ଆଦି ପୁସ୍ତକ 39:3 - ପବିତ୍ର ବାଇବଲ3 ପୋଟୀଫର ଦେଖିଲେ ଯେ ସଦାପ୍ରଭୁ ଯୋଷେଫଙ୍କର ସହାୟ ଅଟନ୍ତି। ପୋଟୀଫର ଦେଖିଲେ ସଦାପ୍ରଭୁ ସହାୟ ଯୋଗୁଁ ସେ ଯେଉଁ କାର୍ଯ୍ୟ କରୁଛି ତାହା ସୁଗ୍ଭରୁ ରୂପେ କରି ପାରୁଛି। Gade chapit laପବିତ୍ର ବାଇବଲ (Re-edited) - (BSI)3 ଏଥିରେ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ଅଛନ୍ତି ଓ ସେ ଯେ ଯେ କାର୍ଯ୍ୟ କଲେ, ସଦାପ୍ରଭୁ ତାଙ୍କ ହାତରେ ସେସମସ୍ତ ସିଦ୍ଧ କରୁଅଛନ୍ତି, ଏହା ତାଙ୍କର କର୍ତ୍ତା ଦେଖିଲା। Gade chapit laଓଡିଆ ବାଇବେଲ3 ଏଥିରେ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ଅଛନ୍ତି ଓ ସେ ଯେଉଁ ଯେଉଁ କାର୍ଯ୍ୟ କଲେ, ସଦାପ୍ରଭୁ ତାଙ୍କ ହାତରେ ସେହି ସମସ୍ତ ସିଦ୍ଧ କରୁଅଛନ୍ତି, ଏହା ତାଙ୍କର କର୍ତ୍ତା ଦେଖିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏଥିରେ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ଅଛନ୍ତି ଓ ସେ ଯେଉଁ ଯେଉଁ କାର୍ଯ୍ୟ କଲେ, ସଦାପ୍ରଭୁ ତାଙ୍କ ହାତରେ ସେହି ସମସ୍ତ ସିଦ୍ଧ କରୁଅଛନ୍ତି, ଏହା ତାଙ୍କର କର୍ତ୍ତା ଦେଖିଲା। Gade chapit la |
ତେଣୁ ତୁମ୍ଭେ ମୋ'ଠାରେ ପରମେଶ୍ୱରଙ୍କ ଆଗରେ ପ୍ରତିଜ୍ଞା କର। ତୁମ୍ଭେ ଏହି ପ୍ରତିଜ୍ଞା କର ଯେ ତୁମ୍ଭେ ମୋ’ ପ୍ରତି ଓ ମୋର ସନ୍ତାନମାନଙ୍କ ପ୍ରତି ବିଶ୍ୱାସଘାତ କରିବ ନାହିଁ। ପ୍ରତିଜ୍ଞା କର ତୁମ୍ଭେ ମୋ’ ପ୍ରତି ଦୟା ଦେଖାଇବ ଏବଂ ମୋର ଦେଶ ଯେଉଁଠାରେ ତୁମ୍ଭେ ଏକ ବିଦେଶୀ ପରି ବାସ କରୁଛ। ପ୍ରତିଜ୍ଞା କର ତୁମ୍ଭେ ମୋ’ ପ୍ରତି ଦୟା କରିବ। ମୁଁ ଯେପରି ତୁମ୍ଭକୁ ଦୟା ଦେଖାଇଛି।”