Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 47:13 - ପବିତ୍ର ବାଇବଲ

13 ସେହି ସମୟରେ ଅତିଶୟ ଦୁର୍ଭିକ୍ଷ ହେବାରୁ ସର୍ବଦେଶରେ ଖାଦ୍ୟଦ୍ରବ୍ୟର ଅଭାବ ହେଲା। ତହିଁରେ ମିଶର ଦେଶୀୟ ଓ କିଣାନ ଦେଶୀୟ ଲୋକମାନେ ଦୁର୍ଭିକ୍ଷ ହେତୁ ପ୍ରାୟ ମୂର୍ଚ୍ଛାଗତ ହେବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ସେହି ସମୟରେ ଅତିଶୟ ଦୁର୍ଭିକ୍ଷ ହେବାରୁ ସର୍ବଦେଶରେ ଖାଦ୍ୟଦ୍ରବ୍ୟର ଅଭାବ ହେଲା; ତହିଁରେ ମିସର ଦେଶୀୟ ଓ କିଣାନ ଦେଶୀୟ ଲୋକମାନେ ଦୁର୍ଭିକ୍ଷ ହେତୁ ପ୍ରାୟ ମୂର୍ଚ୍ଛାଗତ ହେବାକୁ ଲାଗିଲେ।

Gade chapit la Kopi

ଓଡିଆ ବାଇବେଲ

13 ସେହି ସମୟରେ ଅତିଶୟ ଦୁର୍ଭିକ୍ଷ ହେବାରୁ ସର୍ବଦେଶରେ ଖାଦ୍ୟଦ୍ରବ୍ୟର ଅଭାବ ହେଲା; ତହିଁରେ ମିସର ଦେଶୀୟ ଓ କିଣାନ ଦେଶୀୟ ଲୋକମାନେ ଦୁର୍ଭିକ୍ଷ ହେତୁ ପ୍ରାୟ ମୂର୍ଚ୍ଛାଗତ ହେବାକୁ ଲାଗିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସେହି ସମୟରେ ଅତିଶୟ ଦୁର୍ଭିକ୍ଷ ହେବାରୁ ସର୍ବଦେଶରେ ଖାଦ୍ୟଦ୍ରବ୍ୟର ଅଭାବ ହେଲା; ତହିଁରେ ମିସର ଦେଶୀୟ ଓ କିଣାନ ଦେଶୀୟ ଲୋକମାନେ ଦୁର୍ଭିକ୍ଷ ହେତୁ ପ୍ରାୟ ମୂର୍ଚ୍ଛାଗତ ହେବାକୁ ଲାଗିଲେ।

Gade chapit la Kopi




ଆଦି ପୁସ୍ତକ 47:13
9 Referans Kwoze  

ସେ ସମୟରେ ସମଗ୍ର ମିଶର ଓ କିଣାନ ଦେଶରେ ଦୁର୍ଭିକ୍ଷ ପଡ଼ିବାରୁ ଲୋକେ ବହୁତ କଷ୍ଟରେ ପଡ଼ିଲେ। ଆମ୍ଭର ପୂର୍ବପୁରୁଷମାନେ ଖାଇବାକୁ କିଛି ପାଇଲେ ନାହିଁ।


ଭୋକରେ ମରିଥିବା ଲୋକମାନଙ୍କ ଅପେକ୍ଷା ‌‌ଖ‌ଡ଼୍‌ଗରେ ନିହତ ହୋଇଥିବା ଲୋକମାନେ ଭଲ, କାରଣ ସେମାନଙ୍କର ଜୀବନ ସେମାନଙ୍କର ଶୁଷ୍କ ଜମିରେ ଖାଦ୍ୟ ଉତ୍ପନ୍ନ ପାଇଁ ଯେଭଳି, ସେମାନେ କ୍ଷୁଧା ଦ୍ୱାରା ଘସି ହୋଇଛନ୍ତି।


ଏହା ବୁଝିଲାଭଳି କୌଣସି ଜ୍ଞାନୀ ବ୍ୟକ୍ତି ଏଠାରେ ଅଛନ୍ତି କି? ସଦାପ୍ରଭୁଙ୍କ ଦ୍ୱାରା ଶିକ୍ଷା ପାଇଥିବା ଓ ତାଙ୍କର ମୁଖ ନିଃସୃତ ବାଣୀକୁ ବ୍ୟକ୍ତି କରିବାକୁ କେହି ବ୍ୟକ୍ତି ଅଛି କି? ଦେଶ କାହିଁକି ଧ୍ୱଂସପ୍ରାପ୍ତ ହେଲା ଓ ପ୍ରାନ୍ତରସବୁ ଦ‌ଗ୍‌ଧିଭୂତ ହେଲା, କେହି ସେଠାରେ ଯାତାୟାତ କଲେ ନାହିଁ?


ଆହାବ ଓବଦିୟକୁ କହିଲେ, “ମୋ’ ସହିତ ଆସ, ଆସ ଯିବା ଏବଂ ଦେଶର ସବୁ ଝରଣା ଓ ନଦୀ କୂଳ ଦେଖିବା। ଆମ୍ଭେ ଯଦି ଆମ୍ଭର ଅଶ୍ୱଗୁଡ଼ିକ ଓ ଗଧମାନଙ୍କ ପାଇଁ ପ୍ରଚୁର ଘାସ ପାଇ ପାରିବା ତେବେ ଆମ୍ଭେ ଆମ୍ଭର ପଶୁମାନଙ୍କୁ ବଧ କରିବାକୁ ପଡ଼ିବ ନାହିଁ।”


ଦୁର୍ଭିକ୍ଷର ସାତ ବର୍ଷ ସମୟରେ ସମସ୍ତ ମିଶରକୁ ଆପଣ ଖାଦ୍ୟ ଯୋଗାଇ ପାରିବେ। ତେଣୁ ମିଶର ଦୁର୍ଭିକ୍ଷ ଯୋଗୁଁ ଧ୍ୱଂସ ହେବ ନାହିଁ।”


Swiv nou:

Piblisite


Piblisite