏକ ପୁତ୍ର ସନ୍ତାନ ଜନ୍ମ ଦେଲା।


ଯାକୁବ ରାହେଲ ଉପରେ କ୍ରୋଧ କଲେ। ସେ କହିଲେ, “ମୁଁ ପରମେଶ୍ୱର ନୁହେଁ। କେବଳ ପରମେଶ୍ୱର ହିଁ ତୁମ୍ଭକୁ ସନ୍ତାନ ଦେଇ ପାରିବେ।”


ଏହା ପରେ ଦୁଇଦାସୀ ଓ ତାହାର ପିଲାମାନେ ଏଷୌ ନିକଟକୁ ଗଲେ। ସେମାନେ ଏଷୌକୁ ଭୂମିଷ୍ଠ ପ୍ରଣାମ କଲେ।


Swiv nou:

Piblisite


Piblisite