ଆଦି ପୁସ୍ତକ 46:3 - ପବିତ୍ର ବାଇବଲ3 ଏହା ପରେ ପରମେଶ୍ୱର କହିଲେ, “ଆମ୍ଭେ ପରମେଶ୍ୱର, ତୁମ୍ଭ ପିତାଙ୍କର ପରମେଶ୍ୱର। ମିଶରକୁ ଯିବାକୁ ଭୟ କର ନାହିଁ। ମିଶରରେ ଆମ୍ଭେ ତୁମ୍ଭର ଏକ ବଡ଼ ବଂଶ କରିବା। Gade chapit laପବିତ୍ର ବାଇବଲ (Re-edited) - (BSI)3 ସେତେବେଳେ ସେ କହିଲେ, ଆମ୍ଭେ ପରମେଶ୍ଵର, ତୁମ୍ଭ ପିତାର ପରମେଶ୍ଵର; ତୁମ୍ଭେ ମିସରକୁ ଯିବା ପାଇଁ ଭୟ କର ନାହିଁ; ଯେହେତୁ ଆମ୍ଭେ ସେଠାରେ ତୁମ୍ଭକୁ ଏକ ବୃହତ ଗୋଷ୍ଠୀ କରିବା। Gade chapit laଓଡିଆ ବାଇବେଲ3 ସେତେବେଳେ ସେ କହିଲେ, “ଆମ୍ଭେ ପରମେଶ୍ୱର, ତୁମ୍ଭ ପିତାଙ୍କର ପରମେଶ୍ୱର; ତୁମ୍ଭେ ମିସରକୁ ଯିବା ପାଇଁ ଭୟ କର ନାହିଁ; ଯେହେତୁ ଆମ୍ଭେ ସେଠାରେ ତୁମ୍ଭକୁ ଏକ ବୃହତ ଗୋଷ୍ଠୀ କରିବା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେତେବେଳେ ସେ କହିଲେ, “ଆମ୍ଭେ ପରମେଶ୍ୱର, ତୁମ୍ଭ ପିତାଙ୍କର ପରମେଶ୍ୱର; ତୁମ୍ଭେ ମିସରକୁ ଯିବା ପାଇଁ ଭୟ କର ନାହିଁ; ଯେହେତୁ ଆମ୍ଭେ ସେଠାରେ ତୁମ୍ଭକୁ ଏକ ବୃହତ ଗୋଷ୍ଠୀ କରିବା। Gade chapit la |