Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 4:23 - ପବିତ୍ର ବାଇବଲ

23 ଲେମକ ତା'ର ସ୍ତ୍ରୀମାନଙ୍କୁ କହିଲା, “ହେ ଆଦା ଓ ସିଲ୍ଲା, ମୋ’ କଥା ଶୁଣ! ହେ ଲେମକର ସ୍ତ୍ରୀଗଣ, ତୁମ୍ଭେମାନେ ମୋ’ କଥା ଶୁଣ, ଜଣେ ଲୋକ ମୋତେ ଆଘାତ ଦେଲା ତେଣୁ ମୁଁ ତାକୁ ମାରିଦେଲି। ଜଣେ ଶିଶୁ ମୋତେ ପ୍ରହାର କଲା ତେଣୁ ମୁଁ ତାକୁ ମାରିଦେଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଅନନ୍ତର ଲେମକ ଆପଣା ଭାର୍ଯ୍ୟାମାନଙ୍କୁ କହିଲେ, ଆଗୋ ଆଦା ଓ ସିଲ୍ଲା, ମୋʼ କଥା ଶୁଣ; ଆଗୋ ଲେମକର ଭାର୍ଯ୍ୟାଗଣ, ତୁମ୍ଭେମାନେ ମୋʼ ବାକ୍ୟରେ କର୍ଣ୍ଣପାତ କର; ମୁଁ ଆଘାତର ପରିଶୋଧରେ ଜଣେ ମନୁଷ୍ୟକୁ ଓ ପ୍ରହାରର ପରିଶୋଧରେ ଜଣେ ଯୁବାକୁ ବଧ କରିଅଛି;

Gade chapit la Kopi

ଓଡିଆ ବାଇବେଲ

23 ଏଥିଉତ୍ତାରେ ଲେମକ ଆପଣା ଭାର୍ଯ୍ୟାମାନଙ୍କୁ କହିଲେ, “ଆଗୋ ଆଦା ଓ ସିଲ୍ଲା, ମୋ’ କଥା ଶୁଣ; ଆଗୋ ଲେମକର ଭାର୍ଯ୍ୟାଗଣ, ତୁମ୍ଭେମାନେ ମୋ’ ବାକ୍ୟରେ କର୍ଣ୍ଣପାତ କର; ମୁଁ ଆଘାତର ପରିଶୋଧରେ ଜଣେ ମନୁଷ୍ୟକୁ ଓ ପ୍ରହାରର ପରିଶୋଧରେ ଜଣେ ଯୁବାକୁ ବଧ କରିଅଛି;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଏଥିଉତ୍ତାରେ ଲେମକ ଆପଣା ଭାର୍ଯ୍ୟାମାନଙ୍କୁ କହିଲେ, “ଆଗୋ ଆଦା ଓ ସିଲ୍ଲା, ମୋʼ କଥା ଶୁଣ; ଆଗୋ ଲେମକର ଭାର୍ଯ୍ୟାଗଣ, ତୁମ୍ଭେମାନେ ମୋʼ ବାକ୍ୟରେ କର୍ଣ୍ଣପାତ କର; ମୁଁ ଆଘାତର ପରିଶୋଧରେ ଜଣେ ମନୁଷ୍ୟକୁ ଓ ପ୍ରହାରର ପରିଶୋଧରେ ଜଣେ ଯୁବାକୁ ବଧ କରିଅଛି;

Gade chapit la Kopi




ଆଦି ପୁସ୍ତକ 4:23
7 Referans Kwoze  

ତା'ପରେ ବିଲିୟମ କହିଲେ, “ହେ ବାଲାକ୍, ଉଠ ଏବଂ ମୋ’ କଥା ଶୁଣ, ହେ ସି‌ପ୍‌ପୋରର ପୁତ୍ର, ଦୟାକରି ମୋ’ କଥାକୁ ତୁମ୍ଭର କର୍ଣ୍ଣ ଦିଅ।


ତୁମ୍ଭେ ଆପଣା ଲୋକମାନଙ୍କ ସନ୍ତାନଗଣଙ୍କୁ ପ୍ରତିହିଂସା କି ଦ୍ୱେଷ କରିବ ନାହିଁ। ବରଂ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କରିବ, ଆମ୍ଭେ ସଦାପ୍ରଭୁ।


“ତୁମ୍ଭେ ନରହତ୍ୟା କରିବ ନାହିଁ।


ଯୋଥମ୍ ଜାଣିବାକୁ ପାଇଲେ ଯେ, ନଗରର ସମସ୍ତ ଲୋକ ଶିଖିମର ନେତୃବର୍ଗ ଅବୀମେଲକକୁ ସେମାନଙ୍କର ରାଜା କରିଛନ୍ତି। ଏ କଥା ଶୁଣି ସେ ଗରିଷୀମ ପର୍ବତ ଉପରେ ଠିଆ ହୋଇ ଲୋକମାନଙ୍କୁ ଉଚ୍ଚସ୍ୱରରେ କହିଲେ, ତୁମ୍ଭେ ଶିଖିମ ନଗରର ନେତୃବର୍ଗଗଣ, “ମୋ’ କଥା ଶୁଣ, ତା'ପରେ ପରମେଶ୍ୱର ତୁମ୍ଭମାନଙ୍କ କଥା ଶୁଣିବେ।


ସିଲ୍ଲାର ଗର୍ଭରୁ ତୁବଲ-କୟିନ ଜନ୍ମ ହେଲା। ସେ ପିତ୍ତଳ ଓ ଲୌହର ନାନାପ୍ରକାର ଅସ୍ତ୍ର ନିର୍ମାଣକାରୀ ଥିଲା। ତୁବଲ-କୟିନର ନୟମା ନାମ୍ନୀ ଏକ ଭଉଣୀ ଥିଲା।


ମୁଁ ପ୍ରତିଶୋଧ ନେବି। ମୁଁ ସେମାନଙ୍କର ପ୍ରାପ୍ୟ ଦେବି। ସେମାନଙ୍କର ପାଦ ଖସିଯିବା ପର୍ଯ୍ୟନ୍ତ ଅପେକ୍ଷା କରିବି। ସେମାନଙ୍କର ଅସୁବିଧାର ସମୟ ନିକଟ ହୋଇ ଆସୁଛି।’


ହେ ସଦାପ୍ରଭୁ, ପ୍ରତିଫଳ ଦାତା ପରମେଶ୍ୱର, ଯିଏ ଦଣ୍ଡ ଦିଅନ୍ତି, ତୁମ୍ଭର ମହାନତା ଦେଖାଅ।


Swiv nou:

Piblisite


Piblisite