Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 43:4 - ପବିତ୍ର ବାଇବଲ

4 ଯଦି ତୁମ୍ଭେ ବିନ୍ୟାମୀନକୁ ଆମ୍ଭ ସହିତ ପଠାଅ, ତେବେ ଆମ୍ଭେ ଯାଇ ଶସ୍ୟ କ୍ରୟ କରି ପାରିବୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଏଣୁ ଯେବେ ତୁମ୍ଭେ ଆମ୍ଭମାନଙ୍କ ଭାଇକି ସଙ୍ଗରେ ପଠାଇବ, ତେବେ ଆମ୍ଭେମାନେ ତୁମ୍ଭ ପାଇଁ ଶସ୍ୟ କିଣିବାକୁ ଯିବୁ।

Gade chapit la Kopi

ଓଡିଆ ବାଇବେଲ

4 ଏଣୁ ଯଦି ତୁମ୍ଭେ ଆମ୍ଭମାନଙ୍କ ଭାଇକୁ ସଙ୍ଗରେ ପଠାଇବ, ତେବେ ଆମ୍ଭେମାନେ ତୁମ୍ଭ ପାଇଁ ଶସ୍ୟ କିଣିବାକୁ ଯିବୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଏଣୁ ଯଦି ତୁମ୍ଭେ ଆମ୍ଭମାନଙ୍କ ଭାଇକୁ ସଙ୍ଗରେ ପଠାଇବ, ତେବେ ଆମ୍ଭେମାନେ ତୁମ୍ଭ ପାଇଁ ଶସ୍ୟ କିଣିବାକୁ ଯିବୁ।

Gade chapit la Kopi




ଆଦି ପୁସ୍ତକ 43:4
5 Referans Kwoze  

କିନ୍ତୁ ଯିହୁଦା ଯାକୁବଙ୍କୁ କହିଲା, “ସେ ଦେଶର କର୍ତ୍ତା ଆମ୍ଭକୁ ସତର୍କ କରାଇ ଦେଇ କହିଥିଲେ, ‘ଯଦି ତୁମ୍ଭେ ତୁମ୍ଭର ଭାଇକୁ ମୋ’ ପାଖକୁ ନ ଆଣ, ତେବେ ତୁମ୍ଭ ସହିତ କଥାବାର୍ତ୍ତା ହେବ ନାହିଁ।’


ଯଦି ତୁମ୍ଭେ ବିନ୍ୟାମୀନଙ୍କୁ ଆମ୍ଭ ସହିତ ନ ପଠାଅ, ତେବେ ଆମ୍ଭେ ଆଉ ସେଠାକୁ ଯିବୁ ନାହିଁ। ସେ ଲୋକ ଆମ୍ଭକୁ ସତର୍କ କରାଇ ଦେଇଛି ଯେ ତୁମ୍ଭର ସାନ ଭାଇକୁ ନ ଆଣି ଏଠାକୁ ଆସିବ ନାହିଁ।”


ମୁଁ ଶୁଣିଛି ଯେ ମିଶରରେ ଖାଦ୍ୟଶସ୍ୟ ବିକ୍ରୟ କରାଯାଉଅଛିା ତେଣୁ ତୁମ୍ଭେ ଯାଇ ଆମ୍ଭମାନଙ୍କ ପାଇଁ ଖାଦ୍ୟ ଶସ୍ୟ କିଣିଆଣ। ତହିଁରେ ଆମ୍ଭେମାନେ ମରି ନ ଯାଇ ବଞ୍ଚି ପାରିବା।”


ଯାକୁବଙ୍କର ପରିବାର ମିଶରରୁ ଆଣିଥିବା ସମସ୍ତ ଖାଦ୍ୟ ଦ୍ରବ୍ୟ ଖାଇ ଦେଲେ। ଯେତେବେଳେ ସେହି ଶସ୍ୟସବୁ ସରିଗଲା। ଯାକୁବ ତାଙ୍କର ପୁତ୍ରମାନଙ୍କୁ କହିଲେ, “ମିଶରକୁ ଯାଇ ଆମ୍ଭମାନଙ୍କ ପାଇଁ ଆଉ କିଛି ଶସ୍ୟ ଖାଇବା ପାଇଁ ଆଣ।”


ଏବଂ ଆମ୍ଭେ ପିତାଙ୍କୁ କହିଲୁ, ‘ଆମ୍ଭେ ଆମ୍ଭର ସାନ ଭାଇ ବିନା ଯାଇ ପାରିବୁ ନାହିଁ। ଯଦି ଆମ୍ଭର ଭାଇ ଆମ୍ଭମାନଙ୍କ ସହିତ ନ ଯାଏ, ତାହାହେଲେ ସେହି ବ୍ୟକ୍ତିର ମୂଖ ଦେଖି ପାରିବୁ ନାହିଁ।’


Swiv nou:

Piblisite


Piblisite