ଆଦି ପୁସ୍ତକ 42:21 - ପବିତ୍ର ବାଇବଲ21 ସେମାନଙ୍କ ମଧ୍ୟରେ କଥାବାର୍ତ୍ତା ହେଲେ, “ଆମ୍ଭେମାନେ ଆମ୍ଭର ସାନ ଭାଇ ଯୋଷେଫକୁ ହତ୍ୟା କରିଥିବାରୁ ଆମ୍ଭେମାନେ ଦଣ୍ଡ ଭୋଗୁଅଛୁ। ଆମ୍ଭେମାନେ ଦେଖିଥିଲୁ ସେ କି କଷ୍ଟ ପାଉଥିଲା। ତାକୁ ରକ୍ଷା କରିବାକୁ ସେ କେତେ ଅନୁରୋଧ କରିଥିଲା। କିନ୍ତୁ ଆମ୍ଭେ ତା’ ପ୍ରତି କର୍ଣ୍ଣପାତ କରି ନ ଥିଲୁ। ତେଣୁ ବର୍ତ୍ତମାନ ଆମ୍ଭେ ବିପଦରେ ପଡ଼ିଅଛୁ।” Gade chapit laପବିତ୍ର ବାଇବଲ (Re-edited) - (BSI)21 ଅନନ୍ତର ସେମାନେ ପରସ୍ପର କୁହାକୁହି ହେଲେ, ଆମ୍ଭେମାନେ ଆପଣା ଭାଇ ବିଷୟରେ ନିଶ୍ଚୟ ଅପରାଧୀ ଅଟୁ; ସେ ଆମ୍ଭମାନଙ୍କୁ ବିନତି କରିବା ବେଳେ ଆମ୍ଭେମାନେ ତାହା ପ୍ରାଣର ବ୍ୟାକୁଳତା ଦେଖିଲେ ହେଁ ତାହା ଶୁଣିଲୁ ନାହିଁ, ତେଣୁକରି ଆମ୍ଭମାନଙ୍କୁ ଏହି ବିପତ୍ତି ଘଟିଅଛି। Gade chapit laଓଡିଆ ବାଇବେଲ21 ଏଥିଉତ୍ତାରେ ସେମାନେ ପରସ୍ପର କୁହାକୁହି ହେଲେ, “ଆମ୍ଭେମାନେ ଆପଣା ଭାଇ ବିଷୟରେ ନିଶ୍ଚୟ ଅପରାଧୀ ଅଟୁ; ସେ ଆମ୍ଭମାନଙ୍କୁ ବିନତି କରିବା ବେଳେ ଆମ୍ଭେମାନେ ତାହା ପ୍ରାଣର ବ୍ୟାକୁଳତା ଦେଖିଲେ ହେଁ ତାହା ଶୁଣିଲୁ ନାହିଁ, ତେଣୁକରି ଆମ୍ଭମାନଙ୍କୁ ଏହି ବିପତ୍ତି ଘଟିଅଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏଥିଉତ୍ତାରେ ସେମାନେ ପରସ୍ପର କୁହାକୁହି ହେଲେ, “ଆମ୍ଭେମାନେ ଆପଣା ଭାଇ ବିଷୟରେ ନିଶ୍ଚୟ ଅପରାଧୀ ଅଟୁ; ସେ ଆମ୍ଭମାନଙ୍କୁ ବିନତି କରିବା ବେଳେ ଆମ୍ଭେମାନେ ତାହା ପ୍ରାଣର ବ୍ୟାକୁଳତା ଦେଖିଲେ ହେଁ ତାହା ଶୁଣିଲୁ ନାହିଁ, ତେଣୁକରି ଆମ୍ଭମାନଙ୍କୁ ଏହି ବିପତ୍ତି ଘଟିଅଛି।” Gade chapit la |
ତୁମ୍ଭ ନିଜର ଦୁଷ୍କର୍ମ ତୁମ୍ଭକୁ ଶାସ୍ତି ଦେବ। ଓ ତୁମ୍ଭର ବିପଥଗାମୀତ୍ୱ ତୁମ୍ଭକୁ ଶିକ୍ଷା ଦେବ। ତୁମ୍ଭେ ଉତ୍ତମ ରୂପେ ବିବେଚନା କର। ତାହାହେଲେ ତୁମ୍ଭେ ବୁଝିବ ଯେ, ପରମେଶ୍ୱରଙ୍କୁ ପରିତ୍ୟାଗ କରି ତୁମ୍ଭେ କି ଅପରାଧ କରିଅଛ। ଆମ୍ଭ ବିଷୟକ ଭୟ ତୁମ୍ଭ ମଧ୍ୟରେ ନ ଥିବାରୁ ଯାହା ମନ୍ଦ ଓ ତିକ୍ତ ବିଷୟ ତାହା ତୁମ୍ଭେ ଜ୍ଞାତ ହେଉ ନାହଁ।” ମୋର ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ଏହା କହନ୍ତି।