Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 4:13 - ପବିତ୍ର ବାଇବଲ

13 ଏହା ପରେ କୟିନ କହିଲା, “ମୋର ଦଣ୍ଡ ଅସହ୍ୟ!

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 କୟିନ ସଦାପ୍ରଭୁଙ୍କୁ କହିଲେ, ମୋହର ଦଣ୍ତ ଅସହ୍ୟ।

Gade chapit la Kopi

ଓଡିଆ ବାଇବେଲ

13 କୟିନ ସଦାପ୍ରଭୁଙ୍କୁ କହିଲେ, “ମୋହର ଦଣ୍ଡ ଅସହ୍ୟ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 କୟିନ ସଦାପ୍ରଭୁଙ୍କୁ କହିଲେ, “ମୋହର ଦଣ୍ଡ ଅସହ୍ୟ।

Gade chapit la Kopi




ଆଦି ପୁସ୍ତକ 4:13
7 Referans Kwoze  

ଜଣେ ଦୁଷ୍ଟ ବ୍ୟକ୍ତି ବହୁତ ହତାଶ, ତା'ର ଅନ୍ଧକାରରୁ ମୁକ୍ତି ପାଇବାର କୌଣସି ଆଶା ନ ଥାଏ। ଗୋଟିଏ ଦୁଷ୍ଟ ମନୁଷ୍ୟ ପାଇଁ ଗୋଟିଏ ‌‌ଖ‌ଡ଼୍‌ଗ କେଉଁଠାରେ ହେଲେ ଅପେକ୍ଷା କରିଥାଏ।


ଲୋକମାନେ ପ୍ରଚଣ୍ଡ ଉତ୍ତାପରେ ଜଳି ପୋଡ଼ିଗଲେ। ସେମାନେ ପରମେଶ୍ୱରଙ୍କ ନାମକୁ ଅଭିଶାପ ଦେଲେ। କାରଣ ତାହାଙ୍କର କେବଳ ଏହି ସମସ୍ତ ମହାମାରୀ ଉପରେ ନିୟନ୍ତ୍ରଣର ଅଧିକାର ଥିଲା। ସେମାନେ ସେମାନଙ୍କର ହୃଦୟ ଓ ଜୀବନ ପରିବର୍ତ୍ତନ କଲେ ନାହିଁ କି, ପରମେଶ୍ୱରଙ୍କ ମହିମା ଗାନ କଲେ ନାହିଁ।


ସେମାନେ ତାହାଙ୍କ ଯନ୍ତ୍ରଣା ଓ ଘା ସକାଶେ ସ୍ୱର୍ଗରେ ଥିବା ପରମେଶ୍ୱରଙ୍କର ନିନ୍ଦା କଲେ। କିନ୍ତୁ ସେମାନେ ତାହାଙ୍କର ହୃଦୟ ପରିବର୍ତ୍ତନ କଲେ ନାହିଁ ଓ ନିଜର ମନ୍ଦ କାମ ପାଇଁ ଅନୁତାପ କଲେ ନାହିଁ।


ଆକାଶରୁ ଲୋକମାନଙ୍କ ଉପରେ ପ୍ରକାଣ୍ଡ କୁଆପଥରମାନ ପଡ଼ିଲା। ପ୍ରତ୍ୟେକ କୁଆପଥରର ଓଜନ ପ୍ରାୟ 50 କିଲୋଗ୍ରାମ ଥିଲା। ଲୋକମାନେ ସେହି କୁଆପଥର ମହାମାରୀ ପାଇଁ ପରମେଶ୍ୱରଙ୍କୁ ନିନ୍ଦା କଲେ। ଏହି କ୍ଳେଶ ଅତି ଭୟାନକ ଥିଲା।


ଅତୀତରେ ଭୂମିରେ କୃଷିକର୍ମ କଲେହେଁ ତାହା ଆପଣା ଶକ୍ତି ଦେଇ ଆଉ ତୁମ୍ଭର ସେବା କରିବ ନାହିଁ। ତୁମ୍ଭେ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ବୁଲୁଥିବ, ପୃଥିବୀରେ ତୁମ୍ଭର ଗୃହ ରହିବ ନାହିଁ।”


ଆଜି ତୁମ୍ଭେ ମୋତେ ଏହି ଭୂମିରୁ ତଡ଼ି ଦେଲ, ତହିଁରେ ମୁଁ ତୁମ୍ଭଠାରୁ ଲୁକାୟିତ ହେବି। ମୁଁ ଏକ ପଳାତକ ଓ ପୃଥିବୀରେ ଭ୍ରମଣକାରୀ ହେବି। ଏପରି ହେବ ଯେ, କୌଣସି ଲୋକ ମୋତେ ପାଇଲେ ବଧ କରିବ।”


ବର୍ତ୍ତମାନ ତୁମ୍ଭେ ତୁମ୍ଭର ଘୃଣ୍ୟ କ୍ରିୟା ଓ ବ୍ୟଭିଗ୍ଭରର ଭାର ବହନ କରିବ।” ଏହା ସଦାପ୍ରଭୁ କହିଛନ୍ତି।


Swiv nou:

Piblisite


Piblisite