ଆଦି ପୁସ୍ତକ 34:4 - ପବିତ୍ର ବାଇବଲ4 ଶିଖିମ ତା'ର ପିତା ହମୋରକୁ କହିଲା, “ଦୟାକରି ଏହି ଝିଅ ସହିତ ମୋର ବିବାହର ବନ୍ଦୋବସ୍ତ କର।” Gade chapit laପବିତ୍ର ବାଇବଲ (Re-edited) - (BSI)4 ଅନନ୍ତର ଶିଖିମ ଆପଣା ପିତା ହମୋରକୁ କହିଲା, ତୁମ୍ଭେ ଏହି ଯୁବତୀ ସଙ୍ଗେ ମୋତେ ବିବାହ କରି ଦିଅ। Gade chapit laଓଡିଆ ବାଇବେଲ4 ଏଥିଉତ୍ତାରେ ଶିଖିମ ଆପଣା ପିତା ହମୋରକୁ କହିଲା, “ତୁମ୍ଭେ ଏହି ଯୁବତୀ ସଙ୍ଗେ ମୋତେ ବିବାହ କରି ଦିଅ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଥିଉତ୍ତାରେ ଶିଖିମ ଆପଣା ପିତା ହମୋରକୁ କହିଲା, “ତୁମ୍ଭେ ଏହି ଯୁବତୀ ସଙ୍ଗେ ମୋତେ ବିବାହ କରିଦିଅ।” Gade chapit la |