ଆଦି ପୁସ୍ତକ 40:8 - ପବିତ୍ର ବାଇବଲ8 ସେହି ଦୁଇ ବନ୍ଦୀ ଉତ୍ତର ଦେଲେ, “ଆମ୍ଭେ କାଲି ରାତିରେ ସ୍ୱପ୍ନ ଦେଖିଲୁ, କିନ୍ତୁ ତାହା ବୁଝି ପାରୁ ନାହୁଁ। ସେହି ସ୍ୱପ୍ନର ବ୍ୟାଖ୍ୟା କରିବାକୁ କେହି ନାହିଁ।” ତେବେ ଯୋଷେଫ ସେମାନଙ୍କୁ କହିଲେ, “ପରମେଶ୍ୱର ଜଣେ ଯେ କି ସ୍ୱପ୍ନ ବୁଝିପାରନ୍ତି ଏବଂ ବ୍ୟାଖ୍ୟା ବି କରି ପାରନ୍ତି। ତେଣୁ ମୁଁ ତୁମ୍ଭକୁ ଅନୁରୋଧ କରୁଛି ସେହି ସ୍ୱପ୍ନ ବିଷୟରେ ଆମ୍ଭକୁ କୁହ।” Gade chapit laପବିତ୍ର ବାଇବଲ (Re-edited) - (BSI)8 ସେମାନେ କହିଲେ, ଆମ୍ଭେମାନେ ସ୍ଵପ୍ନ ଦେଖିଅଛୁ, ମାତ୍ର ତହିଁର ଅର୍ଥ କରିବାକୁ କେହି ନାହିଁ। ତେବେ ଯୋଷେଫ ସେମାନଙ୍କୁ କହିଲେ, ଅର୍ଥଜ୍ଞାନ କି ପରମେଶ୍ଵରଙ୍କର ଅଧୀନ ନୁହେଁ? ବିନୟ କରୁଅଛି, ତୁମ୍ଭମାନଙ୍କ ସ୍ଵପ୍ନ ମୋତେ କୁହ। Gade chapit laଓଡିଆ ବାଇବେଲ8 ସେମାନେ କହିଲେ, “ଆମ୍ଭେମାନେ ସ୍ୱପ୍ନ ଦେଖିଅଛୁ, ମାତ୍ର ତହିଁର ଅର୍ଥ କରିବାକୁ କେହି ନାହିଁ।” ତେବେ ଯୋଷେଫ ସେମାନଙ୍କୁ କହିଲେ, “ଅର୍ଥର ଜ୍ଞାନ କି ପରମେଶ୍ୱରଙ୍କର ଅଧୀନ ନୁହେଁ ? ବିନୟ କରୁଅଛି, ତୁମ୍ଭମାନଙ୍କ ସ୍ୱପ୍ନ ମୋତେ କୁହ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସେମାନେ କହିଲେ, “ଆମ୍ଭେମାନେ ସ୍ୱପ୍ନ ଦେଖିଅଛୁ, ମାତ୍ର ତହିଁର ଅର୍ଥ କରିବାକୁ କେହି ନାହିଁ।” ତେବେ ଯୋଷେଫ ସେମାନଙ୍କୁ କହିଲେ, “ଅର୍ଥର ଜ୍ଞାନ କି ପରମେଶ୍ୱରଙ୍କର ଅଧୀନ ନୁହେଁ? ବିନୟ କରୁଅଛି, ତୁମ୍ଭମାନଙ୍କ ସ୍ୱପ୍ନ ମୋତେ କୁହ।” Gade chapit la |
କେତେକ ଲୋକ କୁହନ୍ତି, “ଭବିଷ୍ୟଦ୍ବକ୍ତା ଓ ଗୁଣିଆମାନଙ୍କୁ କ’ଣ କରିବାକୁ ହେବ ପଗ୍ଭର। ଏହି ଆଗତ ଭବିଷ୍ୟତ କହୁଥିବା ବ୍ୟକ୍ତି ଓ ଗୁଣିଆଗଣ ପକ୍ଷୀ ପରି ଗୁଣୁଗୁଣୁ ହୋଇ ମନ୍ତ୍ର କୁହନ୍ତି, ଫଳରେ ଲୋକମାନେ ଭାବନ୍ତି ସେମାନେ ବହୁ ଗୋପନୀୟ ମୃତ ଓ ଜୀବିତମାନଙ୍କ ବିଷୟରେ ଜାଣନ୍ତି।” ମାତ୍ର ମୁଁ ତୁମ୍ଭକୁ କହୁଛି ଯେ “ଲୋକମାନେ ସେମାନଙ୍କର ପରମେଶ୍ୱରଙ୍କୁ ସାହାଯ୍ୟ ଭିକ୍ଷା କରିବା ଉଚିତ୍। ସେହି ଆଗତ ଭବିଷ୍ୟତ କହୁଥିବା ବ୍ୟକ୍ତି ଓ ଗୁଣିଆଗଣ ମୃତ ବ୍ୟକ୍ତିଙ୍କ ବିଷୟରେ ପଗ୍ଭରନ୍ତି। ସେମାନେ କ’ଣ ଜୀବିତମାନଙ୍କ ବିଷୟରେ ମୃତମାନଙ୍କଠାରୁ ଜାଣି ପାରିବେ?”