Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 39:15 - ପବିତ୍ର ବାଇବଲ

15 ମୋର ବଡ଼ ପାଟିରେ ଡାକିବାର ଶୁଣି ସେ ତା'ର ବସ୍ତ୍ର ମୋ’ ପାଖରେ ଛାଡ଼ି ଦୌଡ଼ି ପଳାଇ ଗଲା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ମୋହର ବଡ଼ ପାଟି କରି ଡାକିବାର ଶୁଣି ସେ ଆପଣା ବସ୍ତ୍ର ମୋʼ ନିକଟରେ ପକାଇ ଦେଇ ବାହାରକୁ ପଳାଇଗଲା।

Gade chapit la Kopi

ଓଡିଆ ବାଇବେଲ

15 ମୋହର ବଡ଼ ପାଟି କରି ଡାକିବାର ଶୁଣି ସେ ଆପଣା ବସ୍ତ୍ର ମୋ’ ନିକଟରେ ପକାଇ ଦେଇ ବାହାରକୁ ପଳାଇଗଲା।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ମୋହର ବଡ଼ ପାଟି କରି ଡାକିବାର ଶୁଣି ସେ ଆପଣା ବସ୍ତ୍ର ମୋʼ ନିକଟରେ ପକାଇଦେଇ ବାହାରକୁ ପଳାଇଗଲା।”

Gade chapit la Kopi




ଆଦି ପୁସ୍ତକ 39:15
3 Referans Kwoze  

ସେ ଗୃହର ବାହାର ଲୋକମାନଙ୍କୁ ଡାକି କହିଲା, “ଦେଖ, ସେ ଆମ୍ଭମାନଙ୍କ ସଙ୍ଗରେ ପରିହାସ କରିବା ନିମନ୍ତେ ଜଣେ ଏବ୍ରୀୟକୁ ଆଣିଛନ୍ତି। ସେ ଭିତରକୁ ପଶି ମୋ’ ସହିତ ଶୟନ କରିବାକୁ କହିଲା। ମୁଁ ବଡ଼ ପାଟିରେ ଡାକ ପକାଇଲି।


ଏହା ପରେ ସେ ସେହି ବସ୍ତ୍ର ତା'ର ସ୍ୱାମୀ ଆସିବା ପର୍ଯ୍ୟନ୍ତ ତା’ ପାଖରେ ରଖିଲା।


କେହି ଆମ୍ଭର ଦୋଷକୁ ଆବିଷ୍କାର କରିବେ ନାହିଁ। ଆମ୍ଭମାନଙ୍କର ସମ୍ପୂର୍ଣ୍ଣ ଯୋଜନା ଅଛି।” ଲୋକମାନେ ବହୁତ କୁଟିଳ ଏବଂ ବୁଝିବା ବହୁତ କଷ୍ଟ।


Swiv nou:

Piblisite


Piblisite