ଆଦି ପୁସ୍ତକ 45:3 - ପବିତ୍ର ବାଇବଲ3 ଯୋଷେଫ ତାଙ୍କର ଭାଇମାନଙ୍କୁ କହିଲେ, “ମୁଁ ତୁମ୍ଭର ଭାଇ ଯୋଷେଫ ଅଟେ। ମୋର ପିତା କୁଶଳରେ ତ?” କିନ୍ତୁ ତାଙ୍କ ଭାଇମାନେ କିଛି ଉତ୍ତର ଦେଲେ ନାହିଁ, କାରଣ ସେମାନେ ଭୟ କରୁଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)3 ଯୋଷେଫ ଆପଣା ଭାଇମାନଙ୍କୁ କହିଲେ, ମୁଁ ଯୋଷେଫ; ମୋʼ ପିତା କି ଆଜିଯାଏ ବଞ୍ଚିଅଛନ୍ତି? ଏଥିରେ ତାଙ୍କର ଭାଇମାନେ ତାଙ୍କ ସାକ୍ଷାତରେ ଉଦ୍ବିଗ୍ନ ହେବାରୁ କିଛି ଉତ୍ତର ଦେଇ ପାରିଲେ ନାହିଁ। Gade chapit laଓଡିଆ ବାଇବେଲ3 ଯୋଷେଫ ଆପଣା ଭାଇମାନଙ୍କୁ କହିଲେ, “ମୁଁ ଯୋଷେଫ; ମୋ’ ପିତା କି ଆଜି ପର୍ଯ୍ୟନ୍ତ ବଞ୍ଚିଅଛନ୍ତି ?” ଏଥିରେ ତାଙ୍କର ଭାଇମାନେ ତାଙ୍କ ସାକ୍ଷାତରେ ଭୟଭୀତ ହେବାରୁ କିଛି ଉତ୍ତର ଦେଇ ପାରିଲେ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଯୋଷେଫ ଆପଣା ଭାଇମାନଙ୍କୁ କହିଲେ, “ମୁଁ ଯୋଷେଫ; ମୋʼ ପିତା କି ଆଜି ପର୍ଯ୍ୟନ୍ତ ବଞ୍ଚିଅଛନ୍ତି?” ଏଥିରେ ତାଙ୍କର ଭାଇମାନେ ତାଙ୍କ ସାକ୍ଷାତରେ ଭୟଭୀତ ହେବାରୁ କିଛି ଉତ୍ତର ଦେଇ ପାରିଲେ ନାହିଁ। Gade chapit la |