Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 34:11 - ପବିତ୍ର ବାଇବଲ

11 ଶିଖିମ ମଧ୍ୟ ଯାକୁବ ଓ ତାଙ୍କର ଭାଇମାନଙ୍କ ସହିତ କଥା ହେଲା। ଶିଖିମ କହିଲା, “ଦୟାକରି ମୋତେ ଗ୍ରହଣ କର। ତୁମ୍ଭେ ଯାହା କହିବ ମୁଁ ତାହା କରିବାକୁ ପ୍ରସ୍ତୁତ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପୁଣି ଶିଖିମ ଦୀଣାର ପିତାକୁ ଓ ଭ୍ରାତୃଗଣକୁ କହିଲା, ମୋʼ ପ୍ରତି ତୁମ୍ଭମାନଙ୍କର ଅନୁଗ୍ରହ ଦୃଷ୍ଟି ହେଉ, ତହିଁରେ ଯାହା କହିବ, ତାହା ମୁଁ ଦେବି।

Gade chapit la Kopi

ଓଡିଆ ବାଇବେଲ

11 ପୁଣି, ଶିଖିମ ଦୀଣାର ପିତାକୁ ଓ ଭ୍ରାତୃଗଣକୁ କହିଲା, “ମୋ’ ପ୍ରତି ତୁମ୍ଭମାନଙ୍କର ଅନୁଗ୍ରହ ଦୃଷ୍ଟି ହେଉ, ତହିଁରେ ଯାହା କହିବ, ତାହା ମୁଁ ଦେବି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି, ଶିଖିମ ଦୀଣାର ପିତାକୁ ଓ ଭ୍ରାତୃଗଣକୁ କହିଲା, “ମୋʼ ପ୍ରତି ତୁମ୍ଭମାନଙ୍କର ଅନୁଗ୍ରହ ଦୃଷ୍ଟି ହେଉ, ତହିଁରେ ଯାହା କହିବ, ତାହା ମୁଁ ଦେବି।

Gade chapit la Kopi




ଆଦି ପୁସ୍ତକ 34:11
5 Referans Kwoze  

ତେଣୁ ଏଷୌ କହିଲେ, “ତୁମ୍ଭର ସାହାଯ୍ୟ ପାଇଁ ମୁଁ ମୋର କିଛି ଲୋକଙ୍କୁ ଛାଡ଼ି ଯାଉଛି।” କିନ୍ତୁ ଯାକୁବ କହିଲେ, “ଏହା ତୁମ୍ଭର ଦୟା ହେବ। କିନ୍ତୁ ଏସବୁ କରିବାର କିଛି ଆବଶ୍ୟକ ନାହିଁ।” ମାତ୍ର ପ୍ରଭୁଙ୍କର ଆନୁଗ୍ରହ ଥାଉ।


ଅବ୍ରହାମ କହିଲେ, “ମହାଶୟଗଣ, ଯଦି ତୁମ୍ଭେମାନେ ମୋ’ ଉପରେ ସନ୍ତୁଷ୍ଟ, ଦୟାକରି ତୁମ୍ଭର ଦାସ ନିକଟରେ କିଛି କ୍ଷଣ ରୁହ।


ତୁମ୍ଭେମାନେ ଆମ୍ଭମାନଙ୍କ ସହିତ ଏହି ଦେଶରେ ବାସ କରିବ, ବାଣିଜ୍ୟ କରିବ ଓ ଭୂମି ଗ୍ରହଣ କରି ପାରିବ।”


ମୁଁ ତୁମ୍ଭକୁ ସବୁକିଛି ଉପହାର ଦେବି ଏବଂ ସବୁ ଟଙ୍କା ଦେବି, ଯାହା ତୁମ୍ଭେ ମାଗୁଛ। ମାତ୍ର ଏହି କନ୍ୟାକୁ ମୋତେ ବିବାହ ଦିଅ।”


ଦୂତଗଣ ଯାକୁବଙ୍କ ପାଖକୁ ଯାଇ କହିଲେ, “ଆମ୍ଭେ ତୁମ୍ଭର ଭାଇ ଏଷୌ ନିକଟକୁ ଗଲୁ। ସେ ତୁମ୍ଭକୁ ଭେଟିବାକୁ ଆସୁଛନ୍ତି ଓ ତାଙ୍କ ସହିତ 400 ଲୋକ ଅଛନ୍ତି।”


Swiv nou:

Piblisite


Piblisite