Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 4:3 - ପବିତ୍ର ବାଇବଲ

3-4 କିଛି ସମୟ ପରେ, କୟିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂଉତ୍ପନ୍ନ ଫଳ ଆଣି ଉତ୍ସର୍ଗ କଲା ଏବଂ ହେବଲ ନିଜର ପ୍ରଥମଜାତ ମେଷ ଆଣିଲା ଏବଂ ସେମାନଙ୍କର ସର୍ବୋତ୍ତମ ଅଂଶ ପରମେଶ୍ୱରଙ୍କୁ ଉତ୍ସର୍ଗ କଲେ। ସଦାପ୍ରଭୁ ହେବଲକୁ ଓ ତାହାର ନୈବେଦ୍ୟକୁ ଗ୍ରହଣ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସମୟାନୁକ୍ରମେ କୟିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମ୍ୟୁତ୍ପନ୍ନ ଫଳ ଆଣି ଉତ୍ସର୍ଗ କଲେ।

Gade chapit la Kopi

ଓଡିଆ ବାଇବେଲ

3 ସମୟାନୁକ୍ରମେ କୟିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମିରୁ ଉତ୍ପନ୍ନ ଫଳ ଆଣି ଉତ୍ସର୍ଗ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସମୟାନୁକ୍ରମେ କୟିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମିରୁ ଉତ୍ପନ୍ନ ଫଳ ଆଣି ଉତ୍ସର୍ଗ କଲେ।

Gade chapit la Kopi




ଆଦି ପୁସ୍ତକ 4:3
7 Referans Kwoze  

“ଇସ୍ରାଏଲ ଲୋକମାନେ ମୋ’ ଉଦ୍ଦେଶ୍ୟରେ ଯେଉଁ ପ୍ରଥମଜାତ ଉତ୍ତମ ତୈଳ, ଉତ୍ତମ ଦ୍ରାକ୍ଷାଫଳ ଓ ଶସ୍ୟ ଉତ୍ସର୍ଗ କରିବେ, ତାହା ସବୁ ଆମ୍ଭେ ତୁମ୍ଭକୁ ଦେଲୁ।


ଅନାବୃଷ୍ଟି ହେତୁ କିଛି କାଳପରେ ଝରଣାଗୁଡ଼ିକ ଶୁଷ୍କ ହୋଇଗଲା।


ମୁଁ ଏସବୁ ସମୟରେ ଯିରୁଶାଲମରେ ନ ଥିଲି, କାରଣ ବାବିଲର ଅର୍ତ୍ତକ୍ଷସ୍ତ ରାଜାର ଅଧିକାରର ବତିଶ୍ ବର୍ଷରେ ମୁଁ ରାଜାଙ୍କ ନିକଟକୁ ଗଲି ଓ କେତେକ ଦିନ ପରେ ରାଜାଙ୍କୁ ବିଦାୟ ମାଗିଲି।


ଏହା ସେମାନଙ୍କ ପାଇଁ ଖରାପ ଅଟେ। ଏହି ଲୋକମାନେ କୟିନର ପଥ ଅନୁସରଣ କରିଛନ୍ତି। ସେମାନେ ଅର୍ଥ ଲୋଭ ସକାଶେ ବିଲିୟାମ ପରି ଅନ୍ୟାୟ ପଥ ଅନୁସରଣ କରିଛନ୍ତି। ଏହି ଲୋକମାନେ କୋରହ ପରି ପରମେଶ୍ୱରଙ୍କ ବିରୁଦ୍ଧରେ ଆଚରଣ କରିଛନ୍ତି। କୋରହ ପରି ସେମାନେ ମଧ୍ୟ ଧ୍ୱଂସ ହେବେ।


ଏହା ପରେ ହବା କୟିନର ଭାଇ ହେବଲଙ୍କୁ ଜନ୍ମ କଲା। ହେବଲ ମେଷପାଳକ ଓ କୟିନ କୃଷକ ହେଲେ।


Swiv nou:

Piblisite


Piblisite