Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 39:16 - ପବିତ୍ର ବାଇବଲ

16 ଏହା ପରେ ସେ ସେହି ବସ୍ତ୍ର ତା'ର ସ୍ୱାମୀ ଆସିବା ପର୍ଯ୍ୟନ୍ତ ତା’ ପାଖରେ ରଖିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ପୁଣି ସେ ସ୍ତ୍ରୀ ତାହାର କର୍ତ୍ତାର ଗୃହାଗମନ ପର୍ଯ୍ୟନ୍ତ ସେହି ବସ୍ତ୍ର ଆପଣା ନିକଟରେ ରଖିଲା।

Gade chapit la Kopi

ଓଡିଆ ବାଇବେଲ

16 ପୁଣି, ସେହି ସ୍ତ୍ରୀ ତାହାର କର୍ତ୍ତାର ଗୃହାଗମନ ପର୍ଯ୍ୟନ୍ତ ସେହି ବସ୍ତ୍ର ଆପଣା ନିକଟରେ ରଖିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ପୁଣି, ସେହି ସ୍ତ୍ରୀ ତାହାର କର୍ତ୍ତାର ଗୃହାଗମନ ପର୍ଯ୍ୟନ୍ତ ସେହି ବସ୍ତ୍ର ଆପଣା ନିକଟରେ ରଖିଲା।

Gade chapit la Kopi




ଆଦି ପୁସ୍ତକ 39:16
7 Referans Kwoze  

ଦୁଷ୍ଟ ଲୋକମାନେ ଧାର୍ମିକ ଲୋକମାନଙ୍କୁ ସବୁବେଳେ ମାରିବାକୁ ଜଗି ବସିଥା’ନ୍ତି।


ଅତୀତରେ ଆମ୍ଭେ ମଧ୍ୟ ମୂର୍ଖ ଥିଲୁ। ଆମ୍ଭେ ଆଜ୍ଞାପାଳନ କରୁ ନ ଥିଲୁ, ଭୁଲ୍ କାମ କରୁଥିଲୁ, ଆମ୍ଭେ ସମସ୍ତ ପ୍ରକାର ଶାରୀରିକ କାମନା ଓ ଭୋଗର ଦାସ ଥିଲୁ। ଆମ୍ଭେ ଈର୍ଷାଳୁ ଓ ଦ୍ୱେଷପୂର୍ଣ୍ଣ ଜୀବନଯାପନ କରୁଥିଲୁ। ଲୋକେ ଆମ୍ଭକୁ ଘୃଣା କରୁଥିଲେ ଓ ଆମ୍ଭେ ପରସ୍ପରକୁ ଘୃଣା କରୁଥିଲୁ।


ପରମେଶ୍ୱର କହିଲେ, “ମୋର ଲୋକମାନେ ନିର୍ବୋଧ ଏବଂ ସେମାନେ ମୋତେ ଜାଣନ୍ତି ନାହିଁ। ସେମାନେ ନିର୍ବୋଧ ସନ୍ତାନ ତୁଲ୍ୟ, ସେମାନଙ୍କର ଅର୍ନ୍ତଦୃଷ୍ଟି ନାହିଁ। ସେମାନେ କୁକର୍ମ କରିବାରେ ଧୂରନ୍ଧର। ମାତ୍ର ସୁକର୍ମ କିପରି କରିବାକୁ ହୁଏ ସେମାନେ ଜାଣନ୍ତି ନାହିଁ।”


ପାପୀଷ୍ଠ ଲୋକମାନେ ଧର୍ମାତ୍ମାମାନଙ୍କ ବିରୁଦ୍ଧରେ କୁମନ୍ତ୍ରଣା କରନ୍ତି। ସେହି ଅଧର୍ମୀ ଲୋକମାନେ ଧାର୍ମିକମାନଙ୍କୁ ଦେଖି ସେମାନଙ୍କ କ୍ରୋଧ ଦେଖାନ୍ତି ଓ ରାଗରେ ଦାନ୍ତ କଡ଼ମଡ଼ କରିଥା’ନ୍ତି।


ମୋର ବଡ଼ ପାଟିରେ ଡାକିବାର ଶୁଣି ସେ ତା'ର ବସ୍ତ୍ର ମୋ’ ପାଖରେ ଛାଡ଼ି ଦୌଡ଼ି ପଳାଇ ଗଲା।”


ସେ ତା'ର ସ୍ୱାମୀକୁ ସେହିସବୁ କଥାମାନ କହିଲା। ସେ କହିଲା, “ତୁମ୍ଭେ ଯେଉଁ ଏବ୍ରୀୟ ଦାସକୁ ଆଣିଅଛ ସେ ମୋତେ ପରିହାସ କରିବାକୁ ମୋ’ ପାଖକୁ ଆସିଲା।


Swiv nou:

Piblisite


Piblisite