ଆଦି ପୁସ୍ତକ 45:1 - ପବିତ୍ର ବାଇବଲ1 ଯୋଷେଫ ନିଜକୁ ବେଶି ଦିନ ନିୟନ୍ତ୍ରଣରେ ରଖି ପାରି ନ ଥିଲେ। ଯୋଷେଫ ସମସ୍ତ ଲୋକଙ୍କୁ ସମ୍ମୁଖକୁ ଡାକି କହିଲେ, “ସମସ୍ତେ ଏଠାରୁ ଗ୍ଭଲିଯାଅ।” ତେଣୁ କେହି ନ ଥିଲାବେଳେ ଯୋଷେଫ ନିଜକୁ ଭାଇମାନଙ୍କ ସମ୍ମୁଖରେ ପରିଚିତ କରାଇଲେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଏଥିରେ ଯୋଷେଫ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କ ସାକ୍ଷାତରେ ଆପଣାକୁ ସମ୍ଭାଳି ନ ପାରି ଉଚ୍ଚୈଃସ୍ଵରରେ କହିଲେ, ଆମ୍ଭ ସମ୍ମୁଖରୁ ସବୁ ଲୋକଙ୍କୁ ବାହାର କର। ତହୁଁ କେହି ତାଙ୍କ ନିକଟରେ ନ ରହନ୍ତେ, ଯୋଷେଫ ଭାଇମାନଙ୍କ ସାକ୍ଷାତରେ ଆପଣାର ପରିଚୟ ଦେବାକୁ ଲାଗିଲେ। Gade chapit laଓଡିଆ ବାଇବେଲ1 ଏଥିରେ ଯୋଷେଫ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କ ସାକ୍ଷାତରେ ଆପଣାକୁ ସମ୍ଭାଳି ନ ପାରି ଉଚ୍ଚୈଃସ୍ୱରରେ କହିଲେ, “ଆମ୍ଭ ସମ୍ମୁଖରୁ ସବୁ ଲୋକଙ୍କୁ ବାହାର କର।” ତହୁଁ କେହି ତାଙ୍କ ନିକଟରେ ନ ରହନ୍ତେ, ଯୋଷେଫ ଭାଇମାନଙ୍କ ସାକ୍ଷାତରେ ଆପଣାର ପରିଚୟ ଦେବାକୁ ଲାଗିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିରେ ଯୋଷେଫ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କ ସାକ୍ଷାତରେ ଆପଣାକୁ ସମ୍ଭାଳି ନ ପାରି ଉଚ୍ଚସ୍ୱରରେ କହିଲେ, “ଆମ୍ଭ ସମ୍ମୁଖରୁ ସବୁ ଲୋକଙ୍କୁ ବାହାର କର।” ତହୁଁ କେହି ତାଙ୍କ ନିକଟରେ ନ ରହନ୍ତେ, ଯୋଷେଫ ଭାଇମାନଙ୍କ ସାକ୍ଷାତରେ ଆପଣାର ପରିଚୟ ଦେବାକୁ ଲାଗିଲେ। Gade chapit la |
ସମୟେ ସମୟେ ମୁଁ ନିଜେ ନିଜକୁ କହେ, “ମୁଁ ଆଉ ସଦାପ୍ରଭୁଙ୍କ ବିଷୟ କହିବି ନାହିଁ କି ତାଙ୍କ ପାଇଁ ପ୍ରଗ୍ଭର କରିବି ନାହିଁ।” ମାତ୍ର ଏହା କହିଲା ବେଳେ ମୋ’ ଅସ୍ଥି ମଜ୍ଜା ମଧ୍ୟରେ ଯେପରି ପ୍ରଭୁଙ୍କର ବାଣୀ ଅଗ୍ନିତୁଲ୍ୟ ଜଳି ଉଠେ। ମୁଁ ହୃଦୟ ମଧ୍ୟରେ ତାକୁ ସମ୍ଭାଳି ରଖିପାରେ ନାହିଁ। ସେଗୁଡ଼ିକୁ ଭିତରେ ଧରି ରଖିବା ପାଇଁ ଚେଷ୍ଟା କଲି କିନ୍ତୁ ମୁଁ ତାହା କରିବା ପାଇଁ ଅସମର୍ଥ ହେଲି।