Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 42:11 - ପବିତ୍ର ବାଇବଲ

11 ଆମ୍ଭେ ସମସ୍ତେ ଭାଇ, ଆମ୍ଭମାନଙ୍କର ପିତା ଏକ। ଆମ୍ଭେ ସଚ୍ଚୋଟ ଲୋକ ଅଟୁ। ଆମ୍ଭେ ଆପଣଙ୍କ ଦାସ, ଆମ୍ଭେ ଗୁପ୍ତଚର ନୋହୁଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଆମ୍ଭେମାନେ ସମସ୍ତେ ଏକ ବ୍ୟକ୍ତିର ପୁତ୍ର, ଆମ୍ଭେମାନେ ବିଶ୍ଵାସ୍ୟ ଲୋକ, ଆପଣଙ୍କ ଏହି ଦାସମାନେ ଚର ନୁହନ୍ତି।

Gade chapit la Kopi

ଓଡିଆ ବାଇବେଲ

11 ଆମ୍ଭେମାନେ ସମସ୍ତେ ଏକ ବ୍ୟକ୍ତିର ପୁତ୍ର, ଆମ୍ଭେମାନେ ସଚ୍ଚୋଟ ଲୋକ, ଆପଣଙ୍କ ଏହି ଦାସମାନେ ଚୋର ନୁହଁନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆମ୍ଭେମାନେ ସମସ୍ତେ ଏକ ବ୍ୟକ୍ତିର ପୁତ୍ର, ଆମ୍ଭେମାନେ ସଚ୍ଚୋଟ ଲୋକ, ଆପଣଙ୍କ ଏହି ଦାସମାନେ ଚୋର ନୁହନ୍ତି।”

Gade chapit la Kopi




ଆଦି ପୁସ୍ତକ 42:11
8 Referans Kwoze  

ଯଦି ତୁମ୍ଭେମାନେ ବାସ୍ତବରେ ବିଶ୍ୱାସୀ ଲୋକ, ତେବେ ତୁମ୍ଭ ଭାଇମାନଙ୍କ ମଧ୍ୟରୁ କେହି ଜଣେ କାରାଗାରରେ ରହୁ। ଏବଂ ଅନ୍ୟ ସମସ୍ତେ ତୁମ୍ଭ ଲୋକମାନଙ୍କ ପାଇଁ ଶସ୍ୟ ନେଇ ଯାଇପାର।


ବରଂ ପରମେଶ୍ୱରଙ୍କ ସେବକ ରୂପରେ ଆମ୍ଭେମାନେ ପ୍ରତ୍ୟେକ ଭାବରେ ନିଜକୁ ଭଲ ପ୍ରମାଣିତ କରୁ ଓ ଦୁଃଖ, କଷ୍ଟ ତଥା ବଡ଼ ସମସ୍ୟା ମଧ୍ୟରେ ଅନେକ କଠୋର ତଥା ଧୈର୍ଯ୍ୟପୂର୍ବକ ସହୁ।


ଯେଉଁ ଲୋକ ନିଜର ଚିନ୍ତାଧାରା ପ୍ରଗ୍ଭର କରେ, ସେ ନିଜ ପାଇଁ ସମ୍ମାନ ଗ୍ଭହେଁ କିନ୍ତୁ ଯେଉଁ ଲୋକ ନିଜ ପ୍ରେରଣକର୍ତ୍ତାଙ୍କର ସମ୍ମାନ ଗ୍ଭହେଁ, ସେ ସତ୍ୟ କହେ। ତା’ ପାଖରେ କିଛି ମିଥ୍ୟା ନାହିଁ।


ତା'ପରେ ଯୋଷେଫ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆମ୍ଭର ଦୂର୍ବଳତା ଜାଣିବା ପାଇଁ ଏଠାକୁ ଆସିଅଛ।”


ମୁଁ ତୁମ୍ଭମାନଙ୍କ ମଧ୍ୟରୁ ଜଣକୁ ଛାଡ଼ିବି ସେ ଯାଇ ତୁମ୍ଭର ସାନ ଭାଇକୁ ଏଠାକୁ ନେଇ ଆସିବ। ସେ ଆସିବା ପର୍ଯ୍ୟନ୍ତ ତୁମ୍ଭେମାନେ ବନ୍ଦୀଶାଳାରେ ରହିବ। ମୁଁ ଦେଖିବି ତୁମ୍ଭେମାନେ ସତ କହୁଛ ନା ତୁମ୍ଭେମାନେ ଚର, ଆମ୍ଭେ ଫାରୋଙ୍କ ଜୀବନ ଦେଇ ଶପଥ କରୁଛୁ।”


କିନ୍ତୁ ଆମ୍ଭେ କହିଲୁ, ‘ଆମ୍ଭେ ଗୁପ୍ତଚର ନୋହୁଁ। ଆମ୍ଭେ ସାଧୁ ଲୋକ ଅଟୁ।


ଭାଇମାନେ ଉତ୍ତର ଦେଲେ, “ସେ ଲୋକ ଆମ୍ଭମାନଙ୍କୁ ବହୁତ ଗୁଡ଼ିଏ ପ୍ରଶ୍ନ ପଗ୍ଭରିଲେ। ସେ ଆମ୍ଭ ବିଷୟରେ ଓ ଆମ୍ଭ ପରିବାର ବିଷୟରେ ସବୁ ଜାଣିବାକୁ ଗ୍ଭହିଁଲେ। ସେ ଆମ୍ଭମାନଙ୍କୁ ପଗ୍ଭରିଲେ, ‘ତୁମ୍ଭର ପିତା କ’ଣ ଏବେ ବି ଜୀବିତ? ତୁମ୍ଭର ଆଉ କୌଣସି ଭାଇ ଗୃହରେ ଅଛି କି?’ ଆମ୍ଭେ ଜାଣି ନ ଥିଲୁ ସେ ଆମ୍ଭକୁ କହିବ ଯେ ତୁମ୍ଭର ଭାଇକୁ ଏଠାକୁ ଆଣ।”


Swiv nou:

Piblisite


Piblisite