Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 44:3 - ପବିତ୍ର ବାଇବଲ

3 ତା’ ପରଦିନ ପ୍ରତ୍ୟୁଷରୁ, ଭାଇମାନଙ୍କୁ ଓ ତାଙ୍କର ଗଧମାନଙ୍କୁ ତାଙ୍କ ଦେଶକୁ ପଠାଇ ଦିଆଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଆଉ ପ୍ରଭାତ ହେବା ମାତ୍ରେ, ସେମାନେ ଗର୍ଦ୍ଦଭ ସହିତ ବିଦାୟ ପାଇଲେ।

Gade chapit la Kopi

ଓଡିଆ ବାଇବେଲ

3 ଆଉ ପ୍ରଭାତ ହେବା ମାତ୍ରେ, ସେମାନେ ଗର୍ଦ୍ଦଭ ସହିତ ବିଦାୟ ପାଇଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆଉ ପ୍ରଭାତ ହେବା ମାତ୍ରେ, ସେମାନେ ଗର୍ଦ୍ଦଭ ସହିତ ବିଦାୟ ପାଇଲେ।

Gade chapit la Kopi




ଆଦି ପୁସ୍ତକ 44:3
2 Referans Kwoze  

ସାନ ଭାଇର ପଟରେ ତା'ର ଟଙ୍କାତକ ଭର୍ତ୍ତି କର। କିନ୍ତୁ ତା'ର ପଟରେ ମୋର ରୂପା ତାଟିଆ ରଖ।” ଯୋଷେଫ ସେମାନଙ୍କୁ ଯେପରି କହିଲେ ଦାସମାନେ ଠିକ୍ ସେହିପରି କଲେ।


ସେମାନେ ନଗର ଛାଡ଼ିବା ପରେ ଯୋଷେଫ ତାଙ୍କର ଦାସଙ୍କୁ କହିଲେ, “ସେହି ଲୋକମାନଙ୍କୁ ଅନୁସରଣ କର। ସେମାନଙ୍କୁ ଅଟକାଇ କୁହ, ‘ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଉତ୍ତମ ବ୍ୟବହାର କଲୁ, କିନ୍ତୁ ତୁମ୍ଭେମାନେ କାହିଁକି ଏପରି ମନ୍ଦ ଆଚରଣ କଲ? କାହିଁକି ତୁମ୍ଭେମାନେ ଆମ୍ଭ ମହାଶୟଙ୍କର ରୂପା ପାତ୍ର ଗ୍ଭେରି କଲ?


Swiv nou:

Piblisite


Piblisite