Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 40:12 - ପବିତ୍ର ବାଇବଲ

12 ତହିଁରେ ଯୋଷେଫ ତାକୁ କହିଲେ, “ଏହାର ଅର୍ଥ ଏହି, ସେହି ତିନି ଶାଖା ତିନି ଦିନ ବୁଝାଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ତହିଁରେ ଯୋଷେଫ ତାହାକୁ କହିଲେ, ଏଥିର ଅର୍ଥ ଏହି; ସେହି ତିନି ଶାଖାରେ ତିନି ଦିନ ବୁଝାଏ।

Gade chapit la Kopi

ଓଡିଆ ବାଇବେଲ

12 ତହିଁରେ ଯୋଷେଫ ତାହାକୁ କହିଲେ, “ଏଥିର ଅର୍ଥ ଏହି; ସେହି ତିନି ଶାଖାରେ ତିନି ଦିନ ବୁଝାଏ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତହିଁରେ ଯୋଷେଫ ତାହାକୁ କହିଲେ, “ଏଥିର ଅର୍ଥ ଏହି; ସେହି ତିନି ଶାଖାରେ ତିନି ଦିନ ବୁଝାଏ।

Gade chapit la Kopi




ଆଦି ପୁସ୍ତକ 40:12
13 Referans Kwoze  

ସେହି ଲୋକଟିର ବନ୍ଧୁ ଏହି ସ୍ୱପ୍ନର ଅର୍ଥ ବୁଝି ପାରିଲା, ସେ କହିଲା, “ଇସ୍ରାଏଲରୁ ଆସିଥିବା ଯୋୟାସର ପୁତ୍ର ଗିଦିୟୋନଙ୍କର ‌‌ଖ‌ଡ଼୍‌ଗ ଏହା ଛଡ଼ା ଆଉ କିଛି ନୁହେଁ। ପରମେଶ୍ୱର ମିଦିୟନୀୟମାନଙ୍କୁ ଓ ସମସ୍ତ ଶିବିରକୁ ତାଙ୍କ ହସ୍ତରେ ଦେଇଛନ୍ତି।”


ସେଠାରେ ଜଣେ ଏବ୍ରୀୟ ଲୋକ ଯେ କି ଆମ୍ଭମାନଙ୍କ ସହିତ ବନ୍ଦୀଶାଳାରେ ଥିଲେ। ସେ ହେଉଛନ୍ତି ରକ୍ଷକ ସୈନ୍ୟାଧିପତିର ଦାସ। ଆମ୍ଭେ ଆମ୍ଭମାନଙ୍କର ସ୍ୱପ୍ନ ବିଷୟରେ ତାଙ୍କୁ କହିଲୁ। ଏବଂ ସେ ଆମ୍ଭକୁ ତାହା ସବୁ ବୁଝାଇ ଦେଲେ। ସେ ଆମ୍ଭ ଦୁଇଜଣଙ୍କର ସ୍ୱପ୍ନର ଅର୍ଥ ବୁଝାଇ ଦେଲେ।


ଯୋଷେଫ ଉତ୍ତର କଲେ, “ଏହି ତିନି ଡାଲାର ଅର୍ଥ ତିନି ଦିନ।


ହାଗାର ଆରବ ଦେଶସ୍ଥିତ ସୀନୟ ପର୍ବତର ପ୍ରତୀକ। ଏବେ ତାହା ଆଜିର ଯିରୁଶାଲମକୁ ସଂକେତ କରେ। ଏହା ନିଜ ସନ୍ତାନମାନଙ୍କ ସହିତ ଦାସତ୍ୱରେ ପଡ଼ିଅଛି।


ଓ ସମସ୍ତେ ସମାନ ଆତ୍ମିକ ପାନୀୟରୁ ପାନ କରିଥିଲେ। ସେମାନେ ସେହି ଆତ୍ମିକ ପଥରରୁ ବାହାରିବା ପାଣି ପିଇଥିଲେ। ସେହି ପଥର ଖ୍ରୀଷ୍ଟ ଥିଲେ।


ସେମାନେ ଖାଉଥିବା ବେଳେ, ଯୀଶୁ ରୋଟୀ ନେଲେ। ସେହି ରୋଟୀ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ। ତା'ପରେ ରୋଟୀ ଛିଣ୍ଡେଇଲେ, ତାହାକୁ ଶିଷ୍ୟମାନଙ୍କୁ ଦେଲେ। ଯୀଶୁ କହିଲେ, “ଏହି ରୋଟୀ ନିଅ ଓ ଖାଅ। ଏ ରୋଟୀ ମୋର ଶରୀର।”


ସେତେବେଳେ ମୋ’ ହସ୍ତରେ ଫାରୋଙ୍କର ପାନପାତ୍ର ଥିବାରୁ ସେହି ପାତ୍ରରେ ମୁଁ ସେହି ଦ୍ରାକ୍ଷାଫଳ ଘେନି ଚିପୁଡ଼ି ଫାରୋଙ୍କର ହସ୍ତରେ ସେହି ପାତ୍ର ଦେଲି।”


ତିନି ଦିନ ମଧ୍ୟରେ ଫାରୋ ତୁମ୍ଭର ମସ୍ତକ ଉଠାଇ ତୁମ୍ଭକୁ ନିଜ ପଦରେ ପୁନର୍ବାର ନିଯୁକ୍ତି ଦେବେ। ତହିଁରେ ତୁମ୍ଭେ ପୂର୍ବପରି ପାନପାତ୍ରବାହକ ହୋଇ ପୁନର୍ବାର ଫାରୋଙ୍କ ହସ୍ତରେ ପାନପାତ୍ର ଦେବ।


“ମୁଁ, ରାଜା ନବୂଖ‌ଦ୍‌ନିତ୍ସର, ଏହି ସ୍ୱପ୍ନ ଦେଖିଥିଲି। ବର୍ତ୍ତମାନ ହେ ବେ‌‌ଲ୍‌‌‌‌ଟଶତ୍ସର, ଏହାର ଅର୍ଥ ବ୍ୟାଖ୍ୟା କର। ମୋ’ ରାଜ୍ୟର ସମସ୍ତ ବିଦ୍ୱାନ ଲୋକମାନେ ଏହାର ଅର୍ଥ ବ୍ୟାଖ୍ୟା କରିବାକୁ ଅକ୍ଷମ ଅଟନ୍ତି। ମାତ୍ର ତୁମ୍ଭେ କେବଳ ଜଣେ, ଯିଏ କି ଏହା କରି ପାରିବ। କାରଣ ତୁମ୍ଭ ଅନ୍ତରରେ ପବିତ୍ର ପରମେଶ୍ୱରଙ୍କର ଆତ୍ମା ବିରାଜିତ ଅଟେ।”


ପରମେଶ୍ୱର ଯାହା କରିବାକୁ ଉଦ୍ୟତ ତାହା ଫାରୋଙ୍କୁ ଦେଖାଇ ଅଛନ୍ତି।


Swiv nou:

Piblisite


Piblisite