Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 47:16 - ପବିତ୍ର ବାଇବଲ

16 କିନ୍ତୁ ଯୋଷେଫ ଉତ୍ତର ଦେଲେ, “ତୁମ୍ଭର ପଇସା ସବୁ ଶେଷ ହେବାରୁ ତୁମ୍ଭର ପଶୁମାନଙ୍କୁ ମୋତେ ଦିଅ ଓ ମୁଁ ତୁମ୍ଭମାନଙ୍କୁ ଖାଦ୍ୟ ଦେବି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ତହିଁରେ ଯୋଷେଫ କହିଲେ, ତୁମ୍ଭମାନଙ୍କର ପଶୁ ଦିଅ; ଯେବେ ରୂପା ଶେଷ ହୋଇଥାଏ, ତେବେ ପଶୁ ବଦଳେ ଆମ୍ଭେ ତୁମ୍ଭମାନଙ୍କୁ ଶସ୍ୟ ଦେବା।

Gade chapit la Kopi

ଓଡିଆ ବାଇବେଲ

16 ତହିଁରେ ଯୋଷେଫ କହିଲେ, “ତୁମ୍ଭମାନଙ୍କର ପଶୁ ଦିଅ; ଯଦି ରୂପା ଶେଷ ହୋଇଥାଏ, ତେବେ ପଶୁ ବଦଳେ ଆମ୍ଭେ ତୁମ୍ଭମାନଙ୍କୁ ଶସ୍ୟ ଦେବା।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତହିଁରେ ଯୋଷେଫ କହିଲେ, “ତୁମ୍ଭମାନଙ୍କର ପଶୁ ଦିଅ; ଯଦି ରୂପା ଶେଷ ହୋଇଥାଏ, ତେବେ ପଶୁ ବଦଳେ ଆମ୍ଭେ ତୁମ୍ଭମାନଙ୍କୁ ଶସ୍ୟ ଦେବା।”

Gade chapit la Kopi




ଆଦି ପୁସ୍ତକ 47:16
7 Referans Kwoze  

ଅବିଶ୍ୱାସୀ ଲୋକମାନଙ୍କ ସହିତ ବ୍ୟବହାର କଲାବେଳେ ବୁଦ୍ଧି ସହ ବ୍ୟବହାର କର। ଯେତେ ଭଲ ଭାବରେ ପାରିବ ନିଜର ସମୟର ସଦୁପଯୋଗ କର।


ଭାଇ ଓ ଭଉଣୀମାନେ! ଯାହା ସତ୍ୟ, ସମ୍ମାନଜନକ, ଯଥାର୍ଥ, ଶୁଦ୍ଧ, ଆଦରଣୀୟ, ପ୍ରୀତିଭାଜନ ଓ କୌଣସି ସଦ୍‌‌ଗୁଣ ଓ ପ୍ରଶଂସାର ଥାଏ, ସେହି ବିଷୟ ଗୁଡ଼ିକରେ ମନୋଯୋଗ କର।


ଏଭଳି କୌଣସି କାମ କର ନାହିଁ, ଯାହାଦ୍ୱାରା ଯିହୂଦୀ ବା ଅଣଯିହୂଦୀ ଲୋକେ ବା ପରମେଶ୍ୱରଙ୍କ ମଣ୍ଡଳୀ ବାଧା ପାଇବେ।


ସତ୍ୟବାଦୀମାନେ ନ୍ୟାୟପୂର୍ଣ୍ଣ କଥା କହନ୍ତି। ମାତ୍ର ମିଥ୍ୟାସାକ୍ଷୀମାନେ ପ୍ରବଞ୍ଚନା ପ୍ରକାଶ କରନ୍ତି।


ଏହା ପରେ ମିଶର ଦେଶରେ ଓ କିଣାନ ଦେଶରେ ରୂପାର ଅଭାବ ହୁଅନ୍ତେ ମିସ୍ରୀୟ ଲୋକ ସମସ୍ତେ ଯୋଷେଫଙ୍କ ନିକଟକୁ ଆସିଲେ ଏବଂ କହିଲେ, “ଆମ୍ଭମାନଙ୍କୁ ଖାଦ୍ୟ ସାମଗ୍ରୀ ଦିଅନ୍ତୁ। ଆମ୍ଭେ କାହିଁକି ତୁମ୍ଭ ସମ୍ମୁଖରେ ମରିବୁ। କାରଣ ଆମ୍ଭର ଆଉ ଅଧିକ ରୂପା ନାହିଁ।”


ତେଣୁ ଲୋକମାନେ ତାଙ୍କର ଜୀବନ୍ତ ପଶୁସବୁ ଯୋଷେଫଙ୍କ ନିକଟକୁ ଆଣିଲେ। ସେମାନଙ୍କୁ ଅଶ୍ୱ, ମେଷ, ଛେଳି ପଶୁପଲ ଏବଂ ଗଧ ବଦଳରେ ଖାଦ୍ୟ ଦ୍ରବ୍ୟ ଦେଲେ। ସେ ବର୍ଷ ଯୋଷେଫ ସେମାନଙ୍କର ଖାଦ୍ୟ ବଦଳରେ ସମସ୍ତ ଜୀବନ୍ତ ପଶୁ ନେଲେ।


Swiv nou:

Piblisite


Piblisite