ଆଦି ପୁସ୍ତକ 42:7 - ପବିତ୍ର ବାଇବଲ7 ଯୋଷେଫ ଭାଇମାନଙ୍କୁ ଦେଖିଲେ। ଯୋଷେଫ ସେମାନଙ୍କୁ ଚିହ୍ନି ପାରିଲେ। କିନ୍ତୁ ସେମାନଙ୍କୁ ନ ଚିହ୍ନିଲାପରି ଅଭିନୟ କଲେ। ଯୋଷେଫ ସେମାନଙ୍କୁ ମଧ୍ୟ ରୁକ୍ଷ ବ୍ୟବହାର କଲେ। ଯୋଷେଫ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ କେଉଁଠାରୁ ଆସିଛ?” ତାଙ୍କର ଭାଇମାନେ ଉତ୍ତର ଦେଲେ, “ଆମ୍ଭେମାନେ କିଣାନୀୟମାନଙ୍କ ଦେଶରୁ ଆସିଛୁ। ଆମ୍ଭେ ଏଠାକୁ କିଛି ଖାଦ୍ୟ ଶସ୍ୟ କିଣିବାକୁ ଆସିଛୁ।” Gade chapit laପବିତ୍ର ବାଇବଲ (Re-edited) - (BSI)7 ସେତେବେଳେ ଯୋଷେଫ ଆପଣା ଭାଇମାନଙ୍କୁ ଦେଖି ଚିହ୍ନିଲେ, ମାତ୍ର ସେମାନଙ୍କ ଆଗରେ ଅପରିଚିତ ଲୋକ ପରି ବ୍ୟବହାର କରି କଟୁ କଥାରେ କହିଲେ, ତୁମ୍ଭେମାନେ କେଉଁଠାରୁ ଆସିଅଛ? ସେମାନେ କହିଲେ, କିଣାନ ଦେଶରୁ ଖାଦ୍ୟଦ୍ରବ୍ୟ କିଣିବାକୁ ଆସିଅଛୁ। Gade chapit laଓଡିଆ ବାଇବେଲ7 ସେତେବେଳେ ଯୋଷେଫ ଆପଣା ଭାଇମାନଙ୍କୁ ଦେଖି ଚିହ୍ନିଲେ, ମାତ୍ର ସେମାନଙ୍କ ଆଗରେ ଅପରିଚିତ ଲୋକ ପରି ବ୍ୟବହାର କରି କଟୁ କଥାରେ କହିଲେ, “ତୁମ୍ଭେମାନେ କେଉଁଠାରୁ ଆସିଅଛ ?” ସେମାନେ କହିଲେ, “କିଣାନ ଦେଶରୁ ଖାଦ୍ୟଦ୍ରବ୍ୟ କିଣିବାକୁ ଆସିଅଛୁ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେତେବେଳେ ଯୋଷେଫ ଆପଣା ଭାଇମାନଙ୍କୁ ଦେଖି ଚିହ୍ନିଲେ, ମାତ୍ର ସେମାନଙ୍କ ଆଗରେ ଅପରିଚିତ ଲୋକ ପରି ବ୍ୟବହାର କରି କଟୁ କଥାରେ କହିଲେ, “ତୁମ୍ଭେମାନେ କେଉଁଠାରୁ ଆସିଅଛ?” ସେମାନେ କହିଲେ, “କିଣାନ ଦେଶରୁ ଖାଦ୍ୟଦ୍ରବ୍ୟ କିଣିବାକୁ ଆସିଅଛୁ।” Gade chapit la |