Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 42:12 - ପବିତ୍ର ବାଇବଲ

12 ତା'ପରେ ଯୋଷେଫ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆମ୍ଭର ଦୂର୍ବଳତା ଜାଣିବା ପାଇଁ ଏଠାକୁ ଆସିଅଛ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ତେବେ ସେ ସେମାନଙ୍କୁ କହିଲେ, ନା, ନା, ତୁମ୍ଭେମାନେ ଦେଶର ଛିଦ୍ର ଅନୁସନ୍ଧାନ କରିବାକୁ ଆସିଅଛ।

Gade chapit la Kopi

ଓଡିଆ ବାଇବେଲ

12 ତେବେ ସେ ସେମାନଙ୍କୁ କହିଲେ, “ନା, ନା, ତୁମ୍ଭେମାନେ ଦେଶର ଛିଦ୍ର ଅନୁସନ୍ଧାନ କରିବାକୁ ଆସିଅଛ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତେବେ ସେ ସେମାନଙ୍କୁ କହିଲେ, “ନା, ନା, ତୁମ୍ଭେମାନେ ଦେଶର ଛିଦ୍ର ଅନୁସନ୍ଧାନ କରିବାକୁ ଆସିଅଛ।”

Gade chapit la Kopi




ଆଦି ପୁସ୍ତକ 42:12
4 Referans Kwoze  

ଆମ୍ଭେ ସମସ୍ତେ ଭାଇ, ଆମ୍ଭମାନଙ୍କର ପିତା ଏକ। ଆମ୍ଭେ ସଚ୍ଚୋଟ ଲୋକ ଅଟୁ। ଆମ୍ଭେ ଆପଣଙ୍କ ଦାସ, ଆମ୍ଭେ ଗୁପ୍ତଚର ନୋହୁଁ।”


ଏବଂ ଭାଇମାନେ କହିଲେ, “ନା! ଆମ୍ଭେ ସମସ୍ତେ ଭାଇ ଆମ୍ଭ ପରିବାରର ଆମ୍ଭେ ବାର ଜଣ ଭାଇ ଅଟୁ। ଆମ୍ଭ ସମସ୍ତଙ୍କର ପିତା ଏକ। ଆମ୍ଭର ସାନଭାଇ ଆମ୍ଭର ଗୃହରେ ପିତାଙ୍କ ନିକଟରେ ଅଛି। ଆଉ ଏକ ଭାଇ ବହୁତ ପୂର୍ବରୁ ମରିଯାଇଛି। ଆମ୍ଭେମାନେ ଆପଣଙ୍କ ନିକଟରେ ଦାସତୁଲ୍ୟ। ଆମ୍ଭେମାନେ କିଣାନ ଦେଶରୁ ଆସିଅଛୁ।”


କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ ତୁମ୍ଭର ସତ୍ୟତାର ପ୍ରମାଣ ଦେଖାଅ। ଫାରୋଙ୍କ ନାମରେ ମୁଁ ଶପଥ କରୁଛି ଯେ, ତୁମ୍ଭର ସାନଭାଇ ଏଠାକୁ ନ ଆସିବା ପର୍ଯ୍ୟନ୍ତ ମୁଁ ତୁମ୍ଭମାନଙ୍କୁ ଯିବାକୁ ଦେବି ନାହିଁ।


ଆପଣ ଜାଣନ୍ତି ଅ‌‌ବ୍‌‌ନର‌ ହେଉଛି ନରର ପୁତ୍ର, ଆପଣ ଜାଣନ୍ତି ଯେ, ସେ ଆପଣଙ୍କ ପାଖକୁ ଛଳନା କରିବାକୁ ଆସିଥିଲା ଓ ଆପଣ କ’ଣ କରୁଥିଲେ ତାହା ଖୋଜିବାକୁ ସେ ଆସିଥିଲା।”


Swiv nou:

Piblisite


Piblisite