Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 40:2 - ପବିତ୍ର ବାଇବଲ

2 ତହିଁରେ ଫାରୋ ଏଇ ଦୁଇଟି ସେବକଙ୍କ ପ୍ରତି କ୍ରୋଧିତ ଥିଲେ, ରାଜାଙ୍କର ମୂଖ୍ୟ ପାନପାତ୍ର ବାହାକ ଓ ମୁଖ୍ୟ ସୂପକାର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତହିଁରେ ଫାରୋ ଆପଣାର ପ୍ରଧାନ ପାନପାତ୍ରବାହକ ଓ ପ୍ରଧାନ ସୂପକାର ଏହି ଦୁଇ ଭୃତ୍ୟ ପ୍ରତି କ୍ରୁଦ୍ଧ ହେଲେ,

Gade chapit la Kopi

ଓଡିଆ ବାଇବେଲ

2 ତହିଁରେ ଫାରୋ ଆପଣାର ପ୍ରଧାନ ପାନପାତ୍ର ବାହକ ଓ ପ୍ରଧାନ ସୂପକାର ଏହି ଦୁଇ ଭୃତ୍ୟ ପ୍ରତି କ୍ରୁଦ୍ଧ ହେଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତହିଁରେ ଫାରୋ ଆପଣାର ପ୍ରଧାନ ପାନପାତ୍ରବାହକ ଓ ପ୍ରଧାନ ସୂପକାର ଏହି ଦୁଇ ଭୃତ୍ୟ ପ୍ରତି କ୍ରୁଦ୍ଧ ହେଲେ,

Gade chapit la Kopi




ଆଦି ପୁସ୍ତକ 40:2
11 Referans Kwoze  

ରାଜାଙ୍କର କ୍ରୋଧ ମୃତ୍ୟୁର ଦୂତପରି। ମାତ୍ର ଜ୍ଞାନୀଲୋକ ତାହା ଶାନ୍ତ କରେ।


ହେରୋଦ ସୋର ଓ ସୀଦୋନର ଲୋକମାନଙ୍କ ଉପରେ ଭୀଷଣ ରାଗୁଥିଲେ। ସେମାନେ ଦଳ ଦଳ ହୋଇ ତାହାଙ୍କୁ ଦେଖିବାକୁ ଆସିଲେ। ସେମାନେ ରାଜାଙ୍କର ବ୍ୟକ୍ତିଗତ ଗ୍ଭକର ବ୍ଲାସ୍ତଙ୍କ ସାହାଯ୍ୟ ନେଲେ। ସେମାନେ ହେରୋଦଙ୍କ ସହିତ ଶାନ୍ତିସନ୍ଧି ରଖିଲେ, କାରଣ ରାଜାଙ୍କ ଦେଶରୁ ସେମାନଙ୍କ ଦେଶକୁ ଖାଦ୍ୟ ଆସୁଥିଲା।


କଠୋର ହୃଦୟ ଓ କ୍ରୋଧ ପ୍ରଳୟଙ୍କାରୀ, କେହି ଅନ୍ତର୍ଜ୍ୱାଳା ଆଗରେ ଠିଆ ହୋଇ ପାରିବ ନାହିଁ।


ଅତି ରାଗୀ ଲୋକ ଶାସ୍ତି ଭୋଗ କରିବ। ଯେହେତୁ ତୁମ୍ଭେ ତାକୁ ଥରେ ଉଦ୍ଧାର କଲେ ତାହା ତୁମ୍ଭକୁ ପୁନର୍ବାର କରିବାକୁ ହେବ।


ରାଜାର କ୍ରୋଧ ସିଂହର ଗର୍ଜନ ସଦୃଶ। କିନ୍ତୁ ତା'ର ଅନୁଗ୍ରହ ତୃଣ ଉପରେ ଥିବା କାକର ତୁଲ୍ୟ।


ହେ ପରମେଶ୍ୱର, ଯେତେବେଳେ ତୁମ୍ଭେ ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅ, ଲୋକମାନେ ତୁମ୍ଭକୁ ସମ୍ମାନ ଦିଅନ୍ତି। ତୁମ୍ଭେ ଆପଣା କ୍ରୋଧ ପ୍ରକାଶ କର ଏବଂ ତିଷ୍ଟି ରହିବା ଲୋକମାନେ ଶକ୍ତିଶାଳୀ ହୁଅନ୍ତୁ।


ରାମାଥୀୟଙ୍କ ପୁତ୍ର ଶିମିୟି ଦ୍ରାକ୍ଷାକ୍ଷେତ୍ର‌ଗୁଡ଼ିକର ଦାୟିତ୍ୱରେ ଥିଲେ। ଶିଫମୀର ପୁତ୍ର ଜାବଦି ସଂଗ୍ରହାଗାର ଓ ଦ୍ରାକ୍ଷାକ୍ଷେତମାନଙ୍କରୁ ଆସୁଥିବା ମଦ୍ୟର ଦାୟିତ୍ୱରେ ଥିଲେ।


କିଛିଦିନ ପରେ ମିସ୍ରୀୟ ରାଜାଙ୍କର ପାନପତ୍ରବାହକ ଓ ସୂପକାର ଆପଣାମାନଙ୍କର ମୁନିବ ମିସ୍ରୀୟ ରାଜାଙ୍କୁ ଅସନ୍ତୁଷ୍ଟ କଲେ।


ଯେପରି ଯୋଷେଫ ତା'ର ସ୍ୱପ୍ନର ଅର୍ଥ ବିଷୟରେ କହିଥିଲେ, ସେହିପରି ଫାରୋ, ମୂଖ୍ୟ ପାନପାତ୍ରବାହକକୁ ତାହାର ନିଜ ପଦରେ ପୁନର୍ବାର ନିଯୁକ୍ତ କଲେ। ତହିଁରେ ସେ ଫାରୋଙ୍କର ହସ୍ତରେ ପାନପାତ୍ର ଦେବାକୁ ଲାଗିଲା।


ତଥାପି ପ୍ରଧାନ ପାନପାତ୍ରବାହକ ଯୋଷେଫଙ୍କୁ ସ୍ମରଣ କଲା ନାହିଁ। ସେ ଯୋଷେଫଙ୍କ କଥା ଭୁଲି ଯାଇଥିଲା।


ଆପଣ ମୋ’ ପ୍ରତି କ୍ରୋଧିତ ହୋଇ ଏବଂ ପ୍ରଧାନ ସୂପକାର ଓ ଆମ୍ଭମାନଙ୍କୁ କାରାବାସ କରିଥିଲେ।


Swiv nou:

Piblisite


Piblisite