ଆଦି ପୁସ୍ତକ 44:12 - ପବିତ୍ର ବାଇବଲ12 ଯୋଷେଫଙ୍କ ଦାସ ସେହି ପଟଗୁଡ଼ିକୁ ଦେଖିଲେ। ସେ ବଡ଼ ଭାଇର ପଟ ପ୍ରଥମେ ଦେଖିଲେ, ଏହିପରି କ୍ରମାନ୍ୱୟରେ ସାନର ପଟ ଦେଖିଲେ। ଶେଷରେ ବିନ୍ୟାମୀନର ପଟରୁ ସେହି ପାତ୍ରଟିକୁ ପାଇଲେ। Gade chapit laପବିତ୍ର ବାଇବଲ (Re-edited) - (BSI)12 ସେ ଗୃହାଧ୍ୟକ୍ଷ ଜ୍ୟେଷ୍ଠଠାରୁ ଆରମ୍ଭ କରି କନିଷ୍ଠ ପର୍ଯ୍ୟନ୍ତ ଖୋଜି ଗଲା; ଆଉ ବିନ୍ୟାମିନର ପଟରୁ ସେହି ତାଟିଆ ମିଳିଲା। Gade chapit laଓଡିଆ ବାଇବେଲ12 ସେ ଗୃହାଧ୍ୟକ୍ଷ ଜ୍ୟେଷ୍ଠଠାରୁ ଆରମ୍ଭ କରି କନିଷ୍ଠ ପର୍ଯ୍ୟନ୍ତ ଖୋଜି ଗଲା; ଆଉ ବିନ୍ୟାମୀନ୍ର ପଟରୁ ସେହି ତାଟିଆ ମିଳିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସେ ଗୃହାଧ୍ୟକ୍ଷ ଜ୍ୟେଷ୍ଠଠାରୁ ଆରମ୍ଭ କରି କନିଷ୍ଠ ପର୍ଯ୍ୟନ୍ତ ଖୋଜି ଗଲା; ଆଉ ବିନ୍ୟାମୀନ୍ର ପଟରୁ ସେହି ତାଟିଆ ମିଳିଲା। Gade chapit la |