Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 39:6 - ପବିତ୍ର ବାଇବଲ

6 ପୋଟୀଫର ଯୋଷେଫଙ୍କୁ ସବୁ ଦାୟୀତ୍ୱ ଦେଇ, ସେ ତାଙ୍କର ଖାଇବା ବିନା କୌଣସି ପାଇଁ ବ୍ୟସ୍ତ ହେଲେ ନାହିଁ। ଯୋଷେଫ ଦେଖିବାକୁ ବହୁତ ସୁନ୍ଦର ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଏହେତୁ ସେ ଯୋଷେଫଙ୍କ ହସ୍ତରେ ଆପଣା ସର୍ବସ୍ଵର ଏରୂପ ଭାର ଦେଲା, ଯେ ଆପଣା ଭୋଜନ ବିନୁ ଆଉ କୌଣସି ବିଷୟର ତତ୍ତ୍ଵ ନେଲା ନାହିଁ। ଯୋଷେଫ ରୂପରେ ଓ ସୌନ୍ଦର୍ଯ୍ୟରେ ମନୋହର ଥିଲେ।

Gade chapit la Kopi

ଓଡିଆ ବାଇବେଲ

6 ଏହେତୁ ସେ ଯୋଷେଫଙ୍କ ହସ୍ତରେ ଆପଣା ସର୍ବସ୍ୱର ଏରୂପ ଭାର ଦେଲା, ଯେ ଆପଣା ଭୋଜନ ବିନୁ ଆଉ କୌଣସି ବିଷୟର ତତ୍ତ୍ୱ ନେଲା ନାହିଁ। ଯୋଷେଫ ରୂପରେ ଓ ସୌନ୍ଦର୍ଯ୍ୟରେ ମନୋହର ଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏହେତୁ ସେ ଯୋଷେଫଙ୍କ ହସ୍ତରେ ଆପଣା ସର୍ବସ୍ୱର ଏରୂପ ଭାର ଦେଲା, ଯେ ଆପଣା ଭୋଜନ ବିନୁ ଆଉ କୌଣସି ବିଷୟର ତତ୍ତ୍ୱ ନେଲା ନାହିଁ। ଯୋଷେଫ ରୂପରେ ଓ ସୌନ୍ଦର୍ଯ୍ୟରେ ମନୋହର ଥିଲେ।

Gade chapit la Kopi




ଆଦି ପୁସ୍ତକ 39:6
12 Referans Kwoze  

ତା'ର ସ୍ୱାମୀର ହୃଦୟ ତା'ଠାରେ ନିର୍ଭର କରେ। ସେ କଦାପି ଦରିଦ୍ର ହେବ ନାହିଁ।


ତାକୁ ଡାକିବା ପାଇଁ ଯିଶୀ ଲୋକ ପଠାଇଲେ। ସେ ଈଷତ୍ ରକ୍ତବର୍ଣ୍ଣ ଓ ସୁନୟନ ଦେଖିବାକୁ ସୁନ୍ଦର ଅଟନ୍ତି। ସେତେବେଳେ ସଦାପ୍ରଭୁ କହିଲେ, “ଉଠ ଏହାଙ୍କୁ ଅଭିଷେକ କର, ଏ ହେଉଛନ୍ତି ସେହି ଲୋକ।”


ରାହେଲ ବହୁତ ସୁନ୍ଦରୀ, ରୂପବତୀ ଥିଲେ ଏବଂ ଲେୟାର ନୟନ କୋମଳ ଓ ଦୁର୍ବଳ ଥିଲା


ରାଜା ଗ୍ଭକରମାନଙ୍କୁ କହିଲେ, “ବହୁତ ଭଲ କଥା। ତୁମ୍ଭେ ଜଣେ ଭଲ ଗ୍ଭକର। ତୁମ୍ଭକୁ ଛୋଟ ଛୋଟ ବିଷୟରେ ବିଶ୍ୱାସ କରାଯାଇ ପାରିବ ବୋଲି ମୁଁ ଜାଣୁଛି। ତେଣୁ ମୁଁ ତୁମ୍ଭକୁ ମୋର ଦଶଟି ନଗର ଶାସନ କରିବାକୁ ଦେବି।’


“ଏହି ସମୟରେ ମୋଶା ଜନ୍ମ ଗ୍ରହଣ କଲେ। ସେ ବହୁତ ସୁନ୍ଦର ଥିଲେ। ତାହାଙ୍କୁ ପିତାଙ୍କ ଘରେ ତିନି ମାସ ପର୍ଯ୍ୟନ୍ତ ଲାଳନପାଳନ କରାଗଲା।


ଛୋଟ ଛୋଟ ବିଷୟରେ ଯଦି ଜଣକୁ ବିଶ୍ୱାସ କରାଯାଇ ପାରିବ, ତେବେ ତାକୁ ବଡ଼ ବିଷୟ ଗୁଡ଼ିକ ପାଇଁ ମଧ୍ୟ ବିଶ୍ୱାସ କରାଯାଇ ପାରିବ। ଅଳ୍ପ ଜିନିଷ ପାଇଁ ଯଦି ଜଣେ ଅସାଧୁ ହୋଇଯାଏ ତେବେ ସେ ଅଧିକ ଜିନିଷ ପାଇଁ ମଧ୍ୟ ଆସାଧୁ ହୋଇଯିବା


ଯୋଷେଫଙ୍କର ଦାସମାନେ ଯୋଷେଫଙ୍କ ପାଇଁ ଏକ ଟେବୁଲ, ଏକ ଟେବୁଲ ତାଙ୍କ ଭାଇମାନଙ୍କ ପାଇଁ ଏବଂ ଆଉ ଏକ ଟେବୁଲ ମିସ୍ରୀୟମାନଙ୍କ ପାଇଁ ଯେଉଁମାନେ ସେମାନଙ୍କ ସହିତ ବସି ଖାଇବେ। କାରଣ ଏବ୍ରୀୟମାନଙ୍କ ସହିତ ଭୋଜନ କରିବା ମିସ୍ରୀୟମାନଙ୍କର ପ୍ରଥା ନ ଥିଲା। ମିସ୍ରୀୟମାନେ ଏବ୍ରୀୟମାନଙ୍କ ସହିତ ଖାଇବା ମସ୍ତବଡ଼ ଅନୁଚିତ ବୋଲି ବିବେଚିତ ହୁଏ।


କାରାରକ୍ଷକ ଯୋଷେଫଙ୍କର ହସ୍ତଗତ କୌଣସି ବିଷୟରେ ଦୃଷ୍ଟିପାତ କଲେ ନାହିଁ। କାରଣ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ଥିଲେ। ପୁଣି ସେ ଯାହା କଲେ ସଦାପ୍ରଭୁ ତାହା ସିଦ୍ଧ କଲେ।


କିନ୍ତୁ ଯୋଷେଫ ମନା କରି କହିଲେ, “ଦେଖ ଏ ଗୃହରେ ଯାହା ଅଛି ମୋ’ ମୁନିବ ତହିଁର ତତ୍ତ୍ୱ ନିଅନ୍ତି ନାହିଁ। ସେ ମୋ’ ହସ୍ତରେ ଆପଣାର ସର୍ବଶ୍ୱ ସମର୍ପଣ କରିଛନ୍ତି।


ପୋଟୀଫର ଯୋଷେଫଙ୍କୁ ପାଇ ବହୁତ ଖୁସୀ ହେଲେ। ସେ ଯୋଷେଫକୁ ଆପଣାର ଗୃହାଧ୍ୟକ୍ଷ କରି ତାଙ୍କର ହସ୍ତରେ ସର୍ବଶ୍ୱ ସମର୍ପଣ କଲେ।


ପଲେଷ୍ଟୀୟମାନେ ଅନାଇ ଦାଉଦଙ୍କୁ ଦେଖିଲେ ଓ ତାକୁ ତୁଚ୍ଛ ଜ୍ଞାନ କଲେ କାରଣ ଦାଉଦ ଯୁବା ଓ ଈଷତ୍ ରକ୍ତବର୍ଣ୍ଣ ଓ ସୁନ୍ଦର ବଦନ ଥିଲେ।


Swiv nou:

Piblisite


Piblisite