Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 4:22 - ପବିତ୍ର ବାଇବଲ

22 ସିଲ୍ଲାର ଗର୍ଭରୁ ତୁବଲ-କୟିନ ଜନ୍ମ ହେଲା। ସେ ପିତ୍ତଳ ଓ ଲୌହର ନାନାପ୍ରକାର ଅସ୍ତ୍ର ନିର୍ମାଣକାରୀ ଥିଲା। ତୁବଲ-କୟିନର ନୟମା ନାମ୍ନୀ ଏକ ଭଉଣୀ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ସିଲ୍ଲାର ଗର୍ଭରେ ତୁବଲ-କୟିନ ଜନ୍ମିଲା, ସେ ପିତ୍ତଳ ଓ ଲୌହର ନାନା ପ୍ରକାର ଅସ୍ତ୍ର ନିର୍ମାଣକାରୀ ଥିଲା; ତୁବଲ-କୟିନର ନୟମା ନାମ୍ନୀ ଏକ ଭଗ୍ନୀ ଥିଲା।

Gade chapit la Kopi

ଓଡିଆ ବାଇବେଲ

22 ସିଲ୍ଲାର ଗର୍ଭରେ ତୁବଲ୍‍-କୟିନ ଜନ୍ମିଲା, ସେ ପିତ୍ତଳ ଓ ଲୌହର ନାନା ପ୍ରକାର ଅସ୍ତ୍ର ନିର୍ମାଣକାରୀ ଥିଲା; ତୁବଲ୍‍-କୟିନର ନୟମା ନାମ୍ନୀ ଏକ ଭଗ୍ନୀ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ସିଲ୍ଲାର ଗର୍ଭରେ ତୁବଲ୍‍-କୟିନ ଜନ୍ମିଲା, ସେ ପିତ୍ତଳ ଓ ଲୌହର ନାନା ପ୍ରକାର ଅସ୍ତ୍ର ନିର୍ମାଣକାରୀ ଥିଲା; ତୁବଲ୍‍-କୟିନର ନୟମା ନାମ୍ନୀ ଏକ ଭଗ୍ନୀ ଥିଲା।

Gade chapit la Kopi




ଆଦି ପୁସ୍ତକ 4:22
7 Referans Kwoze  

“ବର୍ତ୍ତମାନ, ଆପଣ ମୋ’ ନିକଟକୁ ସ୍ୱର୍ଣ୍ଣ, ରୌପ୍ୟ, ପିତ୍ତଳ, ଓ ଲୌହ କର୍ମରେ ପାରଦର୍ଶୀ ଏକ ବ୍ୟକ୍ତିକୁ ପଠାଇବାକୁ ମୁଁ ଗ୍ଭହେଁ। ସେହି ବ୍ୟକ୍ତି ବାଇଗଣୀ, ଲାଲ୍ ଏବଂ ନୀଳ ବର୍ଣ୍ଣର ଲୁଗାରେ କାର୍ଯ୍ୟ କରିପାରୁଥିବା ଆବଶ୍ୟକ। ମୋର ବାପାଙ୍କ ଦ୍ୱାରା ମନୋନୀତ କାରିଗରମାନଙ୍କ ସହ ସେହି ବ୍ୟକ୍ତି ଯିହୁଦା ଏବଂ ଯିରୁଶାଲମରେ କାର୍ଯ୍ୟ କରିବ।


ତୁମ୍ଭ ନଗର ଫାଟକର ଅର୍ଗଳ ଲୌହର ଓ ପିତ୍ତଳର ହେବ। ତୁମ୍ଭର ଜୀବନକାଳ ମଧ୍ୟରେ ତୁମ୍ଭେ ଶକ୍ତିଶାଳୀ ହେବ।”


ସେଠାରେ ତୁମ୍ଭେମାନେ ପ୍ରଚୁର ପରିମାଣର ଖାଦ୍ୟ ପାଇବ। ସେଠାରେ ତୁମ୍ଭମାନଙ୍କର ଆବଶ୍ୟକ ଦ୍ରବ୍ୟମାନ ଉପଲବ୍ଧ ହେବ। ସେହି ଦେଶର ପଥର ଲୁହା ଅଟେ, ତୁମ୍ଭେମାନେ ସେଠାକାର ପର୍ବତରୁ ପିତ୍ତଳ ଖୋଳି ପାରିବ।


ତୁମ୍ଭେମାନେ ସୁନା, ରୂପା, ପିତ୍ତଳ, ଲୁହା, ଦସ୍ତା ଓ ସୀସା ଆଦି ଦ୍ରବ୍ୟ ଅଗ୍ନିରେ ଦ‌ଗ୍‌ଧ କରି ଶୁଚି କରିବା ଉଚିତ୍ ଓ ଶୁଚି କରିବା ନିମନ୍ତେ ଧୋଇବା ଉଚିତ୍।


ଏହି ବସ୍ତୁଗୁଡ଼ିକ ତୁମ୍ଭେ ଲୋକମାନଙ୍କଠାରୁ ଗ୍ରହଣ କରି ପାରିବ। ଯଥା-ସୁନା, ରୂପା, ପିତ୍ତଳ,


ଜାବଳର ଭାଇର ନାମ ଥିଲା ଯୁବଳ। ସେ ବୀଣା ଓ ବଂଶୀବାଦକମାନଙ୍କର ଆଦିପୁରୁଷ ଥିଲା।


ଲେମକ ତା'ର ସ୍ତ୍ରୀମାନଙ୍କୁ କହିଲା, “ହେ ଆଦା ଓ ସିଲ୍ଲା, ମୋ’ କଥା ଶୁଣ! ହେ ଲେମକର ସ୍ତ୍ରୀଗଣ, ତୁମ୍ଭେମାନେ ମୋ’ କଥା ଶୁଣ, ଜଣେ ଲୋକ ମୋତେ ଆଘାତ ଦେଲା ତେଣୁ ମୁଁ ତାକୁ ମାରିଦେଲି। ଜଣେ ଶିଶୁ ମୋତେ ପ୍ରହାର କଲା ତେଣୁ ମୁଁ ତାକୁ ମାରିଦେଲି।


Swiv nou:

Piblisite


Piblisite