ଆଦି ପୁସ୍ତକ 41:3 - ପବିତ୍ର ବାଇବଲ3 ପୁଣି ସାତୋଟି ଦୁର୍ବଳ, ରୁଗ୍ଣ ଦେଖାଯାଉଥିବା ଗାଈ ନଦୀ ମଧ୍ୟରୁ ବାହାରିଲେ। ଏବଂ ନଦୀ କୂଳରେ ସେହି ସ୍ୱାସ୍ଥ୍ୟବାନ ଗାଈମାନଙ୍କ ପାଖରେ ଛିଡ଼ା ହେଲେ। କିନ୍ତୁ ସେହି ଗାଈଗୁଡ଼ିକ ଦୁର୍ବଳ ଓ ରୋଗୀଣା ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)3 ସେମାନଙ୍କ ଉତ୍ତାରେ ଦେଖ, ଅନ୍ୟସାତୁଟା କୃଶ ଓ କୁତ୍ସିତ ଗୋରୁ ନଦୀରୁ ଉଠି ନଦୀ ତଟରେ ସେହି ଗୋରୁମାନଙ୍କ ପାଖରେ ଠିଆ ହେଲେ। Gade chapit laଓଡିଆ ବାଇବେଲ3 ସେମାନଙ୍କ ଉତ୍ତାରେ ଦେଖ, ଅନ୍ୟ ସାତୁଟା କୃଶ ଓ କୁତ୍ସିତ ଗୋରୁ ନଦୀରୁ ଉଠି ନଦୀ ତଟରେ ସେହି ଗୋରୁମାନଙ୍କ ପାଖରେ ଠିଆ ହେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେମାନଙ୍କ ଉତ୍ତାରେ ଦେଖ, ଅନ୍ୟ ସାତୋଟି କୃଶ ଓ କୁତ୍ସିତ ଗୋରୁ ନଦୀରୁ ଉଠି ନଦୀ ତଟରେ ସେହି ଗୋରୁମାନଙ୍କ ପାଖରେ ଠିଆ ହେଲେ। Gade chapit la |