Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 42:4 - ପବିତ୍ର ବାଇବଲ

4 କିନ୍ତୁ ଯାକୁବ ବିନ୍ୟାମୀନକୁ ପଠାଇଲେ ନାହିଁ। ବିନ୍ୟାମୀନ ଥିଲା ଯୋଷେଫଙ୍କର ଏକ ମାତାର ଭାଇ। ଯାକୁବ ଭୟ କଲେ ଯେ ସେଠାରେ ମଧ୍ୟ ବିନ୍ୟାମୀନ ପାଇଁ କିଛି ଅଘଟଣ ଘଟିପାରେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ମାତ୍ର ଯାକୁବ ଯୋଷେଫଙ୍କର ସହୋଦର ବିନ୍ୟାମିନକୁ ଭାଇମାନଙ୍କ ସଙ୍ଗରେ ପଠାଇଲେ ନାହିଁ; କାରଣ ସେ କହିଲେ, କେଜାଣି ଅବା ଏହାକୁ ବିପତ୍ତି ଘଟେ।

Gade chapit la Kopi

ଓଡିଆ ବାଇବେଲ

4 ମାତ୍ର ଯାକୁବ ଯୋଷେଫଙ୍କର ସହୋଦର ବିନ୍ୟାମୀନ୍‍କୁ ଭାଇମାନଙ୍କ ସଙ୍ଗରେ ପଠାଇଲେ ନାହିଁ; କାରଣ ସେ କହିଲେ, “କେଜାଣି ଅବା ଏହାକୁ ବିପତ୍ତି ଘଟେ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ମାତ୍ର ଯାକୁବ ଯୋଷେଫଙ୍କର ସହୋଦର ବିନ୍ୟାମୀନ୍‍କୁ ଭାଇମାନଙ୍କ ସଙ୍ଗରେ ପଠାଇଲେ ନାହିଁ; କାରଣ ସେ କହିଲେ, “କେଜାଣି ଅବା ଏହାକୁ ବିପତ୍ତି ଘଟେ।”

Gade chapit la Kopi




ଆଦି ପୁସ୍ତକ 42:4
11 Referans Kwoze  

କିନ୍ତୁ ଯାକୁବ ତାକୁ କହିଲେ, “ମୁଁ ବିନ୍ୟାମୀନକୁ ତୁମ୍ଭ ସହିତ ଛାଡ଼ିବି ନାହିଁ। ତା'ର ଭାଇ ମରିଯାଇଛି। ସେ ଜଣେ କେବଳ ରହିଯାଇଛି। ଯଦି ସେ ତୁମ୍ଭ ସହିତ ମିଶରକୁ ଯାଏ ଏବଂ ରାସ୍ତାରେ କିଛି ଗୋଟିଏ ହୋଇଯାଏ, ତେବେ ତୁମ୍ଭେ ମୋତେ ଶୋକରେ ମୋର ଏହି ପକ୍ୱ କେଶରେ କବରକୁ ପଠେଇ ଦେବ।”


ଯେତେବେଳେ ଯୋଷେଫ ତାଙ୍କର ଭାଇ ବିନ୍ୟାମୀନକୁ ଦେଖିଲେ। (ବିନ୍ୟାମୀନ ଓ ଯୋଷେଫ ଗୋଟିଏ ମା’ର ସନ୍ତାନ) ଯୋଷେଫ କହିଲେ, “ଏହି କ’ଣ ତୁମ୍ଭର ସାନ ଭାଇ, ଯାହା ବିଷୟରେ ତୁମ୍ଭେ ମୋତେ କହୁଥିଲ?” ଏହା ପରେ ଯୋଷେଫ ବିନ୍ୟାମୀନଙ୍କୁ କହିଲେ, “ହେ ଆମ୍ଭର ପୁତ୍ର, ପରମେଶ୍ୱର ତୁମ୍ଭକୁ ଆଶୀର୍ବାଦ କରନ୍ତୁ।”


ମୁଁ ସେହି ସର୍ବଶକ୍ତିମାନ ପରମେଶ୍ୱରଙ୍କୁ ପ୍ରାର୍ଥନା କରିବି, ସେ ରାଜ୍ୟପାଳଙ୍କୁ ଏପରି କରି ଦେବେ ଯେ, ସେ ତୁମ୍ଭଙ୍କୁ ଦୟା କରିବେ। ମୁଁ ପ୍ରାର୍ଥନା କରିବି ସେ ଶିମିୟୋନ ଓ ବିନ୍ୟାମୀନଙ୍କୁ ନିରାପଦରେ ଫେରାଇ ଦେବେ। ଯଦି ନ ଫେରାନ୍ତି, ତେବେ ମୋତେ ପୁଣି ପୁତ୍ର ପାଇଁ ଶୋକ କରିବାକୁ ପଡ଼ିବ।”


ଏହା ପରେ ଲୋକମାନେ କହିଲେ, “ଆସ, ଆମ୍ଭ ପାଇଁ ଏକ ନଗର ଓ ଏକ ଗଗନସ୍ପର୍ଶୀ ଅଟ୍ଟାଳିକା ନିର୍ମାଣ କରିବା, ଆମ୍ଭେମାନେ ଅତି ଜଣାଶୁଣା ହେବା। ତା'ହେଲେ ଆମ୍ଭେମାନେ ପୃଥିବୀର ଗ୍ଭରିଆଡ଼େ ବିକ୍ଷିପ୍ତ ହେବା ନାହିଁ।”


ସଦାପ୍ରଭୁ ପରମେଶ୍ୱର କହିଲେ, “ଦେଖ, ମନୁଷ୍ୟ ଭଲ ଓ ମନ୍ଦର ବୋଧ ପ୍ରାପ୍ତ ହୋଇ ଆମ୍ଭମାନଙ୍କ ପରି ଜଣେ ହୋଇଅଛି। ଆଉ ଏବେ ସେ ଯେପରି ହାତ ବଢ଼ାଇ ଅମୃତ ବୃକ୍ଷର ଫଳ ମଧ୍ୟ ଖାଇବା ଉଚିତ୍ ନୁହଁ। ଯଦି ସେ ଏହା ଖାଇଥା’ନ୍ତା, ସେ ଅମର ହୋଇଥା’ନ୍ତା।”


ଯୋଷେଫ୍ ଓ ବିନ୍ୟାମିନ୍ ରାହେଲର ସନ୍ତାନ।


ତେଣୁ ଯୋଷେଫଙ୍କର ଦଶଭାଇ ମିଶରକୁ ଗଲେ ଖାଦ୍ୟ ଶସ୍ୟ କିଣିବା ପାଇଁ।


Swiv nou:

Piblisite


Piblisite