ଆଦି ପୁସ୍ତକ 42:3 - ପବିତ୍ର ବାଇବଲ3 ତେଣୁ ଯୋଷେଫଙ୍କର ଦଶଭାଇ ମିଶରକୁ ଗଲେ ଖାଦ୍ୟ ଶସ୍ୟ କିଣିବା ପାଇଁ। Gade chapit laପବିତ୍ର ବାଇବଲ (Re-edited) - (BSI)3 ଅନନ୍ତର ଯୋଷେଫଙ୍କର ଦଶ ଭ୍ରାତା ଶସ୍ୟ କିଣିବା ନିମନ୍ତେ ମିସର ଦେଶକୁ ଗଲେ। Gade chapit laଓଡିଆ ବାଇବେଲ3 ଏଥିଉତ୍ତାରେ ଯୋଷେଫଙ୍କର ଦଶ ଭ୍ରାତା ଶସ୍ୟ କିଣିବା ନିମନ୍ତେ ମିସର ଦେଶକୁ ଗଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏଥିଉତ୍ତାରେ ଯୋଷେଫଙ୍କର ଦଶ ଭ୍ରାତା ଶସ୍ୟ କିଣିବା ନିମନ୍ତେ ମିସର ଦେଶକୁ ଗଲେ। Gade chapit la |