ଆଦି ପୁସ୍ତକ 39:5 - ପବିତ୍ର ବାଇବଲ5 ଏହି ପ୍ରକାରେ ସେ ଯୋଷେଫଙ୍କୁ ଆପଣା ଗୃହ ଓ ସର୍ବସ୍ୱର ଅଧ୍ୟକ୍ଷ କରିବା ଦିନଠାରୁ ସଦାପ୍ରଭୁ ଯୋଷେଫଙ୍କ ଲାଗି ସେହି ମିସ୍ରୀୟ ଲୋକର ଗୃହ ଉପରେ ଆଶୀର୍ବାଦ କଲେ। ଗୃହ ଓ କ୍ଷେତ୍ରସ୍ଥିତ ସମସ୍ତ ସମ୍ପଦ ପ୍ରତି ସଦାପ୍ରଭୁଙ୍କର ଆଶୀର୍ବାଦ ବର୍ଷିଲା। Gade chapit laପବିତ୍ର ବାଇବଲ (Re-edited) - (BSI)5 ଏହି ପ୍ରକାରେ ସେ ଯୋଷେଫଙ୍କୁ ଆପଣା ଗୃହ ଓ ସର୍ବସ୍ଵର ଅଧ୍ୟକ୍ଷ କରିବା ଦିନଠାରୁ ସଦାପ୍ରଭୁ ଯୋଷେଫଙ୍କ ଲାଗି ସେହି ମିସ୍ରୀୟ ଲୋକର ଗୃହ ଉପରେ ଆଶୀର୍ବାଦ କଲେ; ପୁଣି ଗୃହ ଓ କ୍ଷେତ୍ରସ୍ଥିତ ସମସ୍ତ ସମ୍ପଦ ପ୍ରତି ସଦାପ୍ରଭୁଙ୍କର ଆଶୀର୍ବାଦ ବର୍ତ୍ତିଲା। Gade chapit laଓଡିଆ ବାଇବେଲ5 ଏହି ପ୍ରକାରେ ସେ ଯୋଷେଫଙ୍କୁ ଆପଣା ଗୃହ ଓ ସର୍ବସ୍ୱର ଅଧ୍ୟକ୍ଷ କରିବା ଦିନଠାରୁ ସଦାପ୍ରଭୁ ଯୋଷେଫଙ୍କ ଲାଗି ସେହି ମିସ୍ରୀୟ ଲୋକର ଗୃହ ଉପରେ ଆଶୀର୍ବାଦ କଲେ; ପୁଣି, ଗୃହ ଓ କ୍ଷେତ୍ରସ୍ଥିତ ସମସ୍ତ ସମ୍ପଦ ପ୍ରତି ସଦାପ୍ରଭୁଙ୍କର ଆଶୀର୍ବାଦ ବର୍ତ୍ତିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏହି ପ୍ରକାରେ ସେ ଯୋଷେଫଙ୍କୁ ଆପଣା ଗୃହ ଓ ସର୍ବସ୍ୱର ଅଧ୍ୟକ୍ଷ କରିବା ଦିନଠାରୁ ସଦାପ୍ରଭୁ ଯୋଷେଫଙ୍କ ଲାଗି ସେହି ମିସରୀୟ ଲୋକର ଗୃହ ଉପରେ ଆଶୀର୍ବାଦ କଲେ; ପୁଣି, ଗୃହ ଓ କ୍ଷେତ୍ରସ୍ଥିତ ସମସ୍ତ ସମ୍ପଦ ପ୍ରତି ସଦାପ୍ରଭୁଙ୍କର ଆଶୀର୍ବାଦ ବର୍ତ୍ତିଲା। Gade chapit la |