ଆଦି ପୁସ୍ତକ 34:5 - ପବିତ୍ର ବାଇବଲ5 ଯାକୁବ ଜାଣିବାକୁ ପାଇଲେ ଯେ, ସେହି ଯୁବକ ଦୀଣା ଉପରେ ଅପମାନ ଆଣିଛି। କିନ୍ତୁ ଯାକୁବର ସମସ୍ତ ପୁଅମାନେ କ୍ଷେତ୍ରରେ ପଶୁପଲଙ୍କ ସହିତ ଥିଲେ। ସେ କିଛି କଲେ ନାହିଁ, ତାଙ୍କର ପୁତ୍ରମାନେ ଫେରିବା ପର୍ଯ୍ୟନ୍ତ ଅପେକ୍ଷା କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)5 ଏଥିଉତ୍ତାରେ ଯାକୁବ ଆପଣାର କନ୍ୟା ଦୀଣାକୁ ଶିଖିମ ଭ୍ରଷ୍ଟା କରିଥିବାର କଥା ଶୁଣିଲା; ସେହି ସମୟରେ ତାହାର ପୁତ୍ରମାନେ କ୍ଷେତ୍ରରେ ପଶୁପଲ ସଙ୍ଗରେ ଥିବାରୁ ଯାକୁବ ସେମାନଙ୍କ ଆସିବା ଯାଏ ତୁନି ହୋଇ ରହିଲା। Gade chapit laଓଡିଆ ବାଇବେଲ5 ଏଥିଉତ୍ତାରେ ଯାକୁବ ଆପଣାର କନ୍ୟା ଦୀଣାକୁ ଶିଖିମ ଭ୍ରଷ୍ଟା କରିଥିବାର କଥା ଶୁଣିଲା; ସେହି ସମୟରେ ତାହାର ପୁତ୍ରମାନେ କ୍ଷେତ୍ରରେ ପଶୁପଲ ସଙ୍ଗରେ ଥିବାରୁ ଯାକୁବ ସେମାନଙ୍କ ଆସିବା ପର୍ଯ୍ୟନ୍ତ ତୁନି ହୋଇ ରହିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏଥିଉତ୍ତାରେ ଯାକୁବ ଆପଣାର କନ୍ୟା ଦୀଣାକୁ ଶିଖିମ ଭ୍ରଷ୍ଟା କରିଥିବାର କଥା ଶୁଣିଲା; ସେହି ସମୟରେ ତାହାର ପୁତ୍ରମାନେ କ୍ଷେତ୍ରରେ ପଶୁପଲ ସଙ୍ଗରେ ଥିବାରୁ ଯାକୁବ ସେମାନଙ୍କ ଆସିବା ପର୍ଯ୍ୟନ୍ତ ତୁନି ହୋଇ ରହିଲା। Gade chapit la |
କିନ୍ତୁ କେତେ ଖଳ ବ୍ୟକ୍ତି କହିଲେ, “କେମିତି ଏ ଲୋକ ଆମକୁ ରକ୍ଷା କରିବ?” ସେମାନେ ଶାଉଲଙ୍କ ବିରୁଦ୍ଧରେ ଖରାପ କଥା କହିଲେ ଏବଂ ତାଙ୍କ ନିକଟକୁ ଉପହାର ଆଣିବା ପାଇଁ ବାରଣ କଲେ। କିନ୍ତୁ ଶାଉଲ ନୀରବ ରହିଲେ। ଅମ୍ମୋନୀୟକ ରାଜା ନାହଶ୍ ଗାଥ୍ ଓ ରୁବେନ୍ ଗୋଷ୍ଠୀଙ୍କ ଉପରେ ଆକ୍ରମଣ ଚଲାଉ ଥିଲେ। ନାହଶ୍ ସେମାନଙ୍କ ଦକ୍ଷିଣ ଚକ୍ଷୁ ଉପାଡ଼ି ଦେଉଥିଲେ। ଯର୍ଦ୍ଦନ ନଦୀର ପୂର୍ବ ଅବବାହିକାରେ ବାସ କରୁଥିବା ଇସ୍ରାଏଲୀୟମାନଙ୍କୁ ମଧ୍ୟ ସେ ନାଲି ଆଖି ଦେଖାଇ ରଖିଥିଲେ। ସେଥିପାଇଁ 7,000 ଇସ୍ରାଏଲୀୟ ଅମ୍ମୋନୀୟଠାରୁ ବାହାରି ଆସି ଯାବେଶ୍ ଗିଲିୟଦରେ ଅବସ୍ଥାନ କଲେ।