Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 36:2 - ପବିତ୍ର ବାଇବଲ

2 ଏଷୌ କିଣାନୀୟମାନଙ୍କର ଦୁଇ କନ୍ୟାକୁ ବିବାହ କରିଥିଲେ। ସେମାନେ ହେଲେ ହିତ୍ତୀୟ ଏଲୋନର କନ୍ୟା ଆଦାକୁ ଓ ଅନାର କନ୍ୟା ହିଦ୍ଦୀୟ ସିବିୟୋନର ପୌତ୍ରୀ ଅହଲୀବାମାକୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଏଷୌ କିଣାନୀୟମାନଙ୍କର ଦୁଇ କନ୍ୟାକୁ, ଅର୍ଥାତ୍, ହିତ୍ତୀୟ ଏଲୋନର କନ୍ୟା ଆଦାକୁ ଓ ଅନାର କନ୍ୟା ହିବ୍ବୀୟ ସିବୀୟୋନର ପୌତ୍ରୀ ଅହଲୀବାମାକୁ,

Gade chapit la Kopi

ଓଡିଆ ବାଇବେଲ

2 ଏଷୌ କିଣାନୀୟମାନଙ୍କର ଦୁଇ କନ୍ୟାକୁ, ଅର୍ଥାତ୍‍, ହିତ୍ତୀୟ ଏଲୋନର କନ୍ୟା ଆଦାକୁ ଓ ଅନାର କନ୍ୟା ହିବ୍ବୀୟ ସିବୀୟୋନ୍‍ର ପୌତ୍ରୀ ଅହଲୀବାମାକୁ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଏଷୌ କିଣାନୀୟମାନଙ୍କର ଦୁଇ କନ୍ୟାକୁ, ଅର୍ଥାତ୍‍, ହିତ୍ତୀୟ ଏଲୋନ୍‍ର କନ୍ୟା ଆଦାକୁ ଓ ଅନାର କନ୍ୟା ହିବ୍ବୀୟ ସିବୀୟୋନ୍‍ର ପୌତ୍ରୀ ଅହଲୀବାମାକୁ,

Gade chapit la Kopi




ଆଦି ପୁସ୍ତକ 36:2
8 Referans Kwoze  

ଅନାର ପୁତ୍ର ଦିଶୋନ୍ ଓ ଅହଲୀବାମା ନାମ୍ନୀ ଜଣେ କନ୍ୟା ଥିଲେ।


ଏଷୌର ଦୁଇଟି କିଣାନୀୟ ସ୍ତ୍ରୀ ଥିଲେ। କିନ୍ତୁ ଏହା ପରେ ସେ ଇଶ୍ମାଏଲକୁ ଗଲେ ଓ ଆଉ ଏକ ସ୍ତ୍ରୀକୁ ବିବାହ କଲେ ସେ ଇଶ୍ମାଏଲର କନ୍ୟା ମହଲ‌‌‌‌‌ତ୍‌‌‌‌‌କୁ ବିବାହ କଲେ। ଇଶ୍ମାଏଲ ଅବ୍ରହାମଙ୍କର ପୁତ୍ର। ମହଲତ୍ ନବାୟୋତର ଭଉଣୀ।


ଏହା ପରେ ରିବିକା ଇ‌ସ୍‌ହାକଙ୍କୁ କହିଲେ, “ତୁମ୍ଭର ପୁତ୍ର ଏଷୌ ହିତ୍ତୀୟ କନ୍ୟାକୁ ବିବାହ କଲା, ଏହା ମୋର ପ୍ରାଣକୁ କଷ୍ଟ ଦେଉଅଛି। କାରଣ ସେମାନେ ଆମ୍ଭର ଲୋକ ନୁହନ୍ତି। ଯଦି ଯାକୁବ ଏହି ଦେଶର କନ୍ୟାକୁ ବିବାହ କରେ ତେବେ ମୁଁ ମରିଯିବି।”


ତେଣୁ ନୋହ କହିଲେ, “କିଣାନ ଶାପଗ୍ରସ୍ତ ହେଉ! ସେ ଆପଣା ଭାତୃଗଣର ଦାସାନୁଦାସ ହେବ।”


ନବାୟୋତର ଭଉଣୀ, ଇଶ୍ମାଏଲଙ୍କ କନ୍ୟା ବାସମତକୁ ବିବାହ କରିଥିଲେ।


ସିବିୟୋନର ପୌତ୍ରୀ ଅନାର କନ୍ୟା ଯେ ଅହଲୀବାମା, ଏଷୌର ସ୍ତ୍ରୀ ଥିଲା। ତାହାର ସନ୍ତାନ ଯିୟୁଶ୍, ଯାଲମ୍ ଓ କୋରହ।


ସିବିୟୋନଙ୍କର ଦୁଇଜଣ ପୁତ୍ର ଥିଲେ, ଅୟା ଓ ଅନା। ଅନା ନିଜର ପିତା ସିବିୟୋନଙ୍କର ଗଧ ଚରାଇବା ସମୟରେ ପ୍ରାନ୍ତରରେ ଉଷ୍ଣ ଜଳର ଝର ଆବିଷ୍କାର କରିଥିଲେ।


Swiv nou:

Piblisite


Piblisite