ଆଦି ପୁସ୍ତକ 4:26 - ପବିତ୍ର ବାଇବଲ26 ଶେଥର ଏକ ପୁତ୍ର ଥିଲା, ସେ ତା'ର ନାମ ଈନୋଶ ଦେଇଥିଲା। ଏହି ସମୟରେ ମନୁଷ୍ୟମାନେ ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କରିବାକୁ ଆରମ୍ଭ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)26 ତହୁଁ ଶେଥର ମଧ୍ୟ ଏକ ପୁତ୍ର ଜନ୍ମିଲା; ଆଉ ସେ ତାହାର ନାମ ଈନୋଶ ଦେଲା। ଏହି ସମୟରେ ମନୁଷ୍ୟମାନେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବାକୁ ଲାଗିଲେ। Gade chapit laଓଡିଆ ବାଇବେଲ26 ତହୁଁ ଶେଥର ମଧ୍ୟ ଏକ ପୁତ୍ର ଜନ୍ମିଲା; ଆଉ ସେ ତାହାର ନାମ ଈନୋଶ ଦେଲା। ଏହି ସମୟରେ ମନୁଷ୍ୟମାନେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବାକୁ ଲାଗିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ତହୁଁ ଶେଥର ମଧ୍ୟ ଏକ ପୁତ୍ର ଜନ୍ମିଲା; ଆଉ ସେ ତାହାର ନାମ ଈନୋଶ ଦେଲା। ଏହି ସମୟରେ ମନୁଷ୍ୟମାନେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବାକୁ ଲାଗିଲେ। Gade chapit la |
କରିନ୍ଥଠାରେ ଥିବା ପରମେଶ୍ୱରଙ୍କ ମଣ୍ଡଳୀ, ପୁଣି ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ପବିତ୍ର କରାଯାଇଛନ୍ତି ସେମାନଙ୍କ ନିକଟକୁ ଏହି ପତ୍ର ଲେଖା ଯାଉଅଛି। ତୁମ୍ଭେମାନେ ଈଶ୍ୱରଙ୍କ ପବିତ୍ର ଲୋକ ହେବା ନିମନ୍ତେ ଆହୂତ ହୋଇଅଛ। ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ସର୍ବତ୍ର ଯେଉଁମାନେ ବିଶ୍ୱାସ କରନ୍ତି ଏପରି ସବୁ ଖ୍ରୀଷ୍ଟବିଶ୍ୱାସୀଙ୍କ ସହିତ ତୁମ୍ଭେମାନେ ଆହୂତ ହୋଇଅଛ।