ଆଦି ପୁସ୍ତକ 34:6 - ପବିତ୍ର ବାଇବଲ6 ସେହି ସମୟରେ, ଶିଖିମର ପିତା ହମୋର ଯାକୁବ ସହିତ କଥା ହେବାକୁ ବାହାରି ଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)6 ଏଥିମଧ୍ୟରେ ଶିଖିମର ପିତା ହମୋର ଯାକୁବ ସହିତ କଥାବାର୍ତ୍ତା କରିବାକୁ ଗଲା। Gade chapit laଓଡିଆ ବାଇବେଲ6 ଏଥିମଧ୍ୟରେ ଶିଖିମର ପିତା ହମୋର ଯାକୁବ ସହିତ କଥାବାର୍ତ୍ତା କରିବାକୁ ଗଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଥିମଧ୍ୟରେ ଶିଖିମର ପିତା ହମୋର ଯାକୁବ ସହିତ କଥାବାର୍ତ୍ତା କରିବାକୁ ଗଲା। Gade chapit la |
ଏଥିରେ ଏବଦର ପୁତ୍ର ଗାଲ୍ କହିଲା, “ଆମ୍ଭେ ହେଉଛୁ ଶିଖିମ ନିବାସୀ, ଆମ୍ଭେ କାହିଁକି ଅବୀମେଲକକୁ ମାନିବୁ? ସେ କିଏ? ଆମେ କାହିଁକି ତାକୁ ମାନିବା? ଏହା ସତ୍ୟ ଅବୀମେଲକ୍ ହେଇଛି ଯିରୁବ୍ବାଲ୍ର ପୁତ୍ର, ନୁହେଁ କି? ଏବଂ ଅବୀମେଲକ୍ ସବୂଲକୁ ତା'ର ଅଧିକାରୀ କଲା, ନୁହେଁ କି? ଆମ୍ଭେ ଶିଖିମର ପିତା ହମୋରର ଲୋକମାନଙ୍କର ସେବା କରିବା ଉଚିତ୍। କିନ୍ତୁ ଆମ୍ଭେ କାହିଁକି ଅବୀମେଲକର ସେବା କରିବୁ?