Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 44:21 - ପବିତ୍ର ବାଇବଲ

21 ତା'ପରେ ଆପଣ ଆମ୍ଭକୁ କହିଲେ, ‘ତେବେ ସେହି ସାନଭାଇକୁ ଏଠାକୁ ଆଣ ମୁଁ ଦେଖିବାକୁ ଗ୍ଭହେଁ।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଏଥିରେ ଆପଣ ଏହି ଦାସମାନଙ୍କୁ କହିଥିଲେ, ତୁମ୍ଭେମାନେ ତାକୁ ଆମ୍ଭ କତିକି ଆଣ, ଆମ୍ଭେ ତାକୁ ସ୍ଵଚକ୍ଷୁରେ ଦେଖିବା।

Gade chapit la Kopi

ଓଡିଆ ବାଇବେଲ

21 ଏଥିରେ ଆପଣ ଏହି ଦାସମାନଙ୍କୁ କହିଥିଲେ, “ତୁମ୍ଭେମାନେ ତାକୁ ଆମ୍ଭ କତିକି ଆଣ, ଆମ୍ଭେ ତାକୁ ସ୍ୱଚକ୍ଷୁରେ ଦେଖିବା।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଏଥିରେ ଆପଣ ଏହି ଦାସମାନଙ୍କୁ କହିଥିଲେ, ‘ତୁମ୍ଭେମାନେ ତାକୁ ଆମ୍ଭ କତିକି ଆଣ, ଆମ୍ଭେ ତାକୁ ସ୍ୱଚକ୍ଷୁରେ ଦେଖିବା।’

Gade chapit la Kopi




ଆଦି ପୁସ୍ତକ 44:21
7 Referans Kwoze  

କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ ତୁମ୍ଭର ସତ୍ୟତାର ପ୍ରମାଣ ଦେଖାଅ। ଫାରୋଙ୍କ ନାମରେ ମୁଁ ଶପଥ କରୁଛି ଯେ, ତୁମ୍ଭର ସାନଭାଇ ଏଠାକୁ ନ ଆସିବା ପର୍ଯ୍ୟନ୍ତ ମୁଁ ତୁମ୍ଭମାନଙ୍କୁ ଯିବାକୁ ଦେବି ନାହିଁ।


କିନ୍ତୁ ତୁମ୍ଭେ ତୁମ୍ଭର ସାନ ଭାଇକୁ ମୋ’ ପାଖକୁ ନେଇ ଆସିବ। ତେବେ ମୁଁ ଜାଣିବି ତୁମ୍ଭେମାନେ ସତ କହୁଛ ଏବଂ ତୁମ୍ଭେମାନେ ଆଉ ମରିବ ନାହିଁ।” ଭାଇମାନେ ଏହି କଥାକୁ ଗ୍ରହଣ କଲେ।


ଯଦି ସେମାନେ ଧରା ହୋଇ ଶତ୍ରୁମାନଙ୍କ ଦ୍ୱାରା ବନ୍ଦୀ ହେବେ ତଥାପି ‌‌ଖ‌ଡ଼୍‌ଗକୁ ଆଦେଶ ଦେବା, ସେ ସେମାନଙ୍କୁ ହତ୍ୟା କରିବ। ଆମ୍ଭେ ସେମାନଙ୍କ ଉପରେ ଦୃଷ୍ଟି ରଖିବା କିନ୍ତୁ ଆମ୍ଭେ ସେମାନଙ୍କୁ ଦୁଃଖ ଦେବା ପାଇଁ ଲକ୍ଷ୍ୟ ରଖିବା। ସେମାନଙ୍କୁ ଉତ୍ତମ ଜିନିଷ ଦେବା ପାଇଁ ଲକ୍ଷ୍ୟ ରଖିବା ନାହିଁ।”


ଆଉ ବର୍ତ୍ତମାନ ମୁଁ ତୁମ୍ଭ ହସ୍ତରୁ ଶୃଙ୍ଖଳ ମୁକ୍ତ କଲି। ଯଦି ତୁମ୍ଭେ ମୋ’ ସହିତ ବାବିଲ ଯିବାକୁ ଇଚ୍ଛା କରୁଛ, ତେବେ ଆସ, ମୁଁ ତୁମ୍ଭର ଉତ୍ତମରୂପେ ଯତ୍ନ ନେବି। ଯଦି ତୁମ୍ଭେ ମୋ’ ସହିତ ଯିବାକୁ ଇଚ୍ଛା ନ କରୁଛ, ତେବେ ସେଥିରୁ କ୍ଷାନ୍ତ ହୁଅ। ସମସ୍ତ ଦେଶ ତୁମ୍ଭ ପାଇଁ ମୁକ୍ତ ରହିଛି। ତୁମ୍ଭେ ଯେକୌଣସି ସ୍ଥାନକୁ ଯିବାକୁ ଭଲ ମନେ କରୁଛ, ସେଠାକୁ ଯାଅ।


ଆମ୍ଭେ ସେମାନଙ୍କୁ ସୁରକ୍ଷା ଦେବା। ଆମ୍ଭେ ସେମାନଙ୍କୁ ଭଗ୍ନ କରିବା ନାହିଁ, ଆମ୍ଭେ ସେମାନଙ୍କୁ ନିର୍ମାଣ କରିବା। ପୁଣି ଆମ୍ଭେ ସେମାନଙ୍କୁ ଉତ୍ପାଟନ କରିବା ନାହିଁ, ଆମ୍ଭେ ସେମାନଙ୍କୁ ରୋପଣ କରିବା।


ଯେତେବେଳେ ଯୋଷେଫ ତାଙ୍କର ଭାଇ ବିନ୍ୟାମୀନକୁ ଦେଖିଲେ। (ବିନ୍ୟାମୀନ ଓ ଯୋଷେଫ ଗୋଟିଏ ମା’ର ସନ୍ତାନ) ଯୋଷେଫ କହିଲେ, “ଏହି କ’ଣ ତୁମ୍ଭର ସାନ ଭାଇ, ଯାହା ବିଷୟରେ ତୁମ୍ଭେ ମୋତେ କହୁଥିଲ?” ଏହା ପରେ ଯୋଷେଫ ବିନ୍ୟାମୀନଙ୍କୁ କହିଲେ, “ହେ ଆମ୍ଭର ପୁତ୍ର, ପରମେଶ୍ୱର ତୁମ୍ଭକୁ ଆଶୀର୍ବାଦ କରନ୍ତୁ।”


ଆମ୍ଭେ କହିଲୁ, ‘ଆମ୍ଭର ସାନ ଭାଇ ଆସି ପାରିବ ନାହିଁ। ସେ ପିତାଙ୍କୁ ଛାଡ଼ି ଆସିବ ନାହିଁ। ଯଦି ପିତା ତାକୁ ହରାନ୍ତି, ତେବେ ପିତା ଦୁଃଖରେ ପ୍ରାଣତ୍ୟାଗ କରିବେ।’


Swiv nou:

Piblisite


Piblisite