Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 43:10 - ପବିତ୍ର ବାଇବଲ

10 ଯଦି ତୁମ୍ଭେ ଆମ୍ଭମାନଙ୍କୁ ଆଗରୁ ଯିବାକୁ ଦେଇଥା’ନ୍ତ, ଆମ୍ଭେ ସେଠାରେ ପହଞ୍ଚି ସାରି ଦୁଇଥର ଫେରି ଆସିଥାଆନ୍ତୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଯେବେ ଆମ୍ଭମାନଙ୍କର ଏତେ ବିଳମ୍ଵ ହୋଇ ନ ଥାʼନ୍ତା, ତେବେ ଆମ୍ଭେମାନେ ଦ୍ଵିତୀୟ ଥର ବାହୁଡ଼ି ଆସନ୍ତୁଣି।

Gade chapit la Kopi

ଓଡିଆ ବାଇବେଲ

10 ଯଦି ଆମ୍ଭମାନଙ୍କର ଏତେ ବିଳମ୍ବ ହୋଇ ନ ଥା’ନ୍ତା, ତେବେ ଆମ୍ଭେମାନେ ଦ୍ୱିତୀୟ ଥର ବାହୁଡ଼ି ଆସନ୍ତୁଣି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଯଦି ଆମ୍ଭମାନଙ୍କର ଏତେ ବିଳମ୍ବ ହୋଇ ନ ଥାʼନ୍ତା, ତେବେ ଆମ୍ଭେମାନେ ଦ୍ୱିତୀୟ ଥର ବାହୁଡ଼ି ଆସନ୍ତୁଣି।”

Gade chapit la Kopi




ଆଦି ପୁସ୍ତକ 43:10
3 Referans Kwoze  

କିନ୍ତୁ ଲୋଟ ତାଙ୍କର ସମୟ ନେଲେ ଏବଂ ଛାଡ଼ିବାକୁ ତତ୍ପର ହେଲେ ନାହିଁ ସେ ଧିର ଥିଲେ, ତେଣୁ ସେହି ସ୍ୱର୍ଗଦୂତଗଣ ଲୋଟ, ତାଙ୍କ ସ୍ତ୍ରୀ ଏବଂ ତାଙ୍କର ଦୁଇ କନ୍ୟାଙ୍କର ହାତ ଧରି ନିରାପଦ ସ୍ଥାନକୁ ଆଗେଇ ନେଲେ। ସଦାପ୍ରଭୁ ସେମାନଙ୍କ ପ୍ରତି ସଦୟ ଥିଲେ। ତେଣୁ ସେହି ଦୁଇଜଣ ସ୍ୱର୍ଗଦୂତ ଲୋଟର ପରିବାରକୁ ନଗର ବାହାରକୁ ନେଇଗଲେ।


ମୁଁ ତୁମ୍ଭକୁ ପ୍ରତିଶୃତି ଦେଉଛି ଯେ ସେ ନିରାପଦ ରହିବ। ମୁଁ ତା’ ପାଇଁ ଦାୟୀ ରହିବି। ଯଦି ମୁଁ ତାକୁ ତୁମ୍ଭ ନିକଟକୁ ଫେରାଇ ନ ଆଣେ, ତେବେ ତୁମ୍ଭେ ମୋତେ ଜୀବନ ସାରା ଦୋଷ ଦେବ।


ଏହା ପରେ ତାଙ୍କର ପିତା ଇସ୍ରାଏଲ କହିଲେ, “ଯଦି ଏହା ସତ୍ୟ ତେବେ ବିନ୍ୟାମୀନକୁ ତୁମ୍ଭ ସହିତ ନେଇଯାଅ। କିନ୍ତୁ ତାଙ୍କର କର୍ତ୍ତାଙ୍କ ପାଇଁ କିଛି ଉପହାର ନେଇଯାଅ। ତାଙ୍କ ନିକଟକୁ କିଛି ମହୁ, ପେସ୍ତାବାଦାମ, ଗୁ‌‌ଗ୍‌‌ଗୁଳ ଓ ଗନ୍ଧରସ ନେଇ ଯାଅ।


Swiv nou:

Piblisite


Piblisite