Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 42:2 - ପବିତ୍ର ବାଇବଲ

2 ମୁଁ ଶୁଣିଛି ଯେ ମିଶରରେ ଖାଦ୍ୟଶସ୍ୟ ବିକ୍ରୟ କରାଯାଉଅଛିା ତେଣୁ ତୁମ୍ଭେ ଯାଇ ଆମ୍ଭମାନଙ୍କ ପାଇଁ ଖାଦ୍ୟ ଶସ୍ୟ କିଣିଆଣ। ତହିଁରେ ଆମ୍ଭେମାନେ ମରି ନ ଯାଇ ବଞ୍ଚି ପାରିବା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସେ ଆହୁରି କହିଲେ, ଦେଖ, ମୁଁ ଶୁଣିଲି, ମିସର ଦେଶରେ ଶସ୍ୟ ଅଛି; ଏଣୁ ତୁମ୍ଭେମାନେ ସେଠାକୁ ଯାଇ ଆମ୍ଭମାନଙ୍କ ନିମନ୍ତେ ଶସ୍ୟ କିଣି ଆଣ; ତହିଁରେ ଆମ୍ଭେମାନେ ନ ମରି ବଞ୍ଚିବା।

Gade chapit la Kopi

ଓଡିଆ ବାଇବେଲ

2 ସେ ଆହୁରି କହିଲେ, “ଦେଖ, ମୁଁ ଶୁଣିଲି, ମିସର ଦେଶରେ ଶସ୍ୟ ଅଛି; ଏଣୁ ତୁମ୍ଭେମାନେ ସେଠାକୁ ଯାଇ ଆମ୍ଭମାନଙ୍କ ନିମନ୍ତେ ଶସ୍ୟ କିଣି ଆଣ; ତହିଁରେ ଆମ୍ଭେମାନେ ନ ମରି ବଞ୍ଚିବା।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେ ଆହୁରି କହିଲେ, “ଦେଖ, ମୁଁ ଶୁଣିଲି, ମିସର ଦେଶରେ ଶସ୍ୟ ଅଛି; ଏଣୁ ତୁମ୍ଭେମାନେ ସେଠାକୁ ଯାଇ ଆମ୍ଭମାନଙ୍କ ନିମନ୍ତେ ଶସ୍ୟ କିଣି ଆଣ; ତହିଁରେ ଆମ୍ଭେମାନେ ନ ମରି ବଞ୍ଚିବା।”

Gade chapit la Kopi




ଆଦି ପୁସ୍ତକ 42:2
11 Referans Kwoze  

ଏହା ପରେ ଯିହୁଦା ତାଙ୍କର ପିତାଙ୍କୁ କହିଲା, “ବିନ୍ୟାମୀନକୁ ମୋ’ ସହିତ ଯିବାକୁ ଦିଅ। ମୁଁ ତା'ର ଯତ୍ନ ନେବି। ଆମ୍ଭମାନଙ୍କୁ ମିଶରକୁ ଯାଇ ଖାଦ୍ୟ ଆଣିବାକୁ ଅଛି। ଯଦି ଆମ୍ଭେ ନ ଯାଉ ତେବେ ଆମ୍ଭେ ସମସ୍ତେ ମରିବା, ଏପରିକି ଆମ୍ଭର ପିଲାମାନେ ମଧ୍ୟ ମରିବେ।


ଯୀଶୁ ଉତ୍ତରରେ କହିଲେ, “ଶାସ୍ତ୍ରରେ ଏହା ଲେଖାଅଛି, ‘ମଣିଷ କେବଳ ଖାଦ୍ୟରେ ବଞ୍ଚିବ ନାହିଁ, କିନ୍ତୁ ତା'ର ଜୀବନ ପରମେଶ୍ୱରଙ୍କ ମୁଖରୁ ବାହାରି ଥିବା ପ୍ରତ୍ୟେକ ବାକ୍ୟରେ ହିଁ ବଞ୍ଚିବ।’”


ସେହି ସମୟରେ ହିଜକିୟ ସାଂଘାତିକ ରୋଗରେ ପୀଡ଼ିତ ହେଲେ। ତେଣୁ ଆମୋସଙ୍କ ପୁତ୍ର ଭବିଷ୍ୟ‌ଦ୍‌ବକ୍ତା ଯିଶାଇୟ ତାଙ୍କ ନିକଟକୁ ଆସି କହିଲେ, “ସଦାପ୍ରଭୁ ମୋତେ ଏହିକଥା କହିଛନ୍ତି, ‘ତୁମ୍ଭେ କେବେ ଆରୋଗ୍ୟ ହେବ ନାହିଁ, ତୁମ୍ଭେ ନିଶ୍ଚୟ ମରିବ। ତେଣୁ ତୁମ୍ଭେ ତୁମ୍ଭର ଗୃହକୁ ସଜାଡ଼।’”


ମୁଁ ମରିବି ନାହିଁ କିନ୍ତୁ ବଞ୍ଚିବି ଏବଂ ସଦାପ୍ରଭୁଙ୍କ କର୍ମସବୁ ବର୍ଣ୍ଣନା କରିବି।


ଯୋଷେଫ କହିଲେ, “ଶୀଘ୍ର ମୋର ପିତାଙ୍କ ନିକଟକୁ ଯାଅ। ତାଙ୍କୁ କୁହ ତୁମ୍ଭର ପୁତ୍ର ଯୋଷେଫ ଏହି ବାର୍ତ୍ତା ଦେଇଛନ୍ତି। ‘ପରମେଶ୍ୱର ମୋତେ ମିଶରର ରାଜ୍ୟପାଳ କରିଛନ୍ତି। ତେଣୁ ମୋ’ ପାଖକୁ ଆସ ଅପେକ୍ଷା କର ନାହିଁ। ଶୀଘ୍ର ଆସ।


ଯଦି ତୁମ୍ଭେ ବିନ୍ୟାମୀନକୁ ଆମ୍ଭ ସହିତ ପଠାଅ, ତେବେ ଆମ୍ଭେ ଯାଇ ଶସ୍ୟ କ୍ରୟ କରି ପାରିବୁ।


ଯାକୁବଙ୍କର ପରିବାର ମିଶରରୁ ଆଣିଥିବା ସମସ୍ତ ଖାଦ୍ୟ ଦ୍ରବ୍ୟ ଖାଇ ଦେଲେ। ଯେତେବେଳେ ସେହି ଶସ୍ୟସବୁ ସରିଗଲା। ଯାକୁବ ତାଙ୍କର ପୁତ୍ରମାନଙ୍କୁ କହିଲେ, “ମିଶରକୁ ଯାଇ ଆମ୍ଭମାନଙ୍କ ପାଇଁ ଆଉ କିଛି ଶସ୍ୟ ଖାଇବା ପାଇଁ ଆଣ।”


“ମିଶରରେ ଶସ୍ୟଥିବା ଖବର ଶୁଣି ଯାକୁବ ପ୍ରଥମେ ଆମ୍ଭ ପୂର୍ବପୁରୁଷମାନଙ୍କୁ ସେଠାକୁ ପଠାଇଲେ।


ତେଣୁ ଯୋଷେଫଙ୍କର ଦଶଭାଇ ମିଶରକୁ ଗଲେ ଖାଦ୍ୟ ଶସ୍ୟ କିଣିବା ପାଇଁ।


ଯେଉଁମାନେ ସଦାପ୍ରଭୁଙ୍କୁ ଉପାସନା କରନ୍ତି, ପରମେଶ୍ୱର ସେମାନଙ୍କର ଯତ୍ନ ନିଅନ୍ତି ଓ ସେମାନଙ୍କ ଉପରେ ଦୃଷ୍ଟି ରଖନ୍ତି। ଯେଉଁମାନେ ତାଙ୍କର ଉପାସନା କରନ୍ତି, ସେହିମାନେ ତାଙ୍କର ସ୍ୱର୍ଗୀୟ କରୁଣାରେ ରକ୍ଷା ପାଆନ୍ତି।


ପ୍ରଭୁ ସେହି ଲୋକମାନଙ୍କୁ ମୃତ୍ୟୁ ମୁଖରୁ ରକ୍ଷା କରନ୍ତି। ସେ ସେମାନଙ୍କୁ ଶକ୍ତି ପ୍ରଦାନ କରନ୍ତି। ଯେତେବେଳେ ସେମାନେ ଅତ୍ୟନ୍ତ ଭୋକିଲା ଥା’ନ୍ତି।


Swiv nou:

Piblisite


Piblisite