ଆଦି ପୁସ୍ତକ 43:21 - ପବିତ୍ର ବାଇବଲ21-22 ଯିବା ବାଟରେ ଆମ୍ଭେ ଆମ୍ଭର ପଟ ଫିଟାଇ ଦେଖିଲା ବେଳକୁ ଆମ୍ଭମାନଙ୍କର ଟଙ୍କା ପ୍ରତ୍ୟେକଙ୍କ ପଟ ମଧ୍ୟରେ ଥିଲା। ଆମ୍ଭେ ଜାଣି ନାହୁଁ ତାହା ସେଠାକୁ କିପରି ଗଲା। କିନ୍ତୁ ଆମ୍ଭେମାନେ ସେହି ଅର୍ଥ ଆପଣଙ୍କୁ ଦେବା ପାଇଁ ଫେରାଇ ଆଣିଛୁ। କିଛି ଖାଦ୍ୟ ନେଇଯିବା ପାଇଁ ଆଉ କିଛି ଅର୍ଥ ଆଣିଛୁ।” Gade chapit laପବିତ୍ର ବାଇବଲ (Re-edited) - (BSI)21 ପୁଣି ଉତ୍ତରିବା ସ୍ଥାନରେ ଆପଣା ଆପଣା ପଟ ଫିଟାଇ ଦେଖିଲୁ ଯେ, ପ୍ରତି ଜଣର ପଟ-ମୁଖରେ ତାହାର ଟଙ୍କା, ଅର୍ଥାତ୍, ପୂର୍ଣ୍ଣ ତୌଲ ଅନୁସାରେ ଆମ୍ଭମାନଙ୍କର ଟଙ୍କା ଅଛି; ତାହା ଆମ୍ଭେମାନେ ହସ୍ତରେ ପୁନର୍ବାର ଆଣିଅଛୁ। Gade chapit laଓଡିଆ ବାଇବେଲ21 ପୁଣି, ଉତ୍ତରିବା ସ୍ଥାନରେ ଆପଣା ଆପଣା ପଟ ଫିଟାଇ ଦେଖିଲୁ ଯେ, ପ୍ରତି ଜଣର ପଟ-ମୁଖରେ ତାହାର ଟଙ୍କା, ଅର୍ଥାତ୍, ପୂର୍ଣ୍ଣ ତୌଲ ଅନୁସାରେ ଆମ୍ଭମାନଙ୍କର ଟଙ୍କା ଅଛି; ତାହା ଆମ୍ଭେମାନେ ହସ୍ତରେ ପୁନର୍ବାର ଆଣିଅଛୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ପୁଣି, ଉତ୍ତରିବା ସ୍ଥାନରେ ଆପଣା ଆପଣା ପଟ ଫିଟାଇ ଦେଖିଲୁ ଯେ, ପ୍ରତି ଜଣର ପଟ-ମୁଖରେ ତାହାର ଟଙ୍କା, ଅର୍ଥାତ୍, ପୂର୍ଣ୍ଣ ତୌଲ ଅନୁସାରେ ଆମ୍ଭମାନଙ୍କର ଟଙ୍କା ଅଛି; ତାହା ଆମ୍ଭେମାନେ ହସ୍ତରେ ପୁନର୍ବାର ଆଣିଅଛୁ। Gade chapit la |
କିନ୍ତୁ ତୁମ୍ଭେ ସେମାନଙ୍କୁ ଭଦ୍ର ଭାବରେ ଓ ନମ୍ର ଭାବରେ ବୁଝାଅ। ତୁମ୍ଭେ ସବୁବେଳେ ଅନୁଭବ କରିବା ଉଚିତ୍ ଯେ, ତୁମ୍ଭେ ଠିକ୍ କାମ କରୁଛ। ଏପରି କଲେ, ଯେଉଁମାନେ ତୁମ୍ଭ ବିରୁଦ୍ଧରେ ମନ୍ଦ କଥା କହୁଛନ୍ତି, ସେମାନେ ଲଜ୍ଜିତ ହେବେ। ତୁମ୍ଭେ ଖ୍ରୀଷ୍ଟଙ୍କଠାରେ ଥାଇ ଉତ୍ତମ ଜୀବନ କାଟୁଥିବାରୁ ସେମାନେ ମନ୍ଦ କଥାଗୁଡ଼ିକ କୁହନ୍ତି। ସେମାନେ ତୁମ୍ଭ ବିଷୟରେ ମନ୍ଦ କଥା କହିଥିବା ହେତୁ ଲଜ୍ଜିତ ହେବେ।