Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 38:1 - ପବିତ୍ର ବାଇବଲ

1 ସେହି ସମୟରେ ଯିହୁଦା ତା'ର ଭାଇମାନଙ୍କୁ ଛାଡ଼ି ହୀରା ନାମକ ଏକ ଅଦୁଲ୍ଲମୀୟ ସହିତ ରିହବାକୁ ଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ସେହି ସମୟରେ ଯିହୁଦା ଆପଣା ଭ୍ରାତୃଗଣ ନିକଟରୁ ଅଦୁଲ୍ଲମୀୟ ହୀରା ନାମକ ଜଣେ ଲୋକ ନିକଟକୁ ଗଲା।

Gade chapit la Kopi

ଓଡିଆ ବାଇବେଲ

1 ସେହି ସମୟରେ ଯିହୁଦା ଆପଣା ଭ୍ରାତୃଗଣ ନିକଟରୁ ଅଦୁଲ୍ଲମୀୟ ହୀରା ନାମକ ଜଣେ ଲୋକ ନିକଟକୁ ଗଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ସେହି ସମୟରେ ଯିହୁଦା ଆପଣା ଭ୍ରାତୃଗଣ ନିକଟରୁ ଅଦୁଲ୍ଲମୀୟ ହୀରା ନାମକ ଜଣେ ଲୋକ ନିକଟକୁ ଗଲା।

Gade chapit la Kopi




ଆଦି ପୁସ୍ତକ 38:1
12 Referans Kwoze  

ଏକଦା ଇଲୀଶାୟ ଶୁନେମକୁ ଗଲେ। ସେଠାରେ ଏକ ମହତ୍ତ୍ୱପୂର୍ଣ୍ଣ ଧନୀ ସ୍ତ୍ରୀଲୋକ ତାଙ୍କୁ ଅନ୍ନ ଭୋଜନ ଦେବାକୁ ବଳାଇଲା। ଏହା ପରେ ଇଲୀଶାୟ ଯେତେଥର ସେହି ବାଟ ଦେଇ ଗଲେ ସେତେଥର ସେଠାରେ ଅନ୍ନ ଭୋଜନ କଲେ।


ଦାଉଦ ଗାଥ୍ ପରିତ୍ୟାଗ କଲେ। ସେ ସେଠାରୁ ଅଦୁଲ୍ଲମ ଗୁମ୍ଫାକୁ ପଳାଇଲେ। ଦାଉଦର ଭାଇମାନେ ଓ ସମ୍ପର୍କୀୟମାନେ ମଧ୍ୟ ଜାଣିଲେ ଯେ ସେ ଅଦୁଲ୍ଲମରେ ଅଛନ୍ତି। ସେମାନେ ସେଠାକୁ ଦାଉଦକୁ ଦେଖା କରିବାକୁ ଗଲେ।


ହେ ମାରେଶା ନିବାସୀ, ତୁମ୍ଭମାନଙ୍କ ବିରୁଦ୍ଧରେ ଏକ ବ୍ୟକ୍ତିକୁ ଆଣିବି, ଯିଏ କି ତୁମ୍ଭମାନଙ୍କର ସମସ୍ତ ଅଧିକାର କରିବ। ଇସ୍ରାଏଲର ଗୌରବ ଅଦୁଲ୍ଲମକୁ ଆସିବ।


ଜ୍ଞାନୀର ସଙ୍ଗୀ ହୁଅ, ତହିଁରେ ତୁମ୍ଭେ ଜ୍ଞାନୀ ହେବ। ମାତ୍ର ମୂର୍ଖମାନଙ୍କର ସଙ୍ଗୀ କଷ୍ଟଦାୟକ।


ଯର୍ମୂତ୍, ଅଦୁଲ୍ଲମ୍, ସୋଖୋ, ଅସେକା,


ଅବୋଧ ଲୋକମାନଙ୍କର ସାଙ୍ଗ ପରିତ୍ୟାଗ କରି ତୁମ୍ଭେ ଜୀବନ ରକ୍ଷା କର। ସୁବିବେଚନାର ପଥରେ ଗ୍ଭଲ।”


ତା'ପରେ ରାଜାଙ୍କର ବିଶେଷ ଦଳର ତିନି ଜଣ ଲୋକ ଶସ୍ୟଅମଳ ସମୟରେ ଗଲେ ଓ ଅଦୁଲ୍ଲମ ଦାଉଦଙ୍କ ନିକଟକୁ ଗଲେ। ସେତେବେଳେ ପଲେଷ୍ଟୀୟମାନଙ୍କ ସୈନ୍ୟ ରଫାୟୀମ ତଳ ଭୂମିରେ ଛାଉଣି ସ୍ଥାପନ କରିଥିଲେ।


ଯାୟେଲ ଦେଖିଲେ ସୀଷରା ତାଙ୍କ ଆଡ଼କୁ ଦୌଡ଼ି ଆସୁଛନ୍ତି। ତେଣୁ ସେ ବାହାରକୁ ଆସି ତାଙ୍କୁ ଦେଖା କଲେ। ଯାୟେଲ ସୀଷରାକୁ କହିଲେ, “ମହାଶୟ, ମୋର ତମ୍ବୁକୁ ଆସନ୍ତୁ, ଭୟ କରନ୍ତୁ ନାହିଁ।” ତେଣୁ ସେ ତମ୍ବୁ ଭିତରକୁ ଯିବା ମାତ୍ରେ ତାଙ୍କୁ ଯାୟେଲ ଏକ କମ୍ବଳ ଘୋଡ଼ାଇ ଦେଲେ।


ଲି‌‌ବ୍‌‌ନାର ରାଜା 1 ଅଦୁଲ୍ଲମର ରାଜା 1


ଅନେକ ସମୟ ପରେ ଶୂୟର କନ୍ୟା, ଯିହୁଦାର ସ୍ତ୍ରୀ ମୃତ୍ୟୁବରଣ କଲା। ଯେତେବେଳେ ଶୋକ ସମୟ ଅତିକ୍ରାନ୍ତ ହେଲା, ଯିହୁଦା ମେଷମାନଙ୍କ ବାଳ କାଟିବା ପାଇଁ ତା'ର ବନ୍ଧୁ ହୀରା ସହିତ ଗଲା।


ଏହା ପରେ ଯିହୁଦା ସେହି ସ୍ତ୍ରୀଠାରୁ ବନ୍ଧକ ଦ୍ରବ୍ୟ ନେବା ପାଇଁ ଆପଣା ଅଦୁଲ୍ଲମୀୟ ବନ୍ଧୁ ଦ୍ୱାରା ଛେଳିଛୁଆ ଦେଇ ପଠାଇଲା। ମାତ୍ର ସେ ତା'ର ଦେଖା ପାଇଲା ନାହିଁ।


Swiv nou:

Piblisite


Piblisite