Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 40:1 - ପବିତ୍ର ବାଇବଲ

1 କିଛିଦିନ ପରେ ମିସ୍ରୀୟ ରାଜାଙ୍କର ପାନପତ୍ରବାହକ ଓ ସୂପକାର ଆପଣାମାନଙ୍କର ମୁନିବ ମିସ୍ରୀୟ ରାଜାଙ୍କୁ ଅସନ୍ତୁଷ୍ଟ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଏହିସବୁ ଘଟଣା ଉତ୍ତାରେ ମିସ୍ରୀୟ ରାଜାଙ୍କର ପାନପାତ୍ରବାହକ ଓ ସୂପକାର ଆପଣାମାନଙ୍କର ପ୍ରଭୁ ମିସ୍ରୀୟ ରାଜାଙ୍କର ପ୍ରତିକୂଳରେ ଅପରାଧ କଲେ।

Gade chapit la Kopi

ଓଡିଆ ବାଇବେଲ

1 ଏହିସବୁ ଘଟଣା ଉତ୍ତାରେ ମିସ୍ରୀୟ ରାଜାଙ୍କର ପାନପାତ୍ର ବାହକ ଓ ସୂପକାର ଆପଣାମାନଙ୍କର ପ୍ରଭୁ ମିସ୍ରୀୟ ରାଜାଙ୍କର ପ୍ରତିକୂଳରେ ଅପରାଧ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏହିସବୁ ଘଟଣା ଉତ୍ତାରେ ମିସରୀୟ ରାଜାଙ୍କର ପାନପାତ୍ରବାହକ ଓ ସୂପକାର ଆପଣାମାନଙ୍କର ପ୍ରଭୁ ମିସରୀୟ ରାଜାଙ୍କର ପ୍ରତିକୂଳରେ ଅପରାଧ କଲେ।

Gade chapit la Kopi




ଆଦି ପୁସ୍ତକ 40:1
10 Referans Kwoze  

ତିନି ଦିନ ମଧ୍ୟରେ ଫାରୋ ତୁମ୍ଭର ମସ୍ତକ ଉଠାଇ ତୁମ୍ଭକୁ ନିଜ ପଦରେ ପୁନର୍ବାର ନିଯୁକ୍ତି ଦେବେ। ତହିଁରେ ତୁମ୍ଭେ ପୂର୍ବପରି ପାନପାତ୍ରବାହକ ହୋଇ ପୁନର୍ବାର ଫାରୋଙ୍କ ହସ୍ତରେ ପାନପାତ୍ର ଦେବ।


ସେହି ରାତ୍ରିରେ ରାଜା ଶୋଇ ପାରିଲେ ନାହିଁ। ଏଣୁ ସେ କଚେରୀ ବୃତ୍ତାନ୍ତ ପୁସ୍ତକ ଆଣିବାକୁ ଆଜ୍ଞା କଲେ, ଏବଂ ତାହା ରାଜାଙ୍କ ସମ୍ମୁଖରେ ପାଠ କରାଗଲା।


ହେ ସଦାପ୍ରଭୁ, ବିନୟ କରୁଅଛି, ଯେଉଁମାନେ ତୁମ୍ଭ ନାମକୁ ସମ୍ମାନ କରିବାରେ ଆନନ୍ଦ କରନ୍ତି, ଏମନ୍ତ ତୁମ୍ଭ ଦାସର ଓ ସମସ୍ତ ଦାସମାନଙ୍କର ପ୍ରାର୍ଥନା ପ୍ରତି ଟିକେ କର୍ଣ୍ଣପାତ କର। ଆଉ ପ୍ରାର୍ଥନା କରୁଅଛି ଆଜି ଆପଣା ଦାସକୁ ସଫଳ କରାଅ। ଏହି ବ୍ୟକ୍ତିର ଦୃଷ୍ଟିରେ ତାହାକୁ ଦୟାପ୍ରାପ୍ତ ହେବାକୁ ଦିଅ।” ଏ ସମୟରେ, ମୁଁ ରାଜାଙ୍କର ପାନପାତ୍ରବାହକ ଥିଲି।


ତହିଁରେ ଫାରୋ ଏଇ ଦୁଇଟି ସେବକଙ୍କ ପ୍ରତି କ୍ରୋଧିତ ଥିଲେ, ରାଜାଙ୍କର ମୂଖ୍ୟ ପାନପାତ୍ର ବାହାକ ଓ ମୁଖ୍ୟ ସୂପକାର।


ଏକ ରାତିରେ ଦୁଇ ଜଣ ବନ୍ଦୀ ସ୍ୱପ୍ନ ଦେଖିଲେ। ସେହି ଦୁଇଜଣ ବନ୍ଦୀ ମିଶରର ରାଜାଙ୍କର ପାନପାତ୍ରବାହକ ଓ ସୂପକାର। ଉଭୟେ ଏକ ସ୍ୱପ୍ନ ଦେଖିଲେ ଓ ଉଭୟଙ୍କ ସ୍ୱପ୍ନର ଅର୍ଥ ଭିନ୍ନଥିଲା।


ସେତେବେଳେ ମୋ’ ହସ୍ତରେ ଫାରୋଙ୍କର ପାନପାତ୍ର ଥିବାରୁ ସେହି ପାତ୍ରରେ ମୁଁ ସେହି ଦ୍ରାକ୍ଷାଫଳ ଘେନି ଚିପୁଡ଼ି ଫାରୋଙ୍କର ହସ୍ତରେ ସେହି ପାତ୍ର ଦେଲି।”


ପ୍ରଧାନ ସୂପକାର ଦେଖିଲା ଅନ୍ୟ ଭୃତ୍ୟର ସ୍ୱପ୍ନର ଉତ୍ତରଟି ଉତ୍ତମ ଅର୍ଥ ଥିଲା। ତେଣୁ ସୂପକାର ଯୋଷେଫକୁ କହିଲା, “ମୁଁ ମଧ୍ୟ ଏକ ସ୍ୱପ୍ନ ଦେଖିଲି। ମୋର ସ୍ୱପ୍ନରେ ମୋ’ ମସ୍ତକ ଉପରେ ତିନୋଟି ଶୀଷା ଡାଲା ଥିଲା।


ସେତେବେଳେ ମୂଖ୍ୟ ପାନପାତ୍ରବାହକ ଫାରୋଙ୍କୁ ନିବେଦନ କଲା। ସେ କହିଲା, “ମୁଁ ଆଜି ସ୍ମରଣ କରୁଛି ଏକ ଅପରାଧ ମୁଁ କରିଥିଲି।”


Swiv nou:

Piblisite


Piblisite