Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 34:1 - ପବିତ୍ର ବାଇବଲ

1 ଲେୟା ଓ ଯାକୁବର କନ୍ୟା ଥିଲା ଦୀଣା। ଦିନେ ଦୀଣା ସେହି ସ୍ଥାନର ସ୍ତ୍ରୀଲୋକମାନଙ୍କୁ ଭେଟିବାକୁ ଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ଲେୟାଠାରୁ ଜାତ ଦୀଣା ନାମ୍ନୀ ଯାକୁବର କନ୍ୟା ସେହି ଦେଶର କନ୍ୟାମାନଙ୍କ ସଙ୍ଗେ ଦେଖା କରିବାକୁ ବାହାରକୁ ଗଲା।

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ଲେୟାଠାରୁ ଜାତ ଦୀଣା ନାମ୍ନୀ ଯାକୁବର କନ୍ୟା ସେହି ଦେଶର କନ୍ୟାମାନଙ୍କ ସଙ୍ଗେ ଦେଖା କରିବାକୁ ବାହାରକୁ ଗଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଲେୟାଠାରୁ ଜାତ ଦୀଣା ନାମ୍ନୀ ଯାକୁବର କନ୍ୟା ସେହି ଦେଶର କନ୍ୟାମାନଙ୍କ ସଙ୍ଗେ ଦେଖା କରିବାକୁ ବାହାରକୁ ଗଲା।

Gade chapit la Kopi




ଆଦି ପୁସ୍ତକ 34:1
10 Referans Kwoze  

ଏହା ପରେ ଲେୟା ଏକ କନ୍ୟା ସନ୍ତାନ ଜନ୍ମ କଲେ। ସେ ତା'ର ନାମ ଦେଲେ ଦୀଣା।


ତୁମ୍ଭେ କାହିଁକି ଆପଣା ମନ ପରିବର୍ତ୍ତନ କରିଗ୍ଭଲିଛ, ଏତେ ଅବହେଳିତ ଭାବରେ? ତୁମ୍ଭେ ଅଶୂରର ବିଷୟରେ ଯେପରି ଲଜ୍ଜିତା ହୋଇଥିଲ, ସେହିପରି ମିଶରର ବିଷୟରେ ଲଜ୍ଜିତା ହେବ।


ସେହି ଯୁବତୀ ବିଧବାମାନେ ଘରକୁ ଘର ଅଯଥାରେ ବୁଲାବୁଲି କରି ସମୟ ନଷ୍ଟ କରିବା ଶିଖନ୍ତି। ସେମାନେ ବଚସା କରିବା ଓ ଅନ୍ୟଲୋକଙ୍କ ଜୀବନ ବିଷୟରେ ଚର୍ଚ୍ଚା କରିବା ଆରମ୍ଭ କରନ୍ତି। ଅନୁଚିତ୍ କଥାଗୁଡ଼ିକ କୁହନ୍ତି।


ରୁବେନ୍, ଶିମିୟୋନ, ଲେବୀ, ଯିହୁଦା, ଇଷାଖର ଏବଂ ସବୂଲୂନ୍, ଯାକୁବ ଓ ଲେୟାଙ୍କର ସନ୍ତାନ ଥିଲେ। ଲେୟା ସେମାନଙ୍କୁ ପଦ୍ଦନ୍ ଅରାମରେ ଜନ୍ମ କରିଥିଲେ। ତାଙ୍କର ମଧ୍ୟ ଏକ କନ୍ୟା ଥିଲା। ତା'ର ନାମ ଦୀଣା। ଏହିପରି ତାଙ୍କର ପରିବାର ତେତିଶ ଜଣ ଥିଲେ।


ଲେୟା କହିଲେ, “ମୁଁ ବହୁତ ଖୁସୀ! ଯୁବତୀଗଣ ମୋତେ ଆନନ୍ଦିନି ବୋଲିବେ।” ଏଣୁ ସେ ତା'ର ନାମ ଆଶେର ଦେଲେ।


ଏଷୌ ଏହା ଜାଣିଲେ ଯେ ତାଙ୍କର ପିତା ଇ‌ସ୍‌ହାକ ଯାକୁବକୁ ଆଶୀର୍ବାଦ ଦେଲେ। ଏବଂ ଏଷୌ ଜାଣିଲେ ଯେ, ଇ‌ସ୍‌ହାକ ଯାକୁବକୁ ସ୍ତ୍ରୀ ଖୋଜିବା ପାଇଁ ପଦ୍ଦନ୍ ଅରାମକୁ ପଠାଇଛନ୍ତି। ଏଷୌ ଜାଣିଲେ ଯେ, ଯାକୁବକୁ କିଣାନ ଦେଶର କନ୍ୟାକୁ ବିବାହ ନ ହେବା ପାଇଁ, ତାଙ୍କର ପିତା ନିର୍ଦ୍ଦେଶ ଦେଇଛନ୍ତି।


ଏହା ପରେ ରିବିକା ଇ‌ସ୍‌ହାକଙ୍କୁ କହିଲେ, “ତୁମ୍ଭର ପୁତ୍ର ଏଷୌ ହିତ୍ତୀୟ କନ୍ୟାକୁ ବିବାହ କଲା, ଏହା ମୋର ପ୍ରାଣକୁ କଷ୍ଟ ଦେଉଅଛି। କାରଣ ସେମାନେ ଆମ୍ଭର ଲୋକ ନୁହନ୍ତି। ଯଦି ଯାକୁବ ଏହି ଦେଶର କନ୍ୟାକୁ ବିବାହ କରେ ତେବେ ମୁଁ ମରିଯିବି।”


ଏହା ପରେ ଏଷୌ ଗ୍ଭଳିଶ୍ ବର୍ଷ ବୟସରେ ହିତ୍ତୀୟ ବେରିର ଯିହୁଦୀତ୍ ନାମ୍ନୀ କନ୍ୟାକୁ ଓ ହିତ୍ତୀୟ ଏଲୋନର ବାସମତ୍ ନାମ୍ନୀ କନ୍ୟାକୁ ବିବାହ କଲେ।


ସେମାନେ ଯୁବତୀମାନଙ୍କୁ ଶିଖାଇ ପାରିବେ ଯେ ସେମାନେ ଜ୍ଞାନୀ ଓ ପବିତ୍ର ହୁଅନ୍ତୁ, ନିଜ ଘରର ଯତ୍ନ ନିଅନ୍ତୁ, ଦୟାଳୁ ହୁଅନ୍ତୁ ଏବଂ ନିଜ ସ୍ୱାମୀଙ୍କର ଆଜ୍ଞାକାରିଣୀ ହୁଅନ୍ତୁ। ତା'ହେଲେ କୌଣସି ଲୋକ ଆମ୍ଭକୁ ଦିଆଯାଇଥିବା ପରମେଶ୍ୱରଙ୍କ ଶିକ୍ଷାର ସମାଲୋଚନା କରି ପାରିବ ନାହିଁ।


ପୁଣି ଯାକୁବ ସେଠାରେ ପରମେଶ୍ୱରଙ୍କର ଉପାସନା ପାଇଁ ଏକ ଯଜ୍ଞବେଦି ସ୍ଥାପନ କଲେ। ଯାକୁବ ସେହି ସ୍ଥାନର ନାମ ଦେଲେ, “ଏଲ ଇସ୍ରାଏଲର ପରମେଶ୍ୱର।”


Swiv nou:

Piblisite


Piblisite