Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 39:11 - ପବିତ୍ର ବାଇବଲ

11 ଦିନେ ଯୋଷେଫ ଘରକୁ ତାଙ୍କର କିଛି କାର୍ଯ୍ୟ କରିବାକୁ ଗଲେ। ସେହି ସମୟରେ ସେ ଏକା ସେହି ଘରେ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଅନନ୍ତର ଦିନକରେ ଯୋଷେଫ ନିଜ କାର୍ଯ୍ୟ ନିମନ୍ତେ ଗୃହ ଭିତରକୁ ଗଲେ, ପୁଣି ଗୃହର ଦାସ ମଧ୍ୟରୁ କେହି ସେଠାରେ ନ ଥିଲା।

Gade chapit la Kopi

ଓଡିଆ ବାଇବେଲ

11 ଏଥିଉତ୍ତାରେ ଦିନକରେ ଯୋଷେଫ ନିଜ କାର୍ଯ୍ୟ ନିମନ୍ତେ ଗୃହ ଭିତରକୁ ଗଲେ, ପୁଣି, ଗୃହର ଦାସ ମଧ୍ୟରୁ କେହି ସେଠାରେ ନ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏଥିଉତ୍ତାରେ ଦିନକରେ ଯୋଷେଫ ନିଜ କାର୍ଯ୍ୟ ନିମନ୍ତେ ଗୃହ ଭିତରକୁ ଗଲେ, ପୁଣି, ଗୃହର ଦାସ ମଧ୍ୟରୁ କେହି ସେଠାରେ ନ ଥିଲା।

Gade chapit la Kopi




ଆଦି ପୁସ୍ତକ 39:11
8 Referans Kwoze  

ଅନ୍ଧକାରରେ ଯେ ଲୋକେ ଯେଉଁ ଗୁପ୍ତ କର୍ମ ସବୁ କରନ୍ତି, ସେଗୁଡ଼ିକ କହିବା ପାଇଁ ମଧ୍ୟ ଲଜ୍ଜା ଲାଗେ।


ତୁମ୍ଭ ଭିତରେ କୌଣସି ଯୌନ-ପାପ, କୌଣସି ପ୍ରକାର ମନ୍ଦ କାମ, ଏବଂ ଲୋଭ ଆଦୌ ନ ରହୁ। କାରଣ ଏଗୁଡ଼ିକ ପରମେଶ୍ୱରଙ୍କ ପବିତ୍ର ଲୋକମାନଙ୍କ ନିମନ୍ତେ ଉପଯୁକ୍ତ ନୁହେଁ।


ତା'ପରେ ଆମ୍ଭେ ତୁମ୍ଭ ନିକଟକୁ ଆସିବା ଓ ଉଚିତ୍ ବିଗ୍ଭର କରିବା। ଆମ୍ଭେ ଅତି ଶୀଘ୍ର ସାକ୍ଷ୍ୟ ଦେବା ସେମାନଙ୍କ ବିରୁଦ୍ଧରେ, ଯେଉଁମାନେ ମାୟାବୀ, ବ୍ୟଭିଗ୍ଭରୀ, ମିଥ୍ୟାବାଦୀ ଏବଂ ଯେଉଁମାନେ କାମ କରିବା ଲୋକଙ୍କୁ ଠକନ୍ତି। ଯେଉଁମାନେ ବିଧବା ଓ ଅନାଥମାନଙ୍କୁ ଅତ୍ୟାଗ୍ଭର କରନ୍ତି, ବିଦେଶୀମାନଙ୍କୁ ତଡ଼ି ଦିଅନ୍ତି। ସେହିପରି ଲୋକମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି ନାହିଁ।” ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହିଥିଲେ।


ସଦାପ୍ରଭୁ କହନ୍ତି, କୌଣସି ବ୍ୟକ୍ତି ଆମ୍ଭଠାରୁ ନିଜକୁ ଗୋପନୀୟ କରି ରହିପାରିବ ନାହିଁ। କାରଣ ଆମ୍ଭେ ସ୍ୱର୍ଗ ଓ ମର୍ତ୍ତ୍ୟ ସବୁଠାରେ ବ୍ୟାପି ରହିଅଛୁ।”


କିନ୍ତୁ ସେ କହେ, “ଯଦି ତୁମ୍ଭେ ଜଳ ଗ୍ଭେରି କର ତାହା ତୁମ୍ଭ ନିଜ ଜଳଠାରୁ ମଧୁର। ଯଦି ତୁମ୍ଭେ ରୋଟୀ ଗ୍ଭେରି କର, ତାହା ତୁମ୍ଭ ନିଜ ଦ୍ୱାରା ପ୍ରସ୍ତୁତ ରୋଟୀଠାରୁ ସ୍ୱାଦିଷ୍ଟ।”


ଯେଉଁ ମନୁଷ୍ୟ ବ୍ୟଭିଗ୍ଭର କରେ ରାତି ହେବାକୁ ଅପେକ୍ଷା କରେ। ସେ ଭାବେ, ‘କେହି ତାକୁ ଦେଖି ପାରିବେ ନାହିଁ।’ ତଥାପି ସେ ତା'ର ମୁଖକୁ ଘୋଡ଼ାଇଥାଏ।


ସେହି ସ୍ତ୍ରୀଲୋକଟି ସର୍ବଦା ତାହାଙ୍କ ସହିତ କଥା ହୁଏ। କିନ୍ତୁ ସେ ତାଙ୍କ ସହ ଶୟନ କରିବା ପାଇଁ ସର୍ବଦା ମନା କରନ୍ତି।


ତାଙ୍କର ମୁନିବଙ୍କର ସ୍ତ୍ରୀ ତାଙ୍କର ବସ୍ତ୍ରକୁ ଧରି ଟାଣି କହିଲା, “ମୋ’ ପାଖରେ ଶୟନ କର।” କିନ୍ତୁ ଯୋଷେଫ ସେ ଘରୁ ଖସି ଦୌଡ଼ି ପଳାଇ ଆସିଲେ କିନ୍ତୁ ତା'ର ହାତରେ ତାଙ୍କର ବସ୍ତ୍ର ରହିଗଲା।


Swiv nou:

Piblisite


Piblisite